Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, December 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ...

  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ...

  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ ...

  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ...

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ...

  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

  • ସମ୍ମାନିତ ହେବେ ୧୬ଜଣ ଆଇକନ୍‌: ଏସଏସ୍‌ଆଇ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିବାହର ୨୭ ବର୍ଷ ପରେ ଛାଡପତ୍ର ନେବେ ବିଲ୍ ଗେଟସ୍ -ମିଲିଣ୍ଡା

ବିବାହର ୨୭ ବର୍ଷ ପରେ ଛାଡପତ୍ର ନେବେ ବିଲ୍ ଗେଟସ୍ -ମିଲିଣ୍ଡା

2021-05-04 08:43:12
13776
Share:
Facebook
Twitter
E-Mail
WhatsApp
Telegram
ବିବାହର ୨୭ ବର୍ଷ ପରେ ଛାଡପତ୍ର ନେବେ ବିଲ୍ ଗେଟସ୍ -ମିଲିଣ୍ଡା

ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍ ଗେଟସ୍ ଓ ତାଙ୍କ ପତ୍ନୀ ମିଲିଣ୍ଡା ଛାଡପତ୍ର ହେବା ନେଇ ନିଷ୍ପତ୍ତି ନେଇଛନ୍ତି । ବିବାହର ୨୭ ବର୍ଷ ପରେ ଉଭୟ ଛାଡପତ୍ର ନେଇ ସହମତି ପ୍ରକାଶ କରିଛନ୍ତି । ଉଭୟ ମିଳିତ ଭାବେ ବୟାନ ଜାରି କରି କହିଛନ୍ତି ଯେ, ବହୁତ ଆଲୋଚନା ଓ ସମ୍ପର୍କକୁ ନେଇ ଏକାଠି ରହିବା ପରେ ଏବେ ବିବାହ ବିଚ୍ଛେଦ କରିବା ପାଇଁ ନିଷ୍ପତ୍ତି ନେଇଛୁ । ଗତ ୨୭ ବର୍ଷରେ ସେମାନେ ୩ଜଣ ସନ୍ତାନଙ୍କୁ ବଡ କରିଛନ୍ତି । ସେମାନେ ଏକ ଫାଉଣ୍ଡେସନ୍ ମଧ୍ୟ ଗଠନ କରିଛନ୍ତି ଯାହା ସାରା ବିଶ୍ୱର ଲୋକଙ୍କ ସ୍ୱାସ୍ଥ୍ୟ ଉପରେ କାମ କରିଥାଏ । ଆଗକୁ ମଧ୍ୟ ସେମାନେ ଏପରି କାମ କରିବେ । କିନ୍ତୁ ଆଗାମୀ ଦିନରେ ସେମାନେ ଆଉ ପତି ପତ୍ନୀ ଭାବେ ରହିବାକୁ ଚାହୁଁ ନାହାଁନ୍ତି । ତେଣୁ ଜନତା ସେମାନଙ୍କ ପରିବାରକୁ କିଛି ସ୍ପେସ୍ ଓ ପ୍ରାଇଭେସୀ ଦିଅନ୍ତୁ ବୋଲି ଉଭୟ ନିବେଦନ କରିଛନ୍ତି ।

ସୂଚନାଯୋଗ୍ୟ, ୧୯୮୭ ମସିହାରେ ନ୍ୟୁୟର୍କର ଏକ୍ସପୋ-ଟ୍ରେଡ ମେଳାରେ ବିଲ୍ ଗେଟ୍ସ ଓ ମେଲିଣ୍ଡା ପ୍ରଥମେ ସାକ୍ଷାତ କରିଥିଲେ । ସେହିଠାରୁ ଦୁହିଁଙ୍କ ଭିତରେ କଥାବାର୍ତ୍ତା ଆରମ୍ଭ ହୋଇଥିଲା । ମାଇକ୍ରୋସଫ୍ଟ କାର୍ ପାର୍କିଂରେ ମେଲିଣ୍ଡାଙ୍କୁ ବିଲ୍ ଗେଟ୍ସ ବାହାରକୁ ବୁଲିଯିବା ପାଇଁ ପଚାରିଥିଲେ । ବିଲ୍ ଗେଟ୍ସ ପଚାରିଥିଲେ, 'କଣ ତୁମେ ଦୁଇ ସପ୍ତାହ ପାଇଁ ଫ୍ରି ଅଛ ?' ମେଲିଣ୍ଡା ଏହାକୁ ପ୍ରତ୍ୟାଖ୍ୟାନ କରିବା ସହ କହିଥିଲେ, 'ସମୟ ଆସିଲେ ମୋତେ ଏ ପ୍ରଶ୍ନ ପଚାର ।' ଏହା ପରେ ବି ବିଲ୍ ଗେଟ୍ସ ହାର୍ ମାନିନଥିଲେ । ଆସ୍ତେ ଆସ୍ତେ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତ ଆଗକୁ ବଢ଼ିଥିଲା । କିଛି ମାସ ପରେ ୧୯୯୪ରେ ଉଭୟ ବିବାହ କରିଥିଲେ ।


Powered by Froala Editor

Tags bill gates-milinda

Related articles Odisha News Lens 4.1

  • କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ
    ଦେଶ-ଦେଶାନ୍ତର

    କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14022
    Nov 30, 2025
  • ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର
    ମନୋରଞ୍ଜନ

    ପଲାଶଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଦୁଇ କୋରିଓଗ୍ରାଫର

    15860
    Nov 30, 2025
  • ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି
    ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14208
    Dec 02, 2025
  • ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର
    ଦେଶ-ଦେଶାନ୍ତର

    ୩ ହଜାର ୪୦ ଟଙ୍କା ବୃଦ୍ଧି ପାଇଲା ସୁନା ଦର

    13861
    Dec 02, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର
    ଦେଶ-ଦେଶାନ୍ତର

    ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14511
    Dec 02, 2025
  •  ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍
    ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14860
    Dec 02, 2025
  • ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର
    ମନୋରଞ୍ଜନ

    ରଜନୀକାନ୍ତଙ୍କୁ ଜୀବନ ବ୍ୟାପୀ ସାଧନା ପୁରସ୍କାର

    13668
    Nov 30, 2025
  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି
    ଦେଶ-ଦେଶାନ୍ତର

    ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14051
    Dec 02, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌
    ମନୋରଞ୍ଜନ

    ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15020
    Nov 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଂସଦ ଶୀତକାଳୀନ ଅଧିବେଶନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି

    14208
    Dec 02, 2025
  • ଦେଶ-ଦେଶାନ୍ତର

    କୁହୁଡି ପାଇଁ ୩ ମାସ ବନ୍ଦ ରହିବ ଟ୍ରେନ

    14022
    Nov 30, 2025
  • ବିଶେଷ

    ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14860
    Dec 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16969
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17312
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15784
    Apr 03, 2021

ବିଶେଷ

  • ଶୀତଦିନେ ଶରୀରକୁ ଗରମ ରଖିବ ଏହି ସୁପର ଫୁଡ୍

    14860
    Dec 02, 2025
  • ରକ୍ ସଲ୍ଟ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ

    15770
    Nov 30, 2025
  • ଭଜାବୁଟ ଚୋପାର ରହିଛି ବହୁତ ଚମତ୍କାରୀ ଗୁଣ ଜାଣନ୍ତୁ.....

    14728
    Nov 29, 2025
  • ଖାଲି ପେଟରେ ଗ୍ରହଣ କରନ୍ତୁନି ଏହିସବୁ ଖାଦ୍ୟ ଓ ପାନୀୟ

    14300
    Nov 28, 2025
  • ଗ୍ୟାଷ୍ଟିକରୁ କେମିତି ପାଇବେ ଉପଶମ

    14045
    Nov 26, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14867
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14746
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14336
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13982
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମ କୁମାର ବିହାର ବିଧାନସଭାର ନୂଆ ବାଚସ୍ପତି

    14051
    Dec 02, 2025
  • ପିତା ହେବାକୁ ଯାଉଛନ୍ତି ରଣଦୀପ୍‌

    15020
    Nov 30, 2025
  • ବରଣମାଳା ପିନ୍ଧାଇବା ପରେ ପ୍ରେମିକ ସହ କନ୍ୟା ଫେରାର

    14511
    Dec 02, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In