Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇଜିପ୍ଟ ଯିବ ଭାରତୀୟ ଗହମ

ଇଜିପ୍ଟ ଯିବ ଭାରତୀୟ ଗହମ

2022-04-16 10:16:45
15185
Share:
Facebook
Twitter
E-Mail
WhatsApp
Telegram
ଇଜିପ୍ଟ ଯିବ ଭାରତୀୟ ଗହମ

ନୂଆଦିଲ୍ଲୀ: ବିଶ୍ୱର ସବୁଠୁ ବଡ ଗହମ ଗ୍ରାହକ ଦେଶ ଇଜିପ୍ଟକୁ ଭାରତ ଏହାର ଗହମ ପଠାଇବ । ଆମଦାନିକାରୀ ଭାବେ ଭାରତକୁ ଇଜିପ୍ଟ ଅନୁମୋଦନ ପ୍ରଦାନ କରିଛି । ଆଜି କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଏହି ସୂଚନା ଦେଇଛନ୍ତି । ଇଜିପ୍ଟ ମୁଖ୍ୟତଃ ୟୁକ୍ରେନ ଓ ଋଷରୁ ଗହମ ମଗାଉଥିଲା । ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଚାଲିଥିବାରୁ ବାଣିଜ୍ୟ କାରବାର ଗୁରୁତର ଭାବେ ପ୍ରଭାବିତ ହୋଇଛି । ସେଥିପାଇଁ ଅନ୍ୟ ଦେଶରୁ ଗହମ କିଣିବା ଉପରେ ଇଜିପ୍ଟ ଗୁରୁତ୍ୱ ଦେଇଥିଲା । ସୁଯୋଗକୁ ହାତଛଡା ନକରି ଭାରତ ତୁରନ୍ତ ଏହାର ଗହମ ପଠାଇବାର ପ୍ରସ୍ତାବ ଦେଇଥିଲା ଓ ସେହି ପ୍ରସ୍ତାବକୁ ଇଜିପ୍ଟ ଗ୍ରହଣ କରିଛି ।

୨୦୨୦ରେ ଋଷରୁ ୧୮୦ କୋଟି ଡଲାର ମୂଲ୍ୟର ଗହମ କିଣିଥଲା ଇଜିପ୍ଟ । ଏବେ ଏହା ଭାରତରୁ ୧ ନିୟୁତ ଟନ୍ ଗହମ କିଣିବାକୁ ଲକ୍ଷ୍ୟ ରଖିଛି । ଏପ୍ରିଲ୍ ମାସରେ ଭାରତ ୨୪ହଜାର ଟନ୍ ଗହମ ଏହି ଆଫ୍ରିକୀୟ ରାଷ୍ଟ୍ରକୁ ପଠାଇବ । ଆଜି ଏକ ଟୁଇଟରେ ମନ୍ତ୍ରୀ ଶ୍ରୀ ଗୋଏଲ ଲେଖିଛନ୍ତି ଯେ, ସାରା ବିଶ୍ୱକୁ ଖାଦ୍ୟ ଖୁଆଉଛନ୍ତି ଭାରତୀୟ ଚାଷୀ । ଭାରତକୁ ଗହମ ଆମଦାନିକାରୀ ଭାବେ ଇଜିପ୍ଟ ଅନୁମୋଦନ ଦେଇଛି । ସାରା ବିଶ୍ୱ ଖାଦ୍ୟ ଯୋଗାଣର ଏକ ବିକଳ୍ପ ଭରସାଯୋଗ୍ୟ ଉସôରୁ ସନ୍ଧାନରେ ଥିବା ବେଳେ  ମୋଦୀ ସରକାର ହସ୍ତକ୍ଷେପ କରିଥିଲେ । ଆମ ଚାଷୀମାନେ ଉପôାଦନକୁ ପର୍ଯ୍ୟାପ୍ତ କରିବା ନିଶ୍ଚିନ୍ତ କରିଛନ୍ତି ଏବଂ ସାରା ଦୁନିଆର ଆବା୍ୟକତା ପୂରଣ କରିବାକୁ ଆମେ ପ୍ରସ୍ତୁତ ବୋଲି ସେ ଲେଖିଛନ୍ତି । 

୨୦୨୧-୨୨ ଆର୍ଥିକ ବର୍ଷର ଏପ୍ରିଲ-ଜାନୁଆରିରେ ଭାରତ ୧୭୪ କୋଟି ଡଲାର ମୂଲ୍ୟର ଗହମ ରପ୍ତାନି କରିଛି ଯାହା ପୂର୍ବବର୍ଷର ସେହି ସମୟ ତୁଳନାରେ ଯଥେଷ୍ଟେ ଅଧିକ । ୨୦୧୯-୨୦ରେ ଭାରତ ୬.୧କୋଟି ହଲାର ମୂଲ୍ୟର ଗହମ ରପ୍ତାନୀ କରିଥିଲା । ଭାରତ ମୁଖ୍ୟତଃ ଏହାର ଗହମଗୁଡିକୁ ବାଲାଂଦେଶକୁ ବିକ୍ରି କରିଥାଏ । ନିକଟରେ ଏହା ୟେମେନ୍, ଆଫଗାନିସ୍ତାନ, କତାର ଓ ଇଣ୍ଡୋନେସିଆକୁ ଗହମ ମଗାଉଥିବା ଅନ୍ୟ ଦେଶଗୁଡିକ ମଧ୍ୟରେ ରହିଛନ୍ତି ନେପାଳ, ୟୁଏଇ, ଶ୍ରୀଲଙ୍କା, ଓମାନ ଓ ମାଲେସିଆ ଭଳି ଦେଶ । ବିଶ୍ୱ ଗହମ ରପ୍ତାନି ବଜାରରେ ଭାରତର ଭାଗ ୧ ପ୍ରତିଶତରୁ କମ୍ ରହିଛି । ୨୦୧୬ରେ ଏହି ହାର ୦.୧୪% ଥିବାବେଳେ ୨୦୨୦ ସୁଦ୍ଧା ତାହା ୦.୫୪% ପହଞ୍ଚିଥିଲା । ଭାରତ ହେଉଛି ବିଶ୍ୱର ଦ୍ୱିତୀୟ ବୃହତ ଗହମ ଉପôାଦନକାରୀ । ଭାରତରେ ବର୍ଷକୁ ୧୦୭.୫୯ ନିୟୁତ ଟନ୍ ଗହମ ଉପôାଦନ ହେଉଛି । 

Powered by Froala Editor

Tags Indian wheat

Related articles Odisha News Lens 4.1

  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13842
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15453
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13792
    Oct 09, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14592
    Oct 08, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14477
    Oct 09, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15414
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15134
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13884
    Oct 09, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15037
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    14477
    Oct 09, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13842
    Oct 08, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15037
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17163
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18229
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14440
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14547
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15557
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14229
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15966
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15453
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14739
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15454
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14014
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15453
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15414
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14592
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In