Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ...

  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ...

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ ...

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ...

  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ...

  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ...

  • ଅବସର ଘୋଷଣା କଲେ ମହମ୍ମଦ ସାମି

  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ...

ରାଜ୍ୟ
Home ›› ରାଜ୍ୟ ››୧୮ ଜିଲ୍ଲାରୁ ୟେଲୋ-ୱାର୍ଣ୍ଣିଂ

୧୮ ଜିଲ୍ଲାରୁ ୟେଲୋ-ୱାର୍ଣ୍ଣିଂ

2021-05-04 09:03:53
14621
Share:
Facebook
Twitter
E-Mail
WhatsApp
Telegram
୧୮ ଜିଲ୍ଲାରୁ ୟେଲୋ-ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାରୁ ଧୀରେଧୀରେ ରାଜ୍ୟରେ ପାରଦ ତଳକୁ ଖସୁଛି । ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସୂଚନା ରହିଛି । ଆସନ୍ତାକାଲି ରାଜ୍ୟର ୧୮ ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାରେ ୟେଲୋ-ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି । ତେବେ ଏଗୁଡ଼ିକ ମଧ୍ୟରୁ ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୫, ୬ ଓ ୭ ତାରିଖ ଦିନ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୫ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ଏବଂ ଝଡ଼ବର୍ଷା ହେବ । ସେହିପରି ୬ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ହେବ । ୭ ତାରିଖ ଆଡ଼କୁ ପବନର ବେଗ ବଢ଼ିବ । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଖୁବ୍ ଅଧିକ ରହିବ । ଆସନ୍ତାକାଲି ଭୁବନେଶ୍ୱର ସମେତ ଏହାର ଆଖପାଖ ଅଞ୍ଚଳରେ ଅପରାହ୍ନ ଆଡ଼କୁ ବର୍ଷା ହେବା ସହ ତାପମାତ୍ରା ୩୮ ଡିଗ୍ରି ପାଖାପାଖି ରହିବ ।

Powered by Froala Editor

Tags Weather

Related articles Odisha News Lens 4.1

  • ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ
    ମନୋରଞ୍ଜନ

    ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା ଷ୍ଟାର୍ କପଲଙ୍କ କେମେଷ୍ଟ୍ରୀ

    15397
    Nov 08, 2026
  •  ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ
    ଦେଶ-ଦେଶାନ୍ତର

    ଦିଲ୍ଲୀରେ ଗମ୍ଭୀର ବର୍ଗରେ ପହଞ୍ଚିଛି ଏୟାର କ୍ୱାଲିଟି ଇଣ୍ଡେକ୍ସ

    14799
    Nov 09, 2026
  • ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳିରେ କର୍ମଚାରୀଙ୍କୁ ଲକ୍ଷେ ଟଙ୍କାର ବୋନସ୍

    14360
    Nov 08, 2026
  • ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ରାସ୍ତା ଉପରେ ଜଳିଗଲା କାର୍‍, ୬ ଜୀବନ୍ତ ଦଗ୍ଧ

    13593
    Nov 09, 2026
  • ଅବସର ଘୋଷଣା କଲେ ମହମ୍ମଦ ସାମି
    ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14498
    Nov 08, 2026
  • ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର
    ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13512
    Nov 08, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ
    ଦେଶ-ଦେଶାନ୍ତର

    ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13590
    Nov 08, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍
    ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15176
    Nov 08, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ
    ବିଶେଷ

    ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13804
    Nov 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଅବସର ଘୋଷଣା କଲେ ମହମ୍ମଦ ସାମି

    14498
    Nov 08, 2026
  • ଦେଶ-ଦେଶାନ୍ତର

    ଜିଏସଟି ଡେପୁଟି କମିଶନର ଅନୁପମା ସରୋଜଙ୍କ ସ୍ୱେଚ୍ଛାକୃତ ଅବସର

    13512
    Nov 08, 2026
  • ବିଶେଷ

    ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15176
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17262
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17964
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17908
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18329
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13804
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15176
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14183
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14335
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14939
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15556
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14147
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14158
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14439
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    13804
    Nov 09, 2026
  • ପୁଅ ବିହାନ ସହ ଫଟୋ ପୋଷ୍ଟ କଲେ କ୍ୟାଟ୍ରିନା-ଭିକ୍କି

    15641
    Nov 08, 2026
  • ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ

    13590
    Nov 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In