କରୋନା ନେଲା ଆଉ ୧୫ ଜୀବନ

ଭୁବନେଶ୍ୱର : କରୋନାରେ ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ଯାଇଛି । ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୨୦୮୮ରେ ପହଁଚିଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ, କଟକରେ ୧, କଳାହାଣ୍ଡିରେ ୨, ଖୋର୍ଦ୍ଧାରେ ୫, ପୁରୀରେ ୧, ରାୟଗଡ଼ାରେ ୩, ସୁବର୍ଣ୍ଣପୁରରେ ୧ ଓ ସୁନ୍ଦରଗଡ଼ରେ ୨ ଜଣଙ୍କର ମୃତୁ୍ୟ ଘଟିଛି ।
ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୭୯ ହଜାର ୭୫୨ରେ ପହଁଚିଥିବାବେଳେ ୭୩୫୪୮ ଜଣ ଚିକିତ୍ସିତ ହେଉଛନ୍ତି । ଅପରପକ୍ଷରେ ୪ ଲକ୍ଷ ୪ ହଜାର ୬୩ ଜଣ ସୁସ୍ଥ ହୋଇସାରିଛନ୍ତି
Powered by Froala Editor