Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››ବାହା ହେବାକୁ ମନା କରିବାରୁ ବିଷ ଖାଇଦେଲେ ୬ ଯୁବତୀ

ବାହା ହେବାକୁ ମନା କରିବାରୁ ବିଷ ଖାଇଦେଲେ ୬ ଯୁବତୀ

2022-04-09 09:42:16
15897
Share:
Facebook
Twitter
E-Mail
WhatsApp
Telegram
ବାହା ହେବାକୁ ମନା କରିବାରୁ ବିଷ ଖାଇଦେଲେ ୬ ଯୁବତୀ

ପାଟନା:  ବାହା ହେବାକୁ ମନା କରିବାକୁ ବିଷ ଖାଇଦେଲେ ପ୍ରେମିକା। ଜଣେ କି ଦୁଇ ଜଣ ନୁହେଁ ଏକାଥରକେ ୬ ଜଣ ଯୁବତୀ ବିଷ ପିଇ କରିଛନ୍ତି ଆତ୍ମହତ୍ୟା ଉଦ୍ୟମ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ହସ୍ପିଟାଲରେ ଜୀବନ ମୃତ୍ୟୁ ସହ ସେମାନେ ସଂଘର୍ଷ କରୁଛନ୍ତି। ଏଭଳି ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି ବିହାରର ଔରଙ୍ଗାବାଦରୁ।
ଔରଙ୍ଗାବାଦର ଏସପି କାନ୍ତେଶ କୁମାର ମିଶ୍ରାଙ୍କ କହିବା ମୁତାବକ, ଏହି ୬ ଜଣଙ୍କ ମଧ୍ୟରୁ ଜଣେ ଝିଅର ପ୍ରେମ ସଂପର୍କ ତାଙ୍କ ଭାଇର ଶଳା ସହିତ ଥିଲା। ଏନେଇ ଝିଅଟି ତା’ର ସାଙ୍ଗସାଥୀମାନଙ୍କ ସାମ୍ନାରେ ଭାଇର ଶଳାକୁ ବିବାହ କରିବାକୁ ପ୍ରସ୍ତାବ ଦେଇଥିଲା। ହେଲେ ଯୁବକ ଜଣଙ୍କ ଏହି ବିବାହ ପ୍ରସ୍ତାବକୁ ଖାରଜ କରିଦେଇଥିଲେ।
ଏହା ପରେ ଝିଅ ଓ ତାର ସମସ୍ତ ସାଙ୍ଗ ଗାଁକୁ ଫେରି ଆସିଥିଲେ। ହେଲେ କିଛି ସମୟ ପରେ ବିବାହ ପ୍ରସ୍ତାବ ଦେଇଥିବା ଝିଅଟି ବିଷ ଖାଇ ଦେଇଥିବା ଦେଖିବାକୁ ମିଳିଥିଲା। ଏହାପରେ ଝିଅଟିର ଅନ୍ୟ ୫ ସାଙ୍ଗସାଥୀମାନେ ମଧ୍ୟ  ଜଣଙ୍କ ପରେ ଜଣେ ବିଷ ଖାଇ ଦେଇଥିଲେ।
ଏସବୁ ଜାଣିବା ପରେ ଗାଁ ଲୋକେ ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲକୁ ନେଇ ଯାଇଥିଲେ। ସେଠାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୩ ଜଣ ଏବେ ମଗଧ ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି ।

Powered by Froala Editor

Tags Poision

Related articles Odisha News Lens 4.1

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍
    ବିଶେଷ

    ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15242
    Feb 23, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13645
    Feb 22, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14797
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14503
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14938
    Feb 23, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13583
    Feb 22, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13870
    Feb 22, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15015
    Feb 23, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14586
    Feb 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13870
    Feb 22, 2026
  • ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14503
    Feb 23, 2026
  • ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14938
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15242
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16009
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14475
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15243
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15959
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15113
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14963
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15015
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14938
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14797
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In