Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ...

  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ...

  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହିନ୍ଦୀ ଭାଷା ଉପରେ ଅମିତ ଶାହାଙ୍କ ବୟାନକୁ ନେଇ ରାଗିଗଲେ ପ୍ରକାଶ ରାଜ

ହିନ୍ଦୀ ଭାଷା ଉପରେ ଅମିତ ଶାହାଙ୍କ ବୟାନକୁ ନେଇ ରାଗିଗଲେ ପ୍ରକାଶ ରାଜ

2022-04-10 14:37:11
14503
Share:
Facebook
Twitter
E-Mail
WhatsApp
Telegram
ହିନ୍ଦୀ ଭାଷା ଉପରେ ଅମିତ ଶାହାଙ୍କ ବୟାନକୁ ନେଇ ରାଗିଗଲେ ପ୍ରକାଶ ରାଜ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବୟାନକୁ ନେଇ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି ଅଭିନେତା ପ୍ରକାଶ ରାଜ୍ । ହିନ୍ଦୀ ଭାଷାକୁ ନେଇ ସେ ରଖିଥିବା ମତକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ।

ନିକଟରେ ଗୃହମନ୍ତ୍ରୀ ଅମିତ ଶାହ ହିନ୍ଦୀ ଭାଷାକୁ ନେଇ ଏକ ବୟାନ ଦେଇଥିଲେ। ‘ହିନ୍ଦୀକୁ ଇଂରାଜୀର ବିକଳ୍ପ ଭାବେ ବ୍ୟବହାର କରାଯିବା ଉଚିତ ଏବଂ ଅଣ-ହିନ୍ଦୀ ଭାଷାଭାଷୀ ଲୋକମାନେ ଇଂରାଜୀ ବଦଳରେ ହିନ୍ଦୀ କହିବା ଉଚିତ ବୋଲି ଗୃହମନ୍ତ୍ରୀ କହିଥିଲେ।’ ଅମିତ ଶାହଙ୍କ ଏହି ବୟାନକୁ ନେଇ ଏବେ ବିବାଦ ଉପୁଜିଛି। ଅନେକ ଲୋକେ ଏହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି। ସଙ୍ଗୀତ ନିର୍ଦ୍ଦେଶକ ଏଆର୍ ରେହମାନ୍ ପରେ ଏବେ ପ୍ରକାଶ ରାଜ ମଧ୍ୟ ଏହି ବୟାନକୁ ନେଇ ତୀବ୍ର ବିରୋଧ କରିଛନ୍ତି।

ଅମିତ ଶାହଙ୍କ ବୟାନର ଏକ କ୍ଲିପ୍ ସେୟାର କରି ପ୍ରକାଶ ରାଜ ଟ୍ୱିଟ୍‌ କରିଛନ୍ତି। ସେ ଏଥିରେ ଲେଖିଛନ୍ତି, ‘ଘର ଭାଙ୍ଗିବାକୁ ଚେଷ୍ଟା କରନ୍ତୁ ନାହିଁ ଗୃହମନ୍ତ୍ରୀ। ଆମେ ଆପଣଙ୍କୁ ଚେତାବନୀ ଦେଉଛୁ ଯେ ହିନ୍ଦୀକୁ ଆମ ଉପରେ ଲଦିବା ବନ୍ଦ କରନ୍ତୁ। ଆମେ ଆମର ବିବିଧତାକୁ ଭଲପାଉ। ଆମେ ଆମର ମାତୃଭାଷାକୁ ଭଲପାଉ। ଆମେ ଆମର ପରିଚୟକୁ ଭଲପାଉ।’

ପ୍ରକାଶ ରାଜଙ୍କ ମାତୃଭାଷା କନ୍ନଡ ହୋଇଥିଲେ ମଧ୍ୟ ସେ ଦକ୍ଷିଣରେ ତେଲୁଗୁ ଫିଲ୍ମ ବ୍ୟତୀତ ହିନ୍ଦୀ, ତାମିଲ ଭାଷାରେ ମଧ୍ୟ କାମ କରିଛନ୍ତି। ପ୍ରକାଶ ରାଜ ଇଂରାଜୀ ସମେତ ଅନେକ ଭାରତୀୟ ଭାଷାକୁ ଭଲ ଭାବେ କହିପାରନ୍ତି। ପ୍ରକାଶ ରାଜଙ୍କ ବ୍ୟତୀତ ଅମିତ ଶାହଙ୍କ ବୟାନକୁ ନେଇ ଅଣ-ହିନ୍ଦୀ ଭାଷାଭାଷୀ ରାଜ୍ୟର ଅନେକ ଲୋକ ମଧ୍ୟ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।

Powered by Froala Editor

Tags prakash

Related articles Odisha News Lens 4.1

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13785
    Oct 21, 2026
  • ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ
    ଦେଶ-ଦେଶାନ୍ତର

    ଟିଭି ଚ୍ୟାନେଲ୍‌ଗୁଡ଼ିକ ପାଇଁ ନୂଆ ପରାମର୍ଶ

    15321
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14025
    Oct 21, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14000
    Oct 22, 2026
  • ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ
    ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    13982
    Oct 22, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13449
    Oct 21, 2026
  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍
    ଦେଶ-ଦେଶାନ୍ତର

    SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    13914
    Oct 22, 2026
  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15015
    Oct 22, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14675
    Oct 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13449
    Oct 21, 2026
  • ଦେଶ-ଦେଶାନ୍ତର

    ସୌରଭ ଦାସ ଓ ଆଶୁତୋଷ ରାଙ୍କାଙ୍କୁ କ୍ରାଇମ ବ୍ରାଞ୍ଚର ସମନ

    13982
    Oct 22, 2026
  • ଦେଶ-ଦେଶାନ୍ତର

    SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    13914
    Oct 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17202
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17898
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17843
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18268
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14988
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15442
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14785
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14880
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15884
    Sep 29, 2026

ବାଣିଜ୍ୟ

ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ବ୍ୟାରେଲ୍‌ ପିଛା ଦର ୧୪୦ ଡଲାରରୁ ଅଧିକ ହୋଇଯିବ। ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା, ଭୂରାଜନୈତିକ ସଙ୍କଟ ପାଇଁ ତେଲ ମହଙ୍ଗା ହେବ ବୋଳି ଗୋଲ୍ଡମ୍ୟାନ୍‌ ସଚ୍‌ସ ଏହାର ଏକ ରିପୋର୍ଟରେ ଜଣାଇଛି। ତେବେ ମଧ୍ୟପ୍ରାଚ୍ୟରୁ ଯୋଗାଣରେ ସୁଧାର ହେଉଥିବାରୁ ଦ ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14025
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14604
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14633
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13998
    Oct 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • SBI ରେ ସାଇବର ଆଟାକ୍ , ୩ ହଜାର ୮୯୭ ଗ୍ରାହକଙ୍କ ଡାଟା ଲିକ୍

    13914
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14025
    Oct 21, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13449
    Oct 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In