Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ...

  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ...

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ...

  • ପୁଣି ତାଲିମ ପ୍ରାପ୍ତ ବିମାନ ...

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ ...

  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ...

  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

Home ›› ››ଜମିବାଡ଼ି ବିବାଦକୁ କେନ୍ଦ୍ରକରି ହତ୍ୟାକାଣ୍ଡ

ଜମିବାଡ଼ି ବିବାଦକୁ କେନ୍ଦ୍ରକରି ହତ୍ୟାକାଣ୍ଡ

2022-04-10 06:32:09
13975
Share:
Facebook
Twitter
E-Mail
WhatsApp
Telegram
ଜମିବାଡ଼ି ବିବାଦକୁ କେନ୍ଦ୍ରକରି ହତ୍ୟାକାଣ୍ଡ

ଚଣ୍ଡିଖୋଲ : ଜମିବାଡ଼ି ବିବାଦକୁ କେନ୍ଦ୍ରକରି ବିଭତ୍ସ ହତ୍ୟା। ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ପାଟପୁର ପଞ୍ଚାୟତ ପାଣିମୁହାଣୀ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ସ୍ଵାମୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, ପାଣିମୁହାଣୀ ଗ୍ରାମର ଅଜୟ ନାୟକ ଓ ସ୍ତ୍ରୀ ବନି ନାୟକ ଘରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ବନି ନାୟକଙ୍କ ମୃତ୍ୟୁ ହୋଇଥିବା ବେଳେ ଅଜୟ ନାୟକ ଗୁରୁତର ହୋଇଛନ୍ତି। ଅଜୟଙ୍କୁ ଉଦ୍ଧାର କରାଯାଇ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଛି। 
ପୂର୍ବରୁ ଅଜୟ ନାୟକ ଓ ତାଙ୍କ ପଡୋଶୀଙ୍କ ମଧ୍ୟରେ ଜମିରେ କଦଳୀ ଗଛ ପକାଇବାକୁ ନେଇ ବିବାଦ ହୋଇଥିଲା। ଉଭୟ ପକ୍ଷରୁ ଧର୍ମଶାଳା ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ତେବେ ଜମିବାଡ଼ି ବିବାଦକୁ ନେଇ ଅଜୟ ଓ ତାଙ୍କ ସ୍ତ୍ରୀଙ୍କ ଉପରକୁ ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି।

Powered by Froala Editor

Tags Murder

Related articles Odisha News Lens 4.1

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ
    ଦେଶ-ଦେଶାନ୍ତର

    ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15399
    Feb 08, 2026
  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ
    ଦେଶ-ଦେଶାନ୍ତର

    ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

    13711
    Feb 08, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13676
    Feb 07, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...
    ବାଣିଜ୍ୟ

    ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...

    14489
    Feb 08, 2026
  • ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13470
    Feb 08, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ
    ଦେଶ-ଦେଶାନ୍ତର

    ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13660
    Feb 08, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15167
    Feb 07, 2026
  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ
    ଦେଶ-ଦେଶାନ୍ତର

    ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15603
    Feb 08, 2026
  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’
    ରାଜନୀତି

    କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13791
    Feb 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15167
    Feb 07, 2026
  • ଦେଶ-ଦେଶାନ୍ତର

    ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15603
    Feb 08, 2026
  • ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13470
    Feb 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15764
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15683
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16119
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14241
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14458
    Jan 31, 2026

ବାଣିଜ୍ୟ

ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

ଭୁବନେଶ୍ୱର: ରୟାଲ ଆର୍କେଡ ଆସୋସିଏସନ୍‌ ଅଫ ଆଲଟିଜ୍‌ ପକ୍ଷରୁ ୨୦୨୫-୨୬ ବର୍ଷ ନିମନ୍ତେ ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିବିଏମ୍‌) ୮ ଫେବୃଆରୀ, ୨୦୨୬ରେ ରୟାଲ ଆର୍କେଡ, ରଘୁନାଥପୁର, ଭୁବନେଶ ...

  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13791
    Feb 08, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14489
    Feb 08, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13660
    Feb 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In