Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ...

  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ...

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ...

  • ପୁଣି ତାଲିମ ପ୍ରାପ୍ତ ବିମାନ ...

  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ ...

  • ବିନା ମାଟିରେ ଗଜା ହେଲା ୧୦୦୦ ଆଳୁ

  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ...

  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର

  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

Home ›› ››ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଉ ଏକ ବାଘ ଛୁଆର ମୃତ୍ୟୁ

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଉ ଏକ ବାଘ ଛୁଆର ମୃତ୍ୟୁ

2022-04-15 07:31:15
14108
Share:
Facebook
Twitter
E-Mail
WhatsApp
Telegram
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଉ ଏକ ବାଘ ଛୁଆର ମୃତ୍ୟୁ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଉ ଏକ ବାଘ ଛୁଆର ମୃତ୍ୟୁ । ବାଘୁଣୀ ରୂପା ଠାରୁ ଜନ୍ମ ନେଇଥିବା ବାଘ ଛୁଆର ମୃତ୍ୟୁ ହୋଇଛି । ଧଳା ବାଘୁଣୀ ରୂପା ଗର୍ଭରୁ ମାର୍ଚ୍ଚ ୧୨ ତାରିଖରେ ୩ଟି ଶାବକ ଜନ୍ମ ନେଇଥିଲେ । ଦୁଇଟି ବିରଳ ଧଳା ରଙ୍ଗର ହୋଇଥିବା ବେଳେ ଅନ୍ୟ ଜଣେ ସାଧାରଣ ନାଲି ରଙ୍ଗ ଥିଲା । ପୂର୍ବରୁ ଧଳା ଶାବକର ମୃତ୍ୟୁ ଘଟିଥିଲା । ଗତକାଲି ନାଲି ରଙ୍ଗ ବାଘ ଛୁଆର ମୃତ୍ୟୁ ହୋଇଯାଇଛି ।

ତେବେ କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ମୃତ ଶାବକର ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡିବ । ଧଳା ବାଘୁଣୀ ରୂପା ଗର୍ଭରୁ ମାର୍ଚ୍ଚ ୧୨ ତାରିଖରେ ୩ଟି ଶାବକ ଜନ୍ମ ନେଇଥିଲେ । ମହାବଳ ବାଘ ରାଜେଶ୍ ଓ ଧଳା ବାଘୁଣୀ ରୂପା ମିଳନରୁ ଏହି ଛୁଆ ଜନ୍ମ ହୋଇଥିଲେ । ସେଥିମଧ୍ୟରୁ ଗୋଟିଏ ଧଳା ବାଘ ଛୁଆର ମାର୍ଚ୍ଚ ୨୧ ତାରିଖରେ ମୃତ୍ୟୁ ହୋଇଥିଲା । ଏବେ ନନ୍ଦନକାନନରେ ୨୬ଟି ବାଘ ଥିବା ସୂଚନା ମିଳିଛି ।

Powered by Froala Editor

Tags nandankanan tiger

Related articles Odisha News Lens 4.1

  • ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13448
    Feb 08, 2026
  • ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ
    ଦେଶ-ଦେଶାନ୍ତର

    ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15585
    Feb 08, 2026
  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’
    ରାଜନୀତି

    କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13775
    Feb 08, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...
    ବାଣିଜ୍ୟ

    ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ...

    14472
    Feb 08, 2026
  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ
    ଦେଶ-ଦେଶାନ୍ତର

    ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15377
    Feb 08, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    15149
    Feb 07, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ
    ଦେଶ-ଦେଶାନ୍ତର

    ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13638
    Feb 08, 2026
  • ରିତୁ ତାୱଡେ ହେବେ ମୁମ୍ବାଇ ମେୟର
    ରାଜନୀତି

    ରିତୁ ତାୱଡେ ହେବେ ମୁମ୍ବାଇ ମେୟର

    15356
    Feb 07, 2026
  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13656
    Feb 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜିଆଙ୍କ ସହ ନିର୍ବନ୍ଧ କଲେ କି ଏଲଭିଶ, ଫଟୋ ଭାଇରାଲ

    15585
    Feb 08, 2026
  • ଦେଶ-ଦେଶାନ୍ତର

    ପୁଣି ତାଲିମ ପ୍ରାପ୍ତ ବିମାନ ଦୁର୍ଘଟଣାଗ୍ରସ୍ତ

    13448
    Feb 08, 2026
  • ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13656
    Feb 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15746
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15665
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16117
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14239
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14456
    Jan 31, 2026

ବାଣିଜ୍ୟ

ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

ଭୁବନେଶ୍ୱର: ରୟାଲ ଆର୍କେଡ ଆସୋସିଏସନ୍‌ ଅଫ ଆଲଟିଜ୍‌ ପକ୍ଷରୁ ୨୦୨୫-୨୬ ବର୍ଷ ନିମନ୍ତେ ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିବିଏମ୍‌) ୮ ଫେବୃଆରୀ, ୨୦୨୬ରେ ରୟାଲ ଆର୍କେଡ, ରଘୁନାଥପୁର, ଭୁବନେଶ ...

  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ବାୟୁସେନା: ୧୧୪ଟି ରାଫେଲ ଯୁଦ୍ଧ ବିମାନ କିଣିବା ପାଇଁ ପ୍ରସ୍ତୁତି ତ୍ୱରାନ୍ୱିତ

    15377
    Feb 08, 2026
  • ମେଡିକାଲ ବିଶ୍ୱବିଦ୍ୟାଳୟରେ ଛୁରାମାଡ, ଚାରି ଭାରତୀୟ ଛାତ୍ରଙ୍କ ସମେତ ଅନେକ ଆହତ

    13638
    Feb 08, 2026
  • କଂଗ୍ରେସରେ ଯୋଗ ଦେଲେ ବିଶ୍ୱଜିତ, ସୋଫିଆ କହିଲେ ‘ମୁଁ ଜାଣିନାହିଁ’

    13775
    Feb 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In