Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ ...

  • ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶରଦ ପାୱାର ...

  • ୮୪ କୋଟି ଟଙ୍କାର ବଙ୍ଗଳା କିଣିଲେ ଜନ୍ ...

  • ବିଜୟଙ୍କ ଶେଷ ଫିଲ୍ମ 'ଜନ ନାୟଗନ୍' ନୁହେଁ

  • ମୃତ ପତ୍ନୀଙ୍କ ସିନ୍ଥିରେ ସିନ୍ଦୂର ଦେଲା ...

ରାଜ୍ୟ
Home ›› ରାଜ୍ୟ ››ତଳ ମୁହାଁ କରୋନା, ଦିନକରେ ୧୬ ସଂକ୍ରମିତ ଚିହ୍ନଟ

ତଳ ମୁହାଁ କରୋନା, ଦିନକରେ ୧୬ ସଂକ୍ରମିତ ଚିହ୍ନଟ

2022-04-06 05:45:17
14045
Share:
Facebook
Twitter
E-Mail
WhatsApp
Telegram
ତଳ ମୁହାଁ କରୋନା, ଦିନକରେ ୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କ୍ରମଶଃ ତଳ ମୁହାଁ ହୋଇଛି କରୋନାର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୪ କିଶୋର କିଶୋରୀ ରହିଥିବା ବେଳେ ୧୦ କ୍ବାରେଣ୍ଟାଇନ ସେଣ୍ଟର ଓ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀରରୁ ୨, ଯାଜପୁରରୁ ୨, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୬, ରାଜଗଡାରୁ ୧, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୭୭୩ରେ ପହଞ୍ଚିଛି ।
ବର୍ତ୍ତମାନ ରାଜ୍ୟରେ ୨୩୨ ସକ୍ରିୟ ମାମଲା ରହିଛି । ନୂଆ ୪୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୧୨ ଲକ୍ଷ ୭୮ ହଜାର ୩୬୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ୩୦୮୨୦୪୮୭ କୋରୋନା ପରୀକ୍ଷା ସରିଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15456
    Jul 22, 2026
  • ବିଜୟଙ୍କ ଶେଷ ଫିଲ୍ମ 'ଜନ ନାୟଗନ୍' ନୁହେଁ
    ମନୋରଞ୍ଜନ

    ବିଜୟଙ୍କ ଶେଷ ଫିଲ୍ମ 'ଜନ ନାୟଗନ୍' ନୁହେଁ

    15286
    Jul 22, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14627
    Jul 23, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ
    ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    14875
    Jul 23, 2026
  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15221
    Jul 23, 2026
  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....
    ଦେଶ-ଦେଶାନ୍ତର

    ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13628
    Jul 22, 2026
  • ମୃତ ପତ୍ନୀଙ୍କ ସିନ୍ଥିରେ ସିନ୍ଦୂର ଦେଲା ପରେ ଟଳି ପଡ଼ିଲେ ସ୍ୱାମୀ
    ଦେଶ-ଦେଶାନ୍ତର

    ମୃତ ପତ୍ନୀଙ୍କ ସିନ୍ଥିରେ ସିନ୍ଦୂର ଦେଲା ପରେ ଟଳି ପଡ଼ିଲେ ସ୍ୱାମୀ

    15514
    Jul 22, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15366
    Jul 23, 2026
  • ୮୪ କୋଟି ଟଙ୍କାର ବଙ୍ଗଳା କିଣିଲେ ଜନ୍ ଆବ୍ରାହମ୍
    ମନୋରଞ୍ଜନ

    ୮୪ କୋଟି ଟଙ୍କାର ବଙ୍ଗଳା କିଣିଲେ ଜନ୍ ଆବ୍ରାହମ୍

    14682
    Jul 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୃତ ପତ୍ନୀଙ୍କ ସିନ୍ଥିରେ ସିନ୍ଦୂର ଦେଲା ପରେ ଟଳି ପଡ଼ିଲେ ସ୍ୱାମୀ

    15514
    Jul 22, 2026
  • ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15366
    Jul 23, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ

    14771
    Jul 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16991
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17599
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17650
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18053
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    14882
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15917
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14169
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14449
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14791
    Jul 12, 2026

ବାଣିଜ୍ୟ

ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

-    ଖରା ଓ ଆର୍ଦ୍ରତାରୁଆଶ୍ୱସ୍ତି ପାଇଁ ବଡ଼ଦାଣ୍ଡରେ ଜଳ ସିଞ୍ଚନ ଯନ୍ତ୍ର ନିୟୋଜିତ

-      ପୁରୀ ସମୁଦ୍ର କୂଳରେ ମାଗଣା ରାତ୍ରି ଆଶ୍ରୟସ୍ଥଳରେ ଶ୍ରଦ୍ଧାଳୁଙ୍କ ପା ...

  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15124
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13883
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14101
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13923
    Jul 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15221
    Jul 23, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    14875
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15456
    Jul 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In