Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ...

  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ...

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ...

  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ...

Home ›› ››ହାଫିଜ ସୟିଦର ପୁଅ ହାଫିଜ୍‌ ତଲ୍‌ହା ଆତଙ୍କବାଦୀ ଘୋଷିତ

ହାଫିଜ ସୟିଦର ପୁଅ ହାଫିଜ୍‌ ତଲ୍‌ହା ଆତଙ୍କବାଦୀ ଘୋଷିତ

2022-04-09 14:16:09
15671
Share:
Facebook
Twitter
E-Mail
WhatsApp
Telegram
ହାଫିଜ ସୟିଦର ପୁଅ ହାଫିଜ୍‌ ତଲ୍‌ହା ଆତଙ୍କବାଦୀ ଘୋଷିତ

ଭାରତ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଲସ୍କର-ଏ-ତୋଇବାର ପ୍ରମୁଖ ହାଫିଜ ସୟିଦର ପୁଅକୁ ଆତଙ୍କବାଦୀ ଘୋଷଣା କରିଛି। ହାଫିଜ୍ ସୟିଦର ପୁଅ ହାଫିଜ ତଲ୍‌ହା ସୟିଦକୁ ଭାରତୀୟ ଗୃହ ମନ୍ତ୍ରାଳୟ ପକ୍ଷରୁ ଆତଙ୍କବାଦୀ ଘୋଷଣା କରାଯାଇଛି। UAPA ଆଇନ୍ ଅନୁସାରେ ତାକୁ ଆତଙ୍କବାଦୀ ଘୋଷଣା କରିଛି ଗୃହ ମନ୍ତ୍ରାଳୟ। ଏନେଇ ଶନିବାର ଗୃହମନ୍ତ୍ରାଳୟ ପକ୍ଷରୁ ଏକ ବିସ୍ତୃତ ନୋଟିଫିକେସନ୍‌ ମଧ୍ୟ ଜାରି ହୋଇଛି।

ହାଫିଜ୍‌ ତଲ୍‌ହାଙ୍କ ପିତା ତଥା ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର୍‌ମାଇଣ୍ଡ୍‌ ହାଫିଜ୍‌ ସୟିଦ୍‌ଙ୍କୁ ୩୩ ବର୍ଷ କାରାଦଣ୍ଡାଦେଶ ହେବାର ଦିନକ ପରେ ଭାରତର ଗୃହମନ୍ତ୍ରାଳୟ ତାଙ୍କୁ ଚିହ୍ନିତ ଆତଙ୍କବାଦୀ ତାଲିକାଭୁକ୍ତ କରିଛି। ପାକିସ୍ତାନର ‘କାଉଣ୍ଟର୍‌-ଟେରରିଜମ୍‌ ଡିପାର୍ଟମେଣ୍ଟ୍‌’ ଫାଇଲ୍‌ କରିଥିବା ଦୁଇଟି ଆତଙ୍କବାଦୀ ପାଣ୍ଠି ଯୋଗାଣ ମାମଲାରେ ହାଫିଜ୍‌ ସୟିଦ୍‌ ଦୋଷୀ ସାବ୍ୟସ୍ତ ହୋଇଥିଲେ। କିନ୍ତୁ, ୨୬/୧୧ ଆତଙ୍କବାଦୀ ଆକ୍ରମଣଜନିତ ଶାସ୍ତିକୁ ସ‌େ ଏଡ଼ାଇ ଦେଇଛନ୍ତି।

ଗୃହ ମନ୍ତ୍ରାଳୟ ବିଜ୍ଞପ୍ତିରେ ଉଲ୍ଲେଖ ଅଛି ଯେ, ହାଫିଜ୍‌ ତଲ୍‌ହା ସମଗ୍ର ପାକିସ୍ତାନରେ ଥିବା ‘ଏଲ୍‌ଇଟି’ ଶିବିର ପରିଦର୍ଶନ କରି ପ୍ରବଚନ ଜରିଆରେ ଭାରତ, ଇଜ୍ରାଏଲ୍‌, ଆମେରିକା ଏବଂ ପାଶ୍ଚାତ୍ୟ ଭାରତୀୟ ସ୍ବାର୍ଥ ରକ୍ଷାକାରୀ ସମ୍ପ୍ରଦାୟ ବିପକ୍ଷରେ ଜିହାଦ ପ୍ରଚାର କରୁଛନ୍ତି। ହାଫିଜ୍‌ ତଲ୍‌ହା କିଭଳି ଆତଙ୍କବାଦୀ ଚୟନ, ପାଣ୍ଠି ‌ଆଦାୟ, ଭାରତ ଏବଂ ଆଫଗାନିସ୍ତାନରେ ଭାରତୀୟ ସ୍ବାର୍ଥ ରକ୍ଷାକାରୀଙ୍କ ଉପରେ ‘ଲସ୍କର-ଏ-ତୋଇବା’ ଆକ୍ରମଣ ପାଇଁ ଯୋଜନା ଆଦିରେ ସେ କିଭଳି ସକ୍ରିୟ ଅଛନ୍ତି ତାହା ଗୃହ ମନ୍ତ୍ରାଳୟ ଜାରି କରିଥିବା ବିଜ୍ଞପ୍ତିରେ ଉଲ୍ଲେଖ ଅଛି।

Powered by Froala Editor

Tags hafiz

Related articles Odisha News Lens 4.1

  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ
    ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14773
    Feb 22, 2026
  • ୧୦ରୁ ୧୫%କୁ ବଢ଼ିଲା ଟାରିଫ୍
    ଦେଶ-ଦେଶାନ୍ତର

    ୧୦ରୁ ୧୫%କୁ ବଢ଼ିଲା ଟାରିଫ୍

    13585
    Feb 22, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    14940
    Feb 23, 2026
  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର
    ମନୋରଞ୍ଜନ

    ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13872
    Feb 22, 2026
  • ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ
    ଦେଶ-ଦେଶାନ୍ତର

    ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ

    13647
    Feb 22, 2026
  • ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା
    ଦେଶ-ଦେଶାନ୍ତର

    ମନ କି ବାତ କାର୍ଯ୍ୟକ୍ରମରେ ଓଡିଶା ଚାଷୀଙ୍କୁ ମୋଦୀଙ୍କ ପ୍ରସଂଶା

    14588
    Feb 22, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15017
    Feb 23, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14505
    Feb 23, 2026
  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14799
    Feb 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    14799
    Feb 23, 2026
  • ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15017
    Feb 23, 2026
  • ଅପରାଧ

    ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14773
    Feb 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17350
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17419
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17761
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16237
    Apr 03, 2021

ବିଶେଷ

  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15244
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16011
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14475
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15243
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15959
    Feb 17, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15113
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14963
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14476
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16087
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ଯନ୍ତ୍ରଣାରେ ଦୀପିକା କକ୍କର

    13872
    Feb 22, 2026
  • ନୃଂଶସ ପ୍ରେମିକ : ସାନିଟାଇଜର ଢାଳି ଜାଳିଦେଲା ଗୁପ୍ତାଙ୍ଗ

    14773
    Feb 22, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15017
    Feb 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In