Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ...

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ...

  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ...

Home ›› ›› ତିନି ଦିନ ବର୍ଷା ସମ୍ଭାବନା, ୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

ତିନି ଦିନ ବର୍ଷା ସମ୍ଭାବନା, ୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

2022-04-08 04:31:09
15310
Share:
Facebook
Twitter
E-Mail
WhatsApp
Telegram
 ତିନି ଦିନ ବର୍ଷା ସମ୍ଭାବନା, ୯ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ତିନି ଦିନ ଯାଏଁ ବର୍ଷା ହୋଇପାରେ । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ଆଶଙ୍କା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ ଓ ୧୦ ତାରିଖରେ ବି କାଳବୈଶାଖୀ ପ୍ରଭାବରୁ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଲଘୁଚାପ ରୂପ ନେବ ବୋଲି ଆକଳନ କରାଯାଉଥିଲା । କିନ୍ତୁ ଏହା ଧୀରେ ଧୀରେ ଦୁର୍ବଳ ହେଉଛି । ଏହା ଆଉ ଲଘୁଚାପ ରୂପ ନେବନି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୯ ଓ ୧୦ ତାରିଖରେ ବି ଏହି ସବୁ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ଆସନ୍ତା ୫ ଦିନ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଦିନବେଳାର ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । 

Powered by Froala Editor

Tags Rain

Related articles Odisha News Lens 4.1

  • ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14524
    May 28, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15474
    May 29, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15896
    May 28, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14403
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15678
    May 29, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14927
    May 28, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14413
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14137
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15597
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦରମୈୟା

    14524
    May 28, 2026
  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15474
    May 29, 2026
  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14413
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16892
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17513
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17563
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17947
    Sep 06, 2023

ବିଶେଷ

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14403
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14137
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15316
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14897
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15824
    May 24, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15437
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15179
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15664
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14004
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14413
    May 30, 2026
  • ମୋଦୀଙ୍କୁ ଭେଟିଲେ ମୁଖ୍ଯମନ୍ତ୍ରୀ ସି. ଯୋଶେଫ ବିଜୟ

    14927
    May 28, 2026
  • ତ୍ୱିଶା ଶର୍ମା ମୃତ୍ୟୁ ଘଟଣା: ଗିରଫ ହେଲେ ଶାଶୁ

    15896
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In