Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ଶପଥ ନେଲେ ସୁଲୋଚନା

ଶପଥ ନେଲେ ସୁଲୋଚନା

2022-04-09 06:35:12
14215
Share:
Facebook
Twitter
E-Mail
WhatsApp
Telegram
ଶପଥ ନେଲେ ସୁଲୋଚନା

ଭୁବନେଶ୍ୱର: ବିଏମସି ମେୟରଭାବେ ନବନିର୍ବାଚିତ ସୁଲୋଚନା ଦାସ ଶନିବାର ଶପଥ ଗ୍ରହଣ କରିଛନ୍ତି ।  ଏନେଇ ବିଏମସି କନଫରେନ୍ସ ହଲରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ।  ପୌର ପ୍ରଶାସକ ନିଦେ୍ର୍ଧଶକ  ସଂଗ୍ରାମ ଜିତ ନାୟକ  ନବନିର୍ବାଚିତ ସୁଲୋଚନା ଦାସଙ୍କୁ ଶପଥ ପାଠ କରାଇଥିଲେ । ତାଙ୍କ ସହ କର୍ପୋରେଟରମାନେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । 

ଅନ୍ୟପକ୍ଷରେ ଆଜି ବିଏମସି ଡେପୁଟି ମେୟର ନିର୍ବାଚନ ଅନୁଷ୍ଠିତ ହେବ । ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଦାଖଲ କରାଯିବ । ୧୧ଟାରୁ ୧୨ଟା ସୁଦ୍ଧା ନାମାଙ୍କନ ଯାଞ୍ଚ ଓ ଅପରାହ୍ନ ଗୋଟାଏ ପୂର୍ବରୁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିହେବ । ସେହିପରି ୧.୩୦ରୁ ୩.୩୦ ମଧ୍ୟରେ ଡେପୁଟି ମେୟର ନିର୍ବାଚନ ଶେଷ ହେବ । ଭୁବନେଶ୍ୱରରେ ମୋଟ ୬୭ କର୍ପୋରେଟର ଆସନରୁ ୪୮ ଆସନରେ ବାଜିମାତ୍ କରିଥିଲା ବିଜେଡି । ବିଜେପିକୁ ୧୦ଟି ଆସନ ମିଳିଥିବାବେଳେ ସ୍ୱାଧୀନଙ୍କୁ ମିଳିଥିଲା ୯ଟି ଆସନ । ତେବେ ସ୍ୱାଧୀନଙ୍କ ମଧ୍ୟରୁ ଏକାଧିକ ସ୍ୱାଧୀନ କର୍ପୋରେଟର ବିଜେଡିରେ ଯୋଗ ଦେଇଛନ୍ତି । ବିଜେଡି ୪୮ ଆସନ ଅକ୍ତିଆର କରିଥିବାରୁ ଡେପୁଟି ମେୟର ବିଜେଡିରୁ ହେବା ଅନୁମାନ କରାଯାଉଛି । 

Powered by Froala Editor

Tags Sulochana das

Related articles Odisha News Lens 4.1

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15835
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15276
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14247
    Aug 14, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13663
    Aug 14, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14398
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13995
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14140
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14213
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15441
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15276
    Aug 15, 2026
  • ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14140
    Aug 13, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14247
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14626
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14543
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14381
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15959
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16373
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14131
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14636
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14213
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13663
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13995
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In