Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››ଭାରତ ସଡକ ଦୁର୍ଘଟଣାରେ ବିଶ୍ୱରେ ପ୍ରଥମ

ଭାରତ ସଡକ ଦୁର୍ଘଟଣାରେ ବିଶ୍ୱରେ ପ୍ରଥମ

2022-04-08 07:40:06
15540
Share:
Facebook
Twitter
E-Mail
WhatsApp
Telegram
ଭାରତ ସଡକ ଦୁର୍ଘଟଣାରେ ବିଶ୍ୱରେ ପ୍ରଥମ

ନୂଆଦିଲ୍ଲୀ: ବିଶ୍ୱରେ ସର୍ବାଧିକ ସଡକ ଦୁର୍ଘଟଣା ଭାରତରେ ହେଉଥିବା କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନିତିନ୍ ଗଡକରି ରାଜ୍ୟସଭାରେ ସୂଚନା ଦେଇଛନ୍ତି । ୱାର୍ଲ୍ଡ ରୋଡ ଷ୍ଟାଟିଷ୍ଟିକ୍ସ (୨୦୧୮) ରିପୋର୍ଟକୁ ଭିତ୍ତି କରି ରାଜ୍ୟସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ଗଡକରୀ କହିଛନ୍ତି, ପ୍ରତି ବର୍ଷ ଭାରତରେ ସର୍ବାଧିକ ବ୍ୟକ୍ତି ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥାନ୍ତି । ସଡକ ଦୁର୍ଘଟଣାରେ ଆହତ ହେଉଥିବା ବ୍ୟକ୍ତିଙ୍କ ତାଲିକାରେ ମଧ୍ୟ ଭାରତର ସ୍ଥାନ ତୃତୀୟରେ ରହିଛି ।

୨୦୨୦ରେ ଭାରତରେ ହୋଇଥିବା ସଡକ ଦୁର୍ଘଟଣା ଜନିତ ମୃତୁ୍ୟର ୬୯.୮% ୧୮ରୁ ୪୫ ବର୍ଷ ବର୍ଗରେ ରହିଛି । ୨୦୨୦ରେ ଦେଶରେ ସମୁଦାୟ ୩ଲକ୍ଷ, ୫୪ହଜାର ୭୯୬ ସଡକ ଦୁର୍ଘଟଣା ହୋଇଥିବାବେଳେ ଏଥିରେ ୧ଲକ୍ଷ ୩୩ହଜାର ୨୦୧ଜଣଙ୍କର ମୃତୁ୍ୟ ହୋଇଛି । ୩ଲକ୍ଷ ୩୫ହଜାର ୨୦୧ଜଣ ଆହତ ହୋଇଛନ୍ତି । ଦ୍ରୁତ ଗାଡିଚାଳନା ୬୦% ସଡକ ଦୁର୍ଘଟଣାର କାରଣ । ୪୩.୬% ସଡକ ଦୁର୍ଘଟଣା ଦୁଇ ଚକିଆଯାନ, ୧୩.୨% କାର୍, ୧୨.୮% ଟ୍ରକ ଏବଂ ୩.୧% ବସ୍ ଦ୍ୱାରା ହୋଇଛି । 

Powered by Froala Editor

Tags Accident

Related articles Odisha News Lens 4.1

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13854
    Feb 22, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14487
    Feb 23, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14755
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13567
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13629
    Feb 22, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15001
    Feb 23, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15226
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14922
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14570
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14570
    Feb 22, 2026
  • ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13567
    Feb 22, 2026
  • ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14487
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15226
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15993
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14473
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15241
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15957
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15112
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14963
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14487
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14922
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14570
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In