Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ...

  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ...

  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

  • ଇନ୍ଦ୍ରପାଲ ସିଂହ ୱାଲିଆ ଭାରତୀୟ ...

  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ...

  • ଜାତିସଂଘରେ ଭାରତର ଅସନ୍ତୋଷ: ...

  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

ରାଜ୍ୟ
Home ›› ରାଜ୍ୟ ›› ୧ ଲକ୍ଷ ୩୦ ହଜାର ଗୋଟିଏ କଳସୀ ପାଣି ଦାମ

୧ ଲକ୍ଷ ୩୦ ହଜାର ଗୋଟିଏ କଳସୀ ପାଣି ଦାମ

2022-04-09 06:53:50
14542
Share:
Facebook
Twitter
E-Mail
WhatsApp
Telegram
 ୧ ଲକ୍ଷ ୩୦ ହଜାର ଗୋଟିଏ କଳସୀ ପାଣି ଦାମ


ଭୁବନେଶ୍ୱର : ଶୀର୍ଷକ ପଢ଼ି ଆପଣ ନିଶ୍ଚିତ ଭାବେ ଆଶ୍ଚର୍ଯ୍ୟ ହେଉଥିବେ  । କିନ୍ତୁ ଶହ ଶହ ବର୍ଷ ଧରି ଏହି ପରମ୍ପରା ଚାଲିଛି  । ମରିଚୀକୁଣ୍ଡର କଳେସିଏ ପାଣିକୁ ଜଣେ ବ୍ୟକ୍ତି ୧ ଲକ୍ଷ ୩୦ ହଜାର ଟଙ୍କାରେ ନିଲାମ ନେଇଛନ୍ତି  । ସେହିପରି ଆଉ ଏକ କଳସୀ ପାଣି ବି ୪୭ ହଜାର ଟଙ୍କାରେ ନିଲାମ ହୋଇଛି ।

କେଦାରଗୌରୀସ୍ଥ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ରହିଛି ମରିଚିକୁଣ୍ଡ  । ଯେଉଁ ସ୍ତ୍ରୀ ଲୋକମାନଙ୍କର କୌଣସି ପିଲାପିଲି ହେଉନଥା’ନ୍ତି ବା ସନ୍ତାନ ଜନ୍ମ ହୋଇ ମରିଯା’ନ୍ତି, ସେମାନେ ରୁକୁଣା ରଥଯାତ୍ରାର ପୂର୍ବଦିନ ଅଧିବାସ ପୂର୍ବକ ମରିଚିକୁଣ୍ଡର ଜଳରେ ସ୍ନାନ କରନ୍ତି  । ଏହା କରିବା ଦ୍ୱାରା ତାଙ୍କର ସନ୍ତାନ ଜନ୍ମଲାଭ ହୋଇ ବଞ୍ôଚ ରହିଥାଏ  । ଓଡ଼ିଆମାନଙ୍କର ଏହା ଉପରେ ବହୁତ ବିଶ୍ୱାସ ଥିବାରୁ ବନ୍ଧ୍ୟାନାରୀମାନେ ପୁରପଲ୍ଲୀରୁ ଏଠାକୁ ଆସି ସ୍ନାନ କରିଥା’ନ୍ତି  ।

ଶୁକ୍ରବାର ରାତି ପ୍ରାୟ ୧୧ଟାରେ ମରୀଚିକୁଣ୍ଡରୁ ପାଣି ଉଠିଥିଲା  । ରଥପ୍ରତିଷ୍ଠା ପାଇଁ ପାଣି ଯିବା ପରେ ନିଲାମୀ ପ୍ରକ୍ରିୟା ଆରମ୍ଭ ହୋଇଥିଲା  । ଭୁବନେଶ୍ୱରର ସୁନନ୍ଦା ପ୍ରଧାନ ଓ ବିରଞ୍ôଚ ପ୍ରଧାନ ପ୍ରଥମ କଳସୀ ପାଣିକୁ ୧ ଲକ୍ଷ ୩୦ ହଜାର ଟଙ୍କାରେ ନିଲାମ ନେଇଥିଲେ  । ସେହିପରି ଦ୍ୱିତୀୟ କଳସୀ ପାଣିକୁ ୪୭ ହଜାର ଟଙ୍କାରେ ନିଲାମ ନେଇଥିଲେ ଭୁବନେଶ୍ୱର ବାହାଦଲପୁର ଅଞ୍ଚଳର ଲିପିନା ସାହୁ ଓ ସୁଶାନ୍ତ ସାହୁ  ।

Powered by Froala Editor

Tags Water

Related articles Odisha News Lens 4.1

  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14405
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15527
    Oct 31, 2026
  • ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ
    ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13701
    Nov 01, 2026
  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13819
    Oct 31, 2026
  • ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା
    ଦେଶ-ଦେଶାନ୍ତର

    ନିଧି ରାଜଦାନଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେଲେ ଓମାର ଅବଦୁଲ୍ଲା

    13901
    Nov 01, 2026
  •  ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...
    ଦେଶ-ଦେଶାନ୍ତର

    ଜାତିସଂଘରେ ଭାରତର ଅସନ୍ତୋଷ: ମାନବାଧିକାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର ...

    13639
    Nov 01, 2026
  • ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ଟ୍ରାଏଲ୍ ଆରମ୍ଭ
    ଦେଶ-ଦେଶାନ୍ତର

    ୨୦୨୭ ଏପ୍ରିଲ୍ ୧ରୁ ପ୍ଲାଷ୍ଟିକ୍ ନୋଟ୍‌ ଟ୍ରାଏଲ୍ ଆରମ୍ଭ

    14942
    Nov 01, 2026
  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ
    ଦେଶ-ଦେଶାନ୍ତର

    ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ

    13862
    Nov 01, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୦ ପ୍ରତିଶତ ଶସ୍ତା ହେଲା ସୁନା

    13888
    Nov 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିରୋଧୀଙ୍କୁ ନିଶାଣ କରି ଏହା କହିଲେ ମୋଦୀ

    13701
    Nov 01, 2026
  • ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15527
    Oct 31, 2026
  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13819
    Oct 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17242
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17940
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17883
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18306
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14405
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15590
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14889
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16081
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    15008
    Oct 25, 2026

ବାଣିଜ୍ୟ

୨୦ ପ୍ରତିଶତ ଶସ୍ତା ହେଲା ସୁନା

ଧନତେରସରେ ସୁନା ବଜାରରେ ଆସିଥିବା ବଡ଼ କରେକ୍ସନ୍ ଗ୍ରାହକ ଓ ନିବେଶକଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି। ୨୪ କ୍ୟାରେଟ୍ ସୁନାର ଦାମ ପ୍ରତି ୧୦ ଗ୍ରାମ ୧,୪୦,୦୫୪ ଟଙ୍କା ରହିଛି। ୨୯ ଜାନୁଆରୀରେ ଏହି ଦାମ ୧,୭୫,୩୪୦ ଟଙ୍କା ଥିଲା। ଅର୍ଥାତ୍ ରେକର୍ଡ ସ୍ତରରୁ ସୁନା ପ୍ରାୟ ୨୦ ପ୍ରତିଶତ ଶସ୍ତା ହୋଇଛି।

ଜାନୁଆରୀର ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15527
    Oct 31, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13819
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13566
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15174
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15527
    Oct 31, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14405
    Nov 01, 2026
  • ଆଖିରେ ଗଜା ହେଲା ମଞ୍ଜି, ଡାକ୍ତର ଦେଖି ଆଶ୍ଚର୍ଯ୍ୟ

    13862
    Nov 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In