Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପାକିସ୍ତାନ ନୂଆ ପ୍ରଧାନମନ୍ତ୍ରୀଙ୍କୁ ଏହି ଆହ୍ୱାନ ଦେଲେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ପାକିସ୍ତାନ ନୂଆ ପ୍ରଧାନମନ୍ତ୍ରୀଙ୍କୁ ଏହି ଆହ୍ୱାନ ଦେଲେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

2022-04-12 08:07:07
15227
Share:
Facebook
Twitter
E-Mail
WhatsApp
Telegram
ପାକିସ୍ତାନ ନୂଆ ପ୍ରଧାନମନ୍ତ୍ରୀଙ୍କୁ ଏହି ଆହ୍ୱାନ ଦେଲେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ


ନୂଆଦିଲ୍ଲୀ: ଭାରତ-ଆମେରିକା ୨+୨ ଆଲୋଚନା ବେଳେ ଆତଙ୍କବାଦ ପ୍ରସଙ୍ଗରେ ଆଲୋଚନା ହୋଇଛି । ଆତଙ୍କବାଦୀଙ୍କ ଉପରେ କିପରି କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ସେ ନେଇ ବିସ୍ତୃତ ଆଲୋଚନା ହୋଇଛି । ଏଥିସହ ସବୁ ଦେଶଙ୍କ ସହ ଭାରତ ସୌହାଦ୍ଧ୍ୟପୂର୍ଣ୍ଣ ସମ୍ପର୍କ ପ୍ରତିଷ୍ଠା ପାଇଁ ଆଗ୍ରହୀ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ।


ଆଗାମୀ ଦିନରେ ଆସୁଥିବା ଚ୍ୟାଲେଞ୍ଜର ମୁକାବିଲା ପାଇଁ ଆମେରିକା ଓ ଭାରତ ଉଭୟ ଦେଶ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା ।ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇବା ସହ ଆତଙ୍କବାଦ ଉପରେ କଟକଣା ଜାରି କରିବାକୁ ଆହ୍ୱାନ ଦେଇଛନ୍ତି ।
ସେହିପରି ଏହି ଦ୍ୱିପାକ୍ଷିକ ଆଲୋଚନା ବେଳେ ଚୀନ ପ୍ରସଙ୍ଗ ମଧ୍ୟ ଉଠିଛି । ଭାରତର ଉତ୍ତର ସୀମାରେ ଚୀନ ପକ୍ଷରୁ କରାଯାଉଥିବା ଦୁଃସାହସର ସାମ୍ନାରେ ଭାରତ ସାର୍ବଭୌମତ୍ୟ ରକ୍ଷା କରିବାରେ ଆମେରିକା ସହାୟତା କରିବ ବୋଲି କହିଛି । ବେଜିଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଂଚଳର ସୁରକ୍ଷାକୁ ନଷ୍ଟ କରୁଛି । ତୁମେ ତୁମର ସାବୟଭୌମତ୍ୟ ସ୍ୱାର୍ଥ ରକ୍ଷା କଲାବେଳେ ଆମେ ତୁମ ପାଖରେ ଛିଡା ହେବୁ ବୋଲି ଆମେରିକାର ପ୍ରତିରକ୍ଷା ସଚିବ ଲୟେଡ ଅଷ୍ଟିନ ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ କହିଛନ୍ତି ।
ଏହି ଆଲୋଚନା ସମୟରେ ଅକମେରିକାର ବୈଦେଶିକ ସଚିବ ଆଣ୍ଟୋନି ଜେ ବ୍ଲିଙ୍କେନ୍ ରୁଷରୁ ଭାରତ ତୈଳ କିଣିବା ପ୍ରସଙ୍ଗ ମଧ୍ୟ ଉଠାଇଥିଲେ । ଭାରତ ଏତେ ମାତ୍ରାରେ ଋଷରୁ ତୈଳ କିଣିବା ଉଚିତ୍ ନୁହେଁ ବୋଲି କହିଥିଲେ ଆଣ୍ଟୋନି ଜେ ବ୍ଲିଙ୍କେନ୍ । ପ୍ରତି ଦେଶର ଭିନ୍ନ ଭିନ୍ନ ଆବଶ୍ୟକତା ରହିଛି । ନିଜ ଦେଶ ପାଇଁ ଜରୁରୀ ଜିନିଷ ଆମଦାନୀ କରିବାରେ କୌଣସି ଭୁଲ ନାହିଁ । ହେଲେ ରୁଷରୁ ଏତେ ମାତ୍ରାରେ ତୈଳ ନକିଣିବାକୁ ଆମେ ଆମର ସମସ୍ତ ସହଯୋଗୀ ଦେଶକୁ ଅନୁରୋଧ କରୁଛୁ । ଭାରତ ମଧ୍ୟ ଏଥିରେ ସାମିଲ ଅଛି ବୋଲି ସେ କହିଥିଲେ ।

ଏହାର ଜବାବରେ ଭାରତର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର କହିଥିଲେ ଯେ, ଭାରତ ବଦଳରେ ଆପଣଙ୍କର ଧ୍ୟାନ ୟୁରୋପ ଉପରକୁ ଯିବା ଦରକାର । କାରଣ ୟୁରୋପ ଗୋଟିଏ ଦିନରେ ଯେତିକି ତୈଳ କିଣୁଛି, ଆମେ ଗୋଟେ ମାସରେ ମଧ୍ୟ ସେତିକି କିଣୁ ନାହୁଁ ।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସୋମବାର ଦିନ ଭାରତ-ଅମେରିକା ୨+୨ ମନ୍ତ୍ରିସ୍ତରୀୟ ଆଲୋଚନାରେ ଭାଗ ନେବା ପାଇଁ ଆମେରିକା ପହଞ୍ଚିଥିଲେ ।

Powered by Froala Editor

Tags Rajnath singh

Related articles Odisha News Lens 4.1

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14792
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14429
    Aug 15, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13375
    Aug 16, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14074
    Aug 15, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14527
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14189
    Aug 16, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15488
    Aug 15, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14815
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14768
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13375
    Aug 16, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14792
    Aug 16, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14189
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17649
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17699
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18098
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13375
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14792
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14568
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14406
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15985
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14240
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14370
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14527
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13375
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14768
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In