Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

Home ›› ››ଆଜି ପୌରାଞ୍ଚଳ ପାଇଁ ଉପାଧ୍ୟକ୍ଷ ନିର୍ବାଚନ

ଆଜି ପୌରାଞ୍ଚଳ ପାଇଁ ଉପାଧ୍ୟକ୍ଷ ନିର୍ବାଚନ

2022-04-07 06:03:09
14543
Share:
Facebook
Twitter
E-Mail
WhatsApp
Telegram
ଆଜି ପୌରାଞ୍ଚଳ ପାଇଁ ଉପାଧ୍ୟକ୍ଷ ନିର୍ବାଚନ

ଭୁବନେଶ୍ୱର: ଆଜି ୧୦୫ଟି ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ତା’ ସହିତ କଟକ ମହାନଗର ନିଗମର ଡେପୁଟି ମେୟର ପଦ ପାଇଁ ମଧ୍ୟ ପଡିବ ଭୋଟ। ୧୦୫ ପୌରାଞ୍ଚଳରେ ରହିଛି ୫୮ଟି ଏନ୍ଏସି ଓ ୪୭ଟି ମ୍ୟୁନ୍ସିପାଲଟି। ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ଦାଖଲ ହେବ। ୧୧ଟାରୁ ୧୨ଟା ମଧ୍ୟରେ ନାମାଙ୍କନ ଯାଞ୍ଚ ଓ ଦିନ ଗୋଟାଏ ଯାଏଁ ପ୍ରାର୍ଥିପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଚାଲିବ। ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ହେବ ଭୋଟ।

୨ରୁ ଅଧିକ ପ୍ରାର୍ଥୀ ଥିଲେ ରାଉଣ୍ଡ ଓ୍ୱାରି ଭୋଟିଂ ହେବ। ପ୍ରତି ରାଉଣ୍ଡରେ କମ୍ ଭୋଟ ପାଇଥିବା ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା ତାରୁ ହଟିବେ।  ଶେଷ ୨ଜଣଙ୍କ ମଧ୍ୟରେ ଚୂଡ଼ାନ୍ତ ଲଢ଼େଇ ହେବ। ଯଦି ଉଭୟ ପ୍ରାର୍ଥୀଙ୍କ ଭୋଟ୍ ସମାନ ହୁଏ, ଲଟେରି ଜରିଆରେ ଫଇସଲା ହେବ। ଦଳବଦଳ ନିରୋଧ ଆଇନ ଲାଗୁ ହୋଇଥିବାରୁ ଭୋଟ୍ ବେଳେ ଦଳୀୟ କାଉନସିଲର ଓ କର୍ପୋରେଟରମାନେ ଏଜେଣ୍ଟମାନଙ୍କୁ ନିଜ ଭୋଟ୍ ଦେଖାଇବେ।

Powered by Froala Editor

Tags Election

Related articles Odisha News Lens 4.1

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15148
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13311
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14142
    Apr 21, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14106
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13664
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15054
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14711
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15699
    Apr 20, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14536
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13311
    Apr 21, 2026
  • ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14106
    Apr 20, 2026
  • ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15054
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17427
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17481
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17839
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16310
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14142
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13664
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16151
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15847
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16203
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15346
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15077
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15579
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13877
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13876
    Apr 21, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13311
    Apr 21, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13664
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In