Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

Home ›› ››ହଟିଲେ ଇମ୍ରାନ୍‌, ଶେହବାଜ୍ ଶରିଫ୍ ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ

ହଟିଲେ ଇମ୍ରାନ୍‌, ଶେହବାଜ୍ ଶରିଫ୍ ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ

2022-04-11 15:23:27
14784
Share:
Facebook
Twitter
E-Mail
WhatsApp
Telegram
ହଟିଲେ ଇମ୍ରାନ୍‌, ଶେହବାଜ୍ ଶରିଫ୍ ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ

କିଛି ମାସ ଧରି ପାକିସ୍ତାନରେ ଚାଲିଥିବା ରା‌ଜନୈତିକ କନ୍ଦଳର ଅନ୍ତ ଘଟିଛି। ମତଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ଦୌଡ଼ରୁ ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ ଓହରିବା ପରେ ନିର୍ଦ୍ବନ୍ଦ୍ବରେ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି ପିଏମଏଲ-ଏନ ନେତା ଶେହବାଜ୍ ଶରିଫ୍। ଅନ୍ୟପକ୍ଷରେ ଇମ୍ରାନ୍‌ ଖାନ୍‌ଙ୍କ ଦଳ ପାକିସ୍ତାନ୍‌ ତେହେରିକ-ଇ-ଇନସାଫ୍‌(ପିଟିଆଇ) ଦଳ ପକ୍ଷରୁ ପ୍ରାର୍ଥୀ ଭାବେ ଶାହ ମମ୍ମୋଦ୍ କୁରେଶିଙ୍କ ନାମ ଚୟନ କରାଯାଇଥିଲା। ହେଲେ ଇମ୍ରାନ୍‌ଙ୍କ ଦଳ ପିଟିଆଇର ଅଧିକାଂଶ ସଦସ୍ୟ ପାକିସ୍ତାନ ସଂସଦରୁ ଇସ୍ତଫା ଦେଇଥିଲେ। ଫଳରେ ଶାହ ମମ୍ମୋଦ୍ କୁରେଶି ପ୍ରତିଦ୍ୱନ୍ଦିତା କରିବାର ବାଟ ବନ୍ଦ ହୋଇଯାଇଥିଲା। ଶେଷରେ ପାକିସ୍ତାନର ୩ ଥରର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ୍‌ ସରିଫଙ୍କ ବଡ଼ ଭାଇ ତଥା ୭୦ ବର୍ଷୀୟ ଶାହବାଜ୍‌ ସରିଫ୍‌ ନୂଆ ଶାସନ ମୁଖ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।

ଗତ ଶନିବାର ଇମ୍ରାନ୍‌ଙ୍କ ବିରୋଧରେ ଅନାସ୍ଥା ପ୍ରାସ୍ତାବ ଭୋଟ୍‌ ଆଗତ ହୋଇଥିଲା। ଫ୍ଲୋର ଟେଷ୍ଟରେ ଇମ୍ରାନଙ୍କ ବିପକ୍ଷରେ ସର୍ବାଧିକ ଭୋଟ୍‌ ପଡ଼ିଥିଲା। ପାକିସ୍ତାନ ସଂସଦରେ ହୋଇଥିବା ଭୋଟ ଗ୍ରହଣରେ ଇମ୍ରାନଙ୍କ ବିରୋଧରେ ୧୭୪ ଜଣ ସଦସ୍ୟ ମତ ଦେଇଥିଲେ।

ପାକିସ୍ତାନ ସଂସଦର ବାଚସ୍ପତି ପଦରୁ ଅସଦ୍‌ କ୍ୱାଶିର୍‌ ଇସ୍ତଫା ଦେବା ପରେ ଆୟଜ୍‌ ସିଦିକ୍‌ ଗୃହର କାମଚଳା ବାଚସ୍ପତି ଭାବେ ଅଧ୍ୟକ୍ଷତା କରିଥିଲେ। ଏଥିପାଇଁ ଏକ କମିଟି ଗଠନ ହୋଇ ସିଦ୍ଦିକ୍‌ଙ୍କ ନାମ ଚୟନ କରାଯାଥିଲା। ଅବିଶ୍ୱାସ ଭୋଟ୍‌ ସପକ୍ଷରେ ୧୭୪ ସଦସ୍ୟ ମତଦାନ କରିଥିଲେ। ଫଳରେ ଇମ୍ରାନ୍‌ଙ୍କ ବିରୋଧରେ ବହୁମତ ଆସିବା ପରେ ତାଙ୍କ ପ୍ରଧାନମନ୍ତ୍ରୀ ପଦ ଚାଲିଯାଇଥିଲା।

Powered by Froala Editor

Tags sehbaz

Related articles Odisha News Lens 4.1

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15144
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14332
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14781
    Mar 27, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14533
    Mar 27, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13666
    Mar 27, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13760
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15219
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14339
    Mar 26, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14026
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14060
    Mar 27, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14533
    Mar 27, 2026
  • ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14339
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14781
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15216
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15003
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13987
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15137
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15023
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15529
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13666
    Mar 27, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13760
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15219
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In