Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

ଅପରାଧ
Home ›› ଅପରାଧ ››ପ୍ରଥମ ଥର ଭୁବନେଶ୍ୱର ଜାଭିୟର ଛକରୁ ଜବତ ହେଲା କୋକେନ୍‌

ପ୍ରଥମ ଥର ଭୁବନେଶ୍ୱର ଜାଭିୟର ଛକରୁ ଜବତ ହେଲା କୋକେନ୍‌

2022-04-13 16:58:44
19634
Share:
Facebook
Twitter
E-Mail
WhatsApp
Telegram
ପ୍ରଥମ ଥର ଭୁବନେଶ୍ୱର ଜାଭିୟର ଛକରୁ ଜବତ ହେଲା କୋକେନ୍‌

ଭୁବନେଶ୍ବର ଜାଭିୟର ଛକରୁ ପ୍ରଥମ ଥର ପାଇଁ ୨୦୨ ଗ୍ରାମ କୋକେନ ଜବତ କରିଛି ଏସଟିଏଫ ଟିମ୍‌ । ବେଆଇନ କୋକେନ କାରବାର ଅଭିଯୋଗରେ ୨ ଆନ୍ତଃରାଜ୍ୟ ବ୍ୟବସାୟୀଙ୍କୁ ମଧ୍ୟ ଗିରଫ କରାଯାଇଥିବା ଜଣାପଡ଼ିଛି । ଗିରଫ ଅଭିଯୁକ୍ତମାନେ ରାଜସ୍ଥାନ ନାଉରଙ୍ଗପୁରାର ରବି ଓ କ୍ରିଷ୍ଣାପୁରାର ଶନି କୁମାର ।

ରାଜଧାନୀରେ କୋକନ୍‌ ବେପାର ନେଇ କମିସନରେଟ ପୁଲିସକୁ ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଥିଲା। ପୁଲିସ କହିବାନୁଯାୟୀ, ମୁଖ୍ୟ ଅଭିଯୁକ୍ତ ରବି ଦିଲ୍ଲୀରେ କୋକେନ୍ ବେପାର କରେ। ଭୁବନେଶ୍ୱରରେ ଶନି କୁମାର ସହ ଯୋଗାଯୋଗ କରି କୋକେନ୍ ବେପାର କରିଥାନ୍ତା। ଖବର ପାଇ ଏସ୍‌ଟିଏଫ୍‌ ଅଧିକାରୀ ଚଢ଼ଉ କରି ୨୦୨ ଗ୍ରାମ୍‌ ଓଜନର କୋକନ ଜବତ କରିଛି। ଜବତ କୋକନ୍‌ର ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି କୋକେନ୍ ବେପାରୀ ଗିରଫ ହୋଇଥିବାରୁ ଏହାକୁ ନେଇ ଚର୍ଚ୍ଚା ହେଉଛି।

Powered by Froala Editor

Tags cocaine

Related articles Odisha News Lens 4.1

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15438
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15008
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13559
    Jun 25, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14186
    Jun 23, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15101
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15032
    Jun 24, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14204
    Jun 23, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14085
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15366
    Jun 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15032
    Jun 24, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15438
    Jun 25, 2026
  • ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15008
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15032
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15197
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15027
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15638
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14503
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15241
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14186
    Jun 23, 2026
  • କାବେରୀରେ ଭାସିଗଲେ ୫ ଜଣ

    15008
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15366
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In