Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ପ୍ରଫୁଲ୍ଲ କରଙ୍କ ବିୟୋଗରେ ଏହା କହିଲେ ପ୍ରଧାନମନ୍ତ୍ରୀ

ପ୍ରଫୁଲ୍ଲ କରଙ୍କ ବିୟୋଗରେ ଏହା କହିଲେ ପ୍ରଧାନମନ୍ତ୍ରୀ

2022-04-18 05:31:14
15558
Share:
Facebook
Twitter
E-Mail
WhatsApp
Telegram
ପ୍ରଫୁଲ୍ଲ କରଙ୍କ ବିୟୋଗରେ ଏହା କହିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଶା ସଂଗୀତ ଦୁନିଆର କିମ୍ବଦନ୍ତୀ ପୁରୁଷ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ ବୋଲି ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ୟ୍ୟରେ ପ୍ରତିଫଳିତ ହୁଏ । ସେହିପରି ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପ୍ରକାଶ ଯେ,   ୮୩ ବର୍ଷ ବୟସରେ ଆଖି ବୁଜିଛନ୍ତି ଏହି ସଙ୍ଗୀତ ଯାଦୁକର  । ଶହ ଶହ ସୁମଧୁର ଗୀତରେ ଓଡ଼ିଆ ଦର୍ଶକଙ୍କୁ ବାନ୍ଧି ରଖିଥିବା ଏହି କିମ୍ବଦନ୍ତୀ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଆଖି ବୁଝିଛନ୍ତି  ।ଭୁବନେଶ୍ୱର ସତ୍ୟନଗର ବାସଭବନରେ ତାଙ୍କର ଦେହାନ୍ତ ହୋଇଛି  । ସଂଗୀତ ସାଧକ ପ୍ରଫୁଲ କରଙ୍କ ପ୍ରତିଭାକୁ ପ୍ରଶଂସା କରିଥିଲେ ଭାରତ ସରକାର  । ଯେଉଁଥିପାଇଁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା  । ଓଡ଼ିଶାରେ ଓଡ଼ିଆ ସଙ୍ଗୀତର ବୀଜ ଅଙ୍କୁରୋପଣ କରିବାରେ ପ୍ରଫୁଲ୍ଲ କରଙ୍କ ରହିଛି ଅତୁଳନୀୟ ଅବଦାନ  ।

 ୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ପୁରୀରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫୁଲ୍ଲ କର।  ପିତାଙ୍କ ନାମ ପିତା ବୈଦ୍ୟନାଥ କର ଓ ମାତା ସୁଶିଳା କରଙ୍କ ସନ୍ତାନ ଥିଲେ ପ୍ରଫୁଲ୍ଲ କର । ତାଙ୍କ ପରିବାରରେ ସଂଗୀତମୟ ପରିବେଶ ଥିଲା । ସମଗ୍ର ପରିବାର ହିଁ ତାଙ୍କର ଥିଲା ସଙ୍ଗୀତର ଆସର  । ବାଲ୍ୟକାଳରୁ ପ୍ରଫୁଲ୍ଲ କର ଏହି ସବୁ ସଙ୍ଗୀତଜ୍ଞମାନଙ୍କୁ ଶୁଣିବାର ସୁଯୋଗ ପାଇଥିଲେ ଓ ଏହାର ପ୍ରଭାବ ତାଙ୍କ ଉପରେ ପଡ଼ିଥିଲା । ପିଲାବେଳୁ ସେ ନିଜ ପିତାଙ୍କୁ ହରାଇଥିଲେ ଏବଂ ମାମୁଁ ଘରେ ତାଙ୍କର ଲାଳନ ପାଳନ ହୋଇଥିଲା ।

ପ୍ରଫୁଲ୍ଲ କର ପ୍ରାୟ ୭୦ରୁ ଅଧିକ ଓଡ଼ିଆ ସିନେମା ଓ ୪ଟି ବଙ୍ଗଳା ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ତଥା ପାରମ୍ପାରିକ ଓଡ଼ିଶୀ ଲୋକଗୀତର ବହୁଳ ବ୍ୟବହାର ଦେଖିବାକୁ ମିଳେ । ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶନା ପାଇଁ ସେ ୮ଥର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିଛନ୍ତି ।

Powered by Froala Editor

Tags Modi

Related articles Odisha News Lens 4.1

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14941
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13746
    Sep 09, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14631
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14811
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14781
    Sep 09, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15266
    Sep 11, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13458
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13638
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14301
    Sep 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14301
    Sep 10, 2026
  • ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14811
    Sep 10, 2026
  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15266
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13638
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15743
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14562
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13873
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14678
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13791
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14668
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14301
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13638
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15580
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In