Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››୨୬/୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ

୨୬/୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ

2022-04-08 15:23:47
15148
Share:
Facebook
Twitter
E-Mail
WhatsApp
Telegram
୨୬/୧୧ ମୁମ୍ବାଇ ଆକ୍ରମଣର ମୁଖ୍ୟ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ

ଆତଙ୍କବାଦୀ ସଂଗଠନ ଜମାତ-ଉଦ-ଦାୱା ମୁଖ୍ୟ ତଥା ମୁମ୍ବାଇ ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସୟିଦ୍‌ଙ୍କୁ ୩୧ ବର୍ଷ ଜେଲ ହୋଇଛି । ପାକିସ୍ତାନର ଆତଙ୍କବାଦ ନିରୋଧୀ କୋର୍ଟ ଆଜି ୨ଟି ମାମଲାର ଶୁଣାଣି କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି।  ସେହିପରି ତାଙ୍କ ସମସ୍ତ ସମ୍ପତ୍ତି ଜବତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଫିଜ ସୟିଦ୍‌ ତିଆରି କରିଥିବା ମସିଜିଦ୍‌ ଏବଂ ମାଦ୍ରାସାକୁ ତାଙ୍କ ମାଲିକାନାରୁ କାଢ଼ି ନିଆଯାଇଛି। ଏଥିସହ ହାଫିଜଙ୍କୁ ୩ ଳକ୍ଷ ୪୦ ହଜାର ଟଙ୍କା ଜରିମାନା କରାଯାଇଛି। ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ଆସନ ଟଳମଳ ହେଉଥିବା ଅବସ୍ଥାରେ ଥିବା ବେଳେ ଏଭଳି ରାୟ ଶୁଣାଇଛନ୍ତି କୋର୍ଟ।

୭୦ ବର୍ଷୀୟ ହାଫିଜ୍‌ଙ୍କୁ ପୂର୍ବରୁ ଆତଙ୍କବାଦୀ ସଙ୍ଗଠନକୁ ଫଣ୍ଡିଂ କରିବା ନେଇ ଏକାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୨୦୨୦ରେ ତାଙ୍କୁ ୧୫ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ତାଙ୍କୁ ପାକିସ୍ତାନ ପୁଲିସ ଗିରଫ କରି ଜେଲରେ ରଖିଥିଲା । ୧୦ ବର୍ଷ ଧରି ତାଙ୍କୁ ଖୋଜାଖୋଜି କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା।

ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପଛର ହାଫିଜ ହେଉଛନ୍ତି ମୁଖ୍ୟ ଷଡ଼ଯନ୍ତ୍ରକାରୀ। ୨୦୦୮ ନଭେମ୍ବର ୨୬ରେ ଘଟିଥିବା ଏହି ଆକ୍ରମଣରେ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିଲା । ୨୦୦୧ରୁ ହାଫିଜ ୮ଥର ଗିରଫ ହୋଇ ଖସିଯାଇଥିଲେ। ୨୦୧୭ରେ ପାକିସ୍ତାନରେ ହାଫିଜ ଏବଂ ତାଙ୍କ ୪ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିଲା। ଏହାର ୧୧ ମାସ ପରେ ତାଙ୍କୁ ଛଡ଼ା ଯାଇଥିଲା। ପରେ ତାଙ୍କୁ ଗିରଫ କରାଯାଇଥିଲା।

Powered by Froala Editor

Tags hafizz

Related articles Odisha News Lens 4.1

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13854
    Feb 22, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15001
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14570
    Feb 22, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14922
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14487
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14781
    Feb 23, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13567
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14755
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13629
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15226
    Feb 23, 2026
  • ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14570
    Feb 22, 2026
  • ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14755
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15226
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15993
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14473
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15241
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15957
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15112
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14963
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13854
    Feb 22, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14570
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13567
    Feb 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In