Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତରେ ଏଲପିଜି ସାରା ବିଶ୍ୱରେ ସବୁଠୁ ମହଙ୍ଗା

ଭାରତରେ ଏଲପିଜି ସାରା ବିଶ୍ୱରେ ସବୁଠୁ ମହଙ୍ଗା

2022-04-09 05:21:55
15838
Share:
Facebook
Twitter
E-Mail
WhatsApp
Telegram
ଭାରତରେ ଏଲପିଜି ସାରା ବିଶ୍ୱରେ ସବୁଠୁ ମହଙ୍ଗା

ନୂଆଦିଲ୍ଲୀ: ଭାରତରେ ଏଲପିଜି ଦାମ ସାରା ବିଶ୍ୱରେ ସବୁଠୁ ମହଙ୍ଗା । ବିନିମୟ ମୁଦ୍ରା ଅଧାରିତ କ୍ରୟ ଶକ୍ତି ଅନୁସାରେ କରାଯାଇଥିବା ଏକ ହିସାବରୁ ଏହା ଜଣାପଡ଼ିଛି । ପ୍ରତି ଲିଟର ଏଲପିଜିର ଦାମ ଭାରତରେ ସର୍ବାଧିକ ଥିବା ବେଳେ ପେଟ୍ରୋଲ ତୃତୀୟ ସର୍ବାଧିକ ଓ ଡ଼ିଜେଲ ଅଷ୍ଟମ ସର୍ବାଧିକ ମହଙ୍ଗା ରହିଛି । ଯଦି ପେଟ୍ରୋଲର ଲିଟର ପିଛା ଦାମ ୧୨୦ ଟଙ୍କା ଓ ଡ଼ଲାର ତୁଳନାରେ ଟଙ୍କା ମୂଲ୍ୟ ୭୫ଟଙ୍କା ୮୪ ପଇସା ବୋଲି ଧରି ନିଆଯିବ ତେବେ ଆନ୍ତର୍ଜାତିକ ବଜାରରେ ସେହି ପେଟ୍ରୋଲ ଦାମ ହେବ ୧.୫୮ ଡ଼ଲାର ।

ଭାରତରେ ଜଣେ ବ୍ୟକ୍ତି ୭୫ଟଙ୍କା ୮୪ରେ ବହୁତ କିଛି କିଣିପାରିବେ । କିନ୍ତୁ ଆମେରିକାରେ ଏକ ଡ଼ଲାରରେ ସେତିକି ଜିନିଷ କିଣି ହେବ ନାହିଁ । କାରଣ ଆମେରିକାରେ ଏକ କିଲୋ ଆଳୁର ଦାମ ୧.୯୪ ଡ଼ଲାର ରହିଛି ଯାହାକୁ ଭାରତୀୟ ମୁଦ୍ରାରେ ବଦଳାଇଲେ ୧୪୭ ଟଙ୍କା ହେବ । ୧୪୭ ଟଙ୍କାରେ ଭାରତରେ ୭କିଲୋ ଆଳୁ କିଣିହେବ । ବିଭିନ୍ନ ଦେଶର ମୁଦ୍ରାର ଶକ୍ତ ଭିନ୍ନ ଭିନ୍ନ ରହୁଛି । ତାହାକୁ କ୍ରୟ ଶକ୍ତି ସମତା(ପିପିପି) ଡ଼ଲାର ବା ଆନ୍ତର୍ଜାତିକ ଡ଼ଲାର କୁହାଯାଉଛି । ଆଇଏମଏଫ ତଥ୍ୟ ଅନୁସାରେ ଆନ୍ତର୍ଜାତିକ ଡ଼ଲାର ଦାମ ୨୦୨୨ରେ ହାରାହାରି ୨୨ଟଙ୍କା ୬୦ ପଇସା ରହିଛି । ଯଦି ସେହି ମୂଲ୍ୟ ବିଚାରକୁ ନିଆଯିବ ତେବେ ଭାରତରେ ଏକ ଲିଟର ପେଟ୍ରୋଲ ଦାମ ହେଉଛି ୫.୨ ଆନ୍ତର୍ଜାତିକ ଡ଼ଲାର । ସୁଦାନ(୮ଆନ୍ତର୍ଜାତିକ ଡ଼ଲାର) ଓ ଲାଓସ(୫.୬ଆନ୍ତର୍ଜାତିକ ଡ଼ଲାର) ତୁଳନାରେ ଭାରତରେ ପେଟ୍ରୋଲ ତୃତୀୟ ସର୍ବାଧିକ ଦାମରେ ବିକ୍ରି ହେଉଛି ।

ଆମେରିକାରେ ପେଟ୍ରୋଲ ଦାମ ୧.୨ ଆନ୍ତର୍ଜାତିକ ଡ଼ଲାର ଥିବା ବେଳେ ଜାପାନରେ ୧.୫ଡ଼ଲାର, ଜର୍ମାନିରେ ୨.୫ଡ଼ଲାର ଓ ସ୍ପେନରେ ୨.୭ ଡ଼ଲାର ରହିଛି । ଏହି ହିସାବ ଅନୁସାରେ ଭାରତରେ ବିକ୍ରି ହେଉଥିବା ପ୍ରତି ଲିଟର ଏଲପିଜି ଦାମ ହେଉଛି ୩.୫ ଆନ୍ତର୍ଜାତିକ ଡ଼ଲାର ଯାହା ସାରା ବିଶ୍ୱରେ ସର୍ବାଧିକ । ଭାରତ ପଛକୁ ଦାମ ଅନୁସାରେ ରହିଛନ୍ତି ତୁର୍କୀ, ଫିଜି, ମାଲଡେ଼ାଭ ଓ ୟୁକ୍ରେନ । ଏହା ତୁଳନାରେ ସ୍ୱିଜରଲ୍ୟାଣ୍ଡ, ଫ୍ରାନ୍ସ, କାନାଡ଼ା ଓ ବ୍ରିଟେନରେ ଦାମ ୧ ଆନ୍ତର୍ଜାତିକ ଡ଼ଲାର ରହିଛି । ଭାରତରେ ଏବେ ଯେଉଁ ଦାମରେ ଡ଼ିଜେଲ ବିକ୍ରି ହେଉଛି ତାହାର ଦାମ ହେବ ୪.୬ ଆନ୍ତର୍ଜାତିକ ଡ଼ଲାର । ତାହା ହେଉଛି ସାରା ବିଶ୍ୱରେ ଡ଼ିଜେଲର ଅଷ୍ଟମ ସର୍ବାଧିକ ଦାମ । 

Powered by Froala Editor

Tags LPG

Related articles Odisha News Lens 4.1

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....
    ବିଶେଷ

    ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13896
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14663
    Jul 28, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13859
    Jul 28, 2026
  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା
    ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14114
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....
    ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15557
    Jul 27, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14251
    Jul 28, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14653
    Jul 28, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15150
    Jul 29, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14413
    Jul 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13820
    Jul 29, 2026
  • ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14653
    Jul 28, 2026
  • ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14413
    Jul 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17004
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17609
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17661
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18061
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13896
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15557
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15773
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15425
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16085
    Jul 21, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13980
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15757
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15929
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15300
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ଅଧିକାର'

    13859
    Jul 28, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14413
    Jul 29, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13820
    Jul 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In