Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 15, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୨୬/୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ

୨୬/୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ

2022-04-08 15:23:47
15117
Share:
Facebook
Twitter
E-Mail
WhatsApp
Telegram
୨୬/୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ

ଆତଙ୍କବାଦୀ ସଂଗଠନ ଜମାତ-ଉଦ-ଦାୱା ମୁଖ୍ୟ ତଥା ମୁମ୍ବାଇ ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ ହୋଇଛି । ପାକିସ୍ତାନର ଆତଙ୍କବାଦ ନିରୋଧୀ କୋର୍ଟ ଆଜି ୨ଟି ମାମଲାର ଶୁଣାଣି କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି।  ସେହିପରି ତାଙ୍କ ସମସ୍ତ ସମ୍ପତ୍ତି ଜବତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଫିଜ ସୟିଦ୍‌ ତିଆରି କରିଥିବା ମସିଜିଦ୍‌ ଏବଂ ମାଦ୍ରାସାକୁ ତାଙ୍କ ମାଲିକାନାରୁ କାଢ଼ି ନିଆଯାଇଛି। ଏଥିସହ ହାଫିଜଙ୍କୁ ୩ ଳକ୍ଷ ୪୦ ହଜାର ଟଙ୍କା ଜରିମାନା କରାଯାଇଛି। ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ଆସନ ଟଳମଳ ହେଉଥିବା ଅବସ୍ଥାରେ ଥିବା ବେଳେ ଏଭଳି ରାୟ ଶୁଣାଇଛନ୍ତି କୋର୍ଟ।

୭୦ ବର୍ଷୀୟ ହାଫିଜ୍‌ଙ୍କୁ ପୂର୍ବରୁ ଆତଙ୍କବାଦୀ ସଙ୍ଗଠନକୁ ଫଣ୍ଡିଂ କରିବା ନେଇ ଏକାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୨୦୨୦ରେ ତାଙ୍କୁ ୧୫ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ତାଙ୍କୁ ପାକିସ୍ତାନ ପୁଲିସ ଗିରଫ କରି ଜେଲରେ ରଖିଥିଲା । ୧୦ ବର୍ଷ ଧରି ତାଙ୍କୁ ଖୋଜାଖୋଜି କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା।

ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପଛର ହାଫିଜ ହେଉଛନ୍ତି ମୁଖ୍ୟ ଷଡ଼ଯନ୍ତ୍ରକାରୀ। ୨୦୦୮ ନଭେମ୍ବର ୨୬ରେ ଘଟିଥିବା ଏହି ଆକ୍ରମଣରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିଲା । ୨୦୦୧ରୁ ହାଫିଜ ୮ଥର ଗିରଫ ହୋଇ ଖସିଯାଇଥିଲେ। ୨୦୧୭ରେ ପାକିସ୍ତାନରେ ହାଫିଜ ଏବଂ ତାଙ୍କ ୪ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିଲା। ଏହାର ୧୧ ମାସ ପରେ ତାଙ୍କୁ ଛଡ଼ା ଯାଇଥିଲା। ପରେ ତାଙ୍କୁ ଗିରଫ କରାଯାଇଥିଲା।

Powered by Froala Editor

Tags hafizz

Related articles Odisha News Lens 4.1

  • ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ
    ଦେଶ-ଦେଶାନ୍ତର

    ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ

    14873
    Jun 15, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    13789
    Jun 15, 2025
  • କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ଯାତ୍ରୀ ଓ ୨ ପାଇଲଟ ମୃତ
    ଦେଶ-ଦେଶାନ୍ତର

    କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ଯାତ୍ରୀ ଓ ୨ ପାଇଲଟ ମୃତ

    15149
    Jun 15, 2025
  • ଲାରି ଏଲିସନ ବିଶ୍ଵର ୨ୟ ଧନୀ
    ଦେଶ-ଦେଶାନ୍ତର

    ଲାରି ଏଲିସନ ବିଶ୍ଵର ୨ୟ ଧନୀ

    14212
    Jun 15, 2025
  • ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14269
    Jun 15, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14682
    Jun 13, 2025
  • ହିମାଳୟ  ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ
    ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15072
    Jun 14, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15841
    Jun 13, 2025
  • ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...
    ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15266
    Jun 15, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଉପରେ ଆକ୍ରମଣ କଲେ ଇରାନକୁ ଧ୍ବଂସ କରିଦେବୁ: ଡୋନାଲ୍ଡ ଟ୍ରମ୍ପ

    14269
    Jun 15, 2025
  • ଦେଶ-ଦେଶାନ୍ତର

    ଜୁନ୍ ୧୯ରେ ମହାକାଶ ଯିବ ଆକ୍ସମ୍-୪ ମିଶନ

    14873
    Jun 15, 2025
  • ବାଣିଜ୍ୟ

    ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15072
    Jun 14, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16965
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15490
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14424
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14472
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15626
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    15156
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14222
    Jun 10, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14480
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14032
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15072
    Jun 14, 2025
  • ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15266
    Jun 15, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14267
    Jun 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In