Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ତିଳକ ଲଗାଇଥିବାରୁ ଛାତ୍ରୀଙ୍କୁ ମାରିଲେ ଶିକ୍ଷକ, ତଦନ୍ତ ନିର୍ଦ୍ଦେଶ

ତିଳକ ଲଗାଇଥିବାରୁ ଛାତ୍ରୀଙ୍କୁ ମାରିଲେ ଶିକ୍ଷକ, ତଦନ୍ତ ନିର୍ଦ୍ଦେଶ

2022-04-06 14:25:39
14386
Share:
Facebook
Twitter
E-Mail
WhatsApp
Telegram
ତିଳକ ଲଗାଇଥିବାରୁ ଛାତ୍ରୀଙ୍କୁ ମାରିଲେ ଶିକ୍ଷକ, ତଦନ୍ତ ନିର୍ଦ୍ଦେଶ

ମଥାରେ ତିଳକ ଲଗାଇ ଆସିଥିବାରୁ ଜଣେ ହିନ୍ଦୁ ଛାତ୍ରୀଙ୍କୁ ତାଙ୍କ ଶିକ୍ଷକ ନିର୍ଦ୍ଧୁମ ପିଟିଛନ୍ତି। ଜାମ୍ମୁ-କାଶ୍ମୀର ରାଜୌରୀ ଜିଲ୍ଲାରେ ଏଭଳି ଘଟଣା ଘଟିଛି। ଛାତ୍ରୀଙ୍କୁ ମାଡ଼ ମାରିଥିବା ଶିକ୍ଷକ ହେଲେ ନିଶାର ଅହମଦ। ଏହି ଘଟଣା ସାମ୍ନାକୁ ଆସିବା ପରେ ରାଜୌରି ଜିଲ୍ଲା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ନିଶାଦଙ୍କୁ ନିଲମ୍ବନ କରାଯାଇଛି।

ନିଲମ୍ବନ ଅର୍ଡରରେ କୁହାଯାଇଛି ଯେ, ମିଡିଲ ସ୍କୁଲ୍ ଖଦୁରିଆ ପଞ୍ଚାୟତ ଡ୍ରମ୍ମାନରେ ଛାତ୍ରୀଙ୍କୁ ମାଡ଼ ମାରିବା ଘଟଣା ସୋସିଆଲ୍ ମିଡିଆରେ ଖବର ମିଳିଥିଲା। ଛୋଟ ପିଲାକୁ ଆଘାତ ଦେବା ଏକ ଦଣ୍ଡନୀୟ ଅପରାଧ ହୋଇଥିବାରୁ ବ୍ୟକ୍ତିଙ୍କ ବିରୋଧରେ ଆଇପିସି ଧାରା ୩୨୩,୩୨୫,୩୫୨ ଏବଂ ୫୦୬ ଲଗାଯାଇପାରିବ। ତା ସହିତ ଜୁଭେନାଇଲ ଜଷ୍ଟିସ୍ର ଧାରା ୨୩(ପିଲାର ସୁରକ୍ଷା ଓ ଯତ୍ନ ନେବା) ଆକ୍ଟ ୨୦୦୦ ଅନୁସାରେ ଯିଏ ବି ପିଲାଙ୍କୁ ଆଘାତ ଦେବେ ତାଙ୍କୁ ୬ ମାସ ଜେଲ୍ ଦଣ୍ଡ ସହିତ ଜରିମାନର ବ୍ୟବସ୍ଥା ବି ରହିଛି। ତେବେ ବର୍ତ୍ତମାନ ସ୍ଥିତିରେ ପରବର୍ତ୍ତି ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଶିକ୍ଷକ ନିସାର ଅହମଦଙ୍କୁ ନିଲମ୍ବିତ କରାଯାଇଛି। ଏନେଇ ପୁଲିସକୁ ତଦନ୍ତ କରି ସବିଶେଷ ରିପୋର୍ଟ ମଗାଯାଇଛି। ପିଲାଟିକୁ କାହିଁକି ମାଡ଼ ମରାଯାଇଥିଲା ଏହି ଅଭିଯୋଗର ସତ୍ୟତା ଅଛି କି ନାହିଁ ସେନେଇ ପୁଲିସକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Powered by Froala Editor

Tags jammu kasmir

Related articles Odisha News Lens 4.1

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13670
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14061
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15359
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15119
    Oct 14, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14490
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15317
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14164
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15794
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14164
    Oct 15, 2026
  • ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14061
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14604
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14710
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15713
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14388
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16122
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13877
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15041
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13670
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15083
    Oct 15, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13741
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In