Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ ...

  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ...

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

ବିଶେଷ
Home ›› ବିଶେଷ ›› କ୍ଷୀର ସହ ମିଶାଇ ପିଅନ୍ତୁ ଏହି ଜିନିଷ

କ୍ଷୀର ସହ ମିଶାଇ ପିଅନ୍ତୁ ଏହି ଜିନିଷ

2022-04-11 04:14:32
16212
Share:
Facebook
Twitter
E-Mail
WhatsApp
Telegram
 କ୍ଷୀର ସହ ମିଶାଇ ପିଅନ୍ତୁ ଏହି ଜିନିଷ

ରାତି ସମୟରେ କିଛି ଖାଦ୍ୟ ଓ ଅଭ୍ୟାସ ସ୍ୱାସ୍ଥ୍ୟ ଉପରେ ଅନେକ ପ୍ରଭାବ ପକାଇଥାଏ। ତେଣୁ ରାତିରେ ସଠିକ ସମୟରେ ରାତ୍ରି ଭୋଜନ କରିବା ଉଚିତ। ଉତ୍ତମ ନିଦ୍ରାରେ ଶୋଇବା ଉଚିତ। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ରାତି ସମୟରେ ଖାଦ୍ୟ-ପେୟର ବିଶେଷ ଧ୍ୟାନ ଦେବା ଉଚିତ। ରାତିରେ କମ ମାତ୍ରାରେ ଓ ପୁଷ୍ଟିକର ଖାଦ୍ୟ ସେବନ କରିବା ଆବଶ୍ୟକ। ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଅନେକ ଗବେଷଣା ମଧ୍ୟ କରାଯାଉଛି। ଗବେଷଣା ଅନୁଯାୟୀ,ରାତିରେ ଶୋଇବା ପୂର୍ବରୁ ଏକ ଗ୍ଲାସ କ୍ଷୀରରେ ଅଳ୍ପ ପରିମାଣରେ ହଳଦୀ ମିଶାଇ ଏହାକୁ ପିଅନ୍ତୁ। ନିୟମିତ ହଳଦୀ କ୍ଷୀର ପିଇବା ଦ୍ୱାରା ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ଅନେକ ମାରାତ୍ମକ ରୋଗ ଶରୀରରୁ ଦୂର ରଖିଥାଏ।
ହଳଦୀ କ୍ଷୀରକୁ ‘ସୁନେଲି କ୍ଷୀର’ ରୂପରେ ଜଣାଯାଏ। କ୍ଷୀରରେ ହଳଦୀ ସହ ଡାଲଚିିନି ଓ ଅଦା ମିଶାଇ ପିଇବା ଦ୍ୱାରା ଏହାର ସ୍ୱାଦ ଦ୍ୱିଗୁଣିତ ହେବା ସହ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ ଲାଭଦାୟକ ହୋଇଥାଏ।
ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇବାରୁ ରୋଗ ଶରୀରରୁ ଦୂରେଇ ରହିଥାଏ।
ନିୟମିତ ରୂପରେ ଏହାର ସେବନ କରିବା ଦ୍ୱାରା ବିଶେଷ ଲାଭଦାୟକ।
ହଳଦୀ କ୍ଷୀର ପିଇବା ଅଭ୍ୟାସ ଦ୍ୱାରା ଆଣ୍ଠୁଗଣ୍ଠି ସମସ୍ୟା ଦୂର ହେବା ସହ ବିଭିନ୍ନ ଯନ୍ତ୍ରଣା ଦୂର ହୋଇଥାଏ।ହଳଦୀରେ ଆଣ୍ଟି-ଇନଫ୍ଲାମେଟରୀ ଗୁଣ ରହିଛି।
ମଧୁମେହ ରୋଗୀଙ୍କ ପାଇଁ ହଳଦୀ କ୍ଷୀର ପିଇବା ବେଶ ଲାଭଦାୟକ। ଏହାସହ ରକ୍ତରେ ଶର୍କରାର ମାତ୍ରା ୨୯ ପ୍ରତିଶତ କମ ହୋଇଥାଏ। ଏଥିରେ ଥିବା ପୋଷକ ତତ୍ତ୍ୱ ଶର୍କରାର ସ୍ତରକୁ ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ। ହଳଦୀ କ୍ଷୀରରେ ଡାଲଚିନି ମିଶାଇ ପିଇବା ଦ୍ୱାରା ସ୍ୱାସ୍ଥ୍ୟ ପାଇଁ ଲାଭକାରୀ ହୋଇଥାଏ।
ପ୍ରତିଦିନ ୧-୬ ଗ୍ରାମ ଡାଲଚିନି,ସାମାନ୍ୟ ହଳଦୀ,କ୍ଷୀର ମିଶାଇ ପିଅନ୍ତୁ।
ଥଣ୍ଡା ଜନିତ ସମସ୍ୟାରୁ ରକ୍ଷା ପାଇବା ଏହା ଏକ ଉତ୍ତମ ସ୍ରୋତ।
କ୍ଷୀରରେ କ୍ୟାଲସିୟମ, ଆଇରନ, ପ୍ରୋଟିନ ଓ ଭିଟାମିନ ରହିଛି। ଏହି କାରଣରୁ କ୍ଷୀର ଏକ ସମ୍ପୂର୍ଣ୍ଣ ଆହର ବୋଲି ମଧ୍ୟ କୁହାଯାଏ।
– ହଳଦୀରେ ଆଣ୍ଟି-ଅକ୍ସିଡ଼ାଣ୍ଟ ଗୁଣ ରହିଥାଏ। ହଳଦୀ କ୍ଷୀର ପିଇବା ଦ୍ୱାରା ଶରୀରୁ ବହୁ ବିଷାକ୍ତ ପଦାର୍ଥ ବାହାରି ଯାଇଥାଏ। ପାଚନ ତନ୍ତ୍ର ସଠିକ ଭାବେ କାର୍ୟ୍ୟ କରିଥାଏ।
– ଯଦି ଆପଣଙ୍କର ପେଟ ସହ ଜଡ଼ିତ ସମସ୍ୟା ଲାଗି ରହିଥାଏ, ତେବେ ହଳଦୀ କ୍ଷୀର ପିଇବା ଦ୍ୱାରା ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।
– ତ୍ୱଚା ପାଇଁ ମଧ୍ୟ ଏହା ବେଶ ହିତକାରକ। ଏହା ତ୍ୱଚାକୁ ଉଜ୍ଜ୍ୱଳ କରିଥାଏ। ହଳଦୀରେ ଆଣ୍ଟି-ଅକ୍ସିଡ଼ାଣ୍ଟ ଓ ଆଣ୍ଟି-ବ୍ୟାକ୍ଟେରିୟଲ ଗୁଣ ରହିଛି। ଯାହା ମୁହଁ ସହ ଜଡ଼ିତ ବହୁ ସମସ୍ୟା ଯେପରି କୁଣ୍ଡାଇ ହେବା, ବ୍ରଣ ଆଦି ଦୂର କରିଥାଏ।
– ଯଦି ଆପଣଙ୍କୁ ସଠିକ ପରିମାଣରେ ନିଦ ହେଉନାହିଁ ଓ ଚିନ୍ତାଗ୍ରସ୍ତ ରହୁଛନ୍ତି, ତେବେ ହଳଦୀ ମିଶ୍ରିତ କ୍ଷୀର ନିଶ୍ଚୟ ପିଅନ୍ତୁ।
– ଏହା ଓଜନ ହ୍ରାସ କରିଥାଏ। ମୁଣ୍ଡ ବିନ୍ଧା ମଧ୍ୟ ଦୂର କରିଥାଏ।

Powered by Froala Editor

Tags Milk

Related articles Odisha News Lens 4.1

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14794
    Oct 03, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14309
    Oct 01, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14438
    Oct 03, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14468
    Oct 01, 2025
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା
    ଦେଶ-ଦେଶାନ୍ତର

    ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14198
    Oct 03, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14545
    Oct 03, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14055
    Sep 30, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    16022
    Sep 30, 2025
  • ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଶୁଳ୍କ ଯୋଗୁଁ ଭାରତକୁ କ୍ଷତିପୂରଣ ଦେବ ରୁଷ

    14484
    Oct 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14545
    Oct 03, 2025
  • ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14309
    Oct 01, 2025
  • ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ଜାଣନ୍ତୁ ?

    14468
    Oct 01, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16759
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16861
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17218
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15673
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14545
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14438
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15579
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14675
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15105
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14249
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14047
    Sep 16, 2025
  • ଶସ୍ତା ହେଲା ସୁନା

    14376
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14948
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14309
    Oct 01, 2025
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14198
    Oct 03, 2025
  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14794
    Oct 03, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In