Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

ରାଜ୍ୟ
Home ›› ରାଜ୍ୟ ››ଅଭିଯୁକ୍ତ କହିଲା, ‘ମୋତେ ଭଲ ଲାଗିଲାନି ବୋଲି, ମୁଁ ରୋଷଘର ଚୁଲି ଭାଙ୍ଗିଦେଲି’

ଅଭିଯୁକ୍ତ କହିଲା, ‘ମୋତେ ଭଲ ଲାଗିଲାନି ବୋଲି, ମୁଁ ରୋଷଘର ଚୁଲି ଭାଙ୍ଗିଦେଲି’

2022-04-06 06:49:36
15026
Share:
Facebook
Twitter
E-Mail
WhatsApp
Telegram
ଅଭିଯୁକ୍ତ କହିଲା, ‘ମୋତେ ଭଲ ଲାଗିଲାନି ବୋଲି, ମୁଁ ରୋଷଘର ଚୁଲି ଭାଙ୍ଗିଦେଲି’


ପୁରୀ : ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗାଯିବା ଘଟଣାରେ ଅଟକ ସନ୍ଦିଗ୍ଧକୁ ଅଜଣା ଜାଗାରେ ଜେରା କରୁଛି ପୁଲିସ୍‌ । ପୁରୀର ଏକ ଗୁପ୍ତ ସ୍ଥାନରେ ସମ୍ପୃକ୍ତ ସନ୍ଦିଗ୍ଧକୁ ପଚରାଉଚରା ଚାଲିଥିବା ବେଳେ ପୁରୀ ପୁଲିସର ବରିଷ୍ଠ ଅଧିକାରୀଙ୍କ ସମେତ ଖୋଦ ଏସପି କନୱର ବିଶାଳସିଂ ମଧ୍ୟ ପଚରାଉଚୁରା କରୁଥିବା ଜଣାଯାଇଛି  । ତେବେ ସନ୍ଦିଗ୍ଧ ଜଣକ ଏବେ ଚୁଲି ଭାଙ୍ଗିଥିବା ନେଇ ସ୍ୱୀକାର କରିଛି  । ସେ କହିଛିଯେ, ‘ମୋତେ ଭଲ ଲାଗିଲାନି ବୋଲି, ମୁଁ ରୋଷଘର ଚୁଲି ଭାଙ୍ଗିଦେଲି’  । ତେବେ ଏହା ପଛରେ ଆଉ କିଛି ଉଦ୍ଦେଶ୍ୟ ରହିଛି ନା ଏହି ଷଡଯନ୍ତ୍ର ପଛରେ ଆଉ କାହା ହାତ ଅଛି ତାହା ଜାଣିବାକୁ ପୁଲିସ ତନାଘନା କରିଛି  ।

ଅଟକ ଯୁବକ ଜଣକ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅଞ୍ଚଳର ବୋଲି କୁହାଯାଉଛି  । ସିସିଟିଭି ଫୁଟେଜରୁ ଏହି ସନ୍ଦିଗ୍ଧକୁ ଚିହ୍ନଟ କରିଥିଲା ପୁଲିସ୍‌  । ଶ୍ରୀମନ୍ଦିରରୁ ବାହାରିବା ପରେ ସନ୍ଦିଗ୍ଧ ନିଜ ଘର ଖୋର୍ଦ୍ଧାକୁ ଚାଲି ଯାଉଥିଲା । ଏ ସମ୍ପର୍କରେ ଖବର ପାଇ ପୁରୀ ପୁଲିସ୍‌ ତାକୁ ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ସୀମାରୁ ଧରିଥିବା ଜଣାପଡିଛି । ସିଂହଦ୍ୱାର ଥାନା ଇନଚାର୍ଜ ତଥା ଟାଉନ ଥାନା ଆଇଆଇସି ଏବଂ ବାସେଳି ସାହି ଥାନା ଆଇଆଇସି ତାକୁ ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ସୀମାରୁ ଧରି  ପୁରୀ ଆଣିଥିଲେ ।  

ଘଟଣା ଦିନ ରାତି ଗୋଟାଏ ପାଞ୍ଚ ମିନିଟରେ ବାଇଶି ପାହାଚ ପାର୍ଶ୍ୱରେ ଥିବା ରୋଷଶାଳାର ପ୍ରବେଶ ପଥ ଦେଇ ଭୋଗମଣ୍ଡପ ଘର ପାଖରେ ପହଁଚିଥିଲା ସନ୍ଦିଗ୍ଧ ଯୁବକ । ରାତି ଗୋଟାଏ ଛଅ ମିନିଟ୍‌ ସମୟରେ ସେ ପାଟ ଅଗଣା ଭିତରକୁ ଯାଇଥିଲା । ସେଠାରୁ ସେ ଗାରଦ ପାହଚ ଦେଇ ନାଟମଣ୍ଡପର ପୋଖରିଆ ଭିତରକୁ ଯାଇଥିଲା । ତା’ପରେ ସେ ସେଠାରୁ ଗରୁଡ ସ୍ତମ୍ଭ ଦେଇ ମୁଦୁଲି ଦୁଆର ବାଟେ ଚାଲି ଯାଇଥିଲା ।

ତେବେ ରାତି ପ୍ରାୟ ଗୋଟାଏ ୧୬ରୁ ୧୭ ମିନିଟ୍‌ ସମୟରେ ଚୁଲି ଭଙ୍ଗା ଯାଇଥିବା ନେଇ ସେବାୟତମାନେ ଗାରଦରେ ଖବର ଦେଇଥିଲେ । ଠିକ୍‌ ସେହି ସମୟ ଭିତରେ ଅର୍ଥାତ ରାତି ପ୍ରାୟ ଗୋଟାଏ ୨୭ ମିନିଟ୍‌ ସମୟରେ ୩ ଜଣ ଜେଟିପି ସମ୍ପୃକ୍ତ ବ୍ୟକ୍ତିକୁ ଧରି ସିଂହଦ୍ୱାର ସମ୍ମୁଖରେ ଛାଡି ଦେଇଥିଲେ । ତା’ପରେ ସେ ଫେରାର ହୋଇଥିଲା । ଶ୍ରୀମନ୍ଦିରରୁ ବାହାରିବା ପରେ ସନ୍ଦିଗ୍ଧ ନିଜ ଘର ଖୋର୍ଦ୍ଧାକୁ ଚାଲି ଯାଉଥିଲା । ଏହାପରେ ପୁଲିସ୍‌ ତନାଘନା ଚଳାଇ ସିସିଟିଭି ଫୁଟେଜ ଆଧାରରେ ସମ୍ପୃକ୍ତ ଯୁବକକୁ ଉଠାଇ ଆଣିଛି ।

Powered by Froala Editor

Tags Shree mandir

Related articles Odisha News Lens 4.1

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15421
    Oct 30, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14051
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13412
    Oct 31, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15451
    Oct 30, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    15037
    Oct 30, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15374
    Oct 31, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14701
    Oct 31, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15212
    Oct 30, 2026
  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15089
    Oct 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15212
    Oct 30, 2026
  • ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13412
    Oct 31, 2026
  • ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14051
    Oct 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17241
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17939
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17882
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18305
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15421
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14870
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16062
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14990
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15726
    Oct 23, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13663
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13412
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15173
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16104
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15089
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14051
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13663
    Oct 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In