Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

ବିଶେଷ
Home ›› ବିଶେଷ ››ସ୍ମାର୍ଟୱାଚ ପାଲଟିଛି ପ୍ରଥମ ପସନ୍ଦ ଜାଣନ୍ତୁ କାହିଁକି

ସ୍ମାର୍ଟୱାଚ ପାଲଟିଛି ପ୍ରଥମ ପସନ୍ଦ ଜାଣନ୍ତୁ କାହିଁକି

2022-04-19 05:43:03
15907
Share:
Facebook
Twitter
E-Mail
WhatsApp
Telegram
ସ୍ମାର୍ଟୱାଚ ପାଲଟିଛି ପ୍ରଥମ ପସନ୍ଦ ଜାଣନ୍ତୁ କାହିଁକି

ଦିନଥିଲା ହାତରେ ଘଣ୍ଟା ପିନ୍ଧାଯାଉଥିଲା ସମୟ ଦେଖିବା ପାଇଁ। ଧୀରେ ଧୀରେ ଡ୍ରେସ୍‌ ସହ ମ୍ୟାଚ୍‌ କରି କେବେ ଚେନ୍‌ ତ କେବେ ଲେଦର ପୁଣି କେବେ ଭଳିକି ଭଳି କଲରଫୁଲ୍‌ ପ୍ଲାଷ୍ଟିକ୍‌ ବ୍ୟାଣ୍ଡ୍‌ ଥିବା ଘଣ୍ଟା ପାଲଟିଲା ଷ୍ଟାଇଲ୍‌ ଷ୍ଟେଟ୍‌ମେଣ୍ଟ। ତେବେ ଏବେର ଘଣ୍ଟା ଆଉ କେବଳ ସମୟ ଦେଖିବା ଅବା ଫ୍ୟାଶନ୍‌ରେ ସୀମିତ ନାହିଁ ବରଂ ଏହାର ସ୍ଥାନ ନେଇଛି ସ୍ମାର୍ଟ ଓ୍ବାଚ୍‌। ମୋବାଇଲ୍‌ରେ ଆସୁଥିବା ନୋଟିଫିକେଶନ୍‌ରୁ ଆରମ୍ଭ କରି ଫିଟ୍‌ନେସ୍‌ ଟ୍ରାକ୍‌ କରିବା ପର୍ୟ୍ୟନ୍ତ ବିଭିନ୍ନ ଫ୍ୟାସିଲିଟି ପାଇଁ ଏହା ପାଲଟିଛି ଅଧିକାଂଶ ଯୁବପିଢ଼ିଙ୍କ ପ୍ରଥମ ପସନ୍ଦ। 

ଘଣ୍ଟା ପିନ୍ଧିବା ଅଧିକାଂଶଙ୍କର ଆବଶ୍ୟକତା ହୋଇଥିବା ବେଳେ ଆଉ କେତେକଙ୍କ ପାଇଁ ସଉକ। ତେବେ ଏବେର ସ୍ମାର୍ଟ ଓ୍ବାଚ୍‌ କିନ୍ତୁ ବଦଳାଇ ଦେଇଛି ଘଣ୍ଟାପିନ୍ଧାର ପରିଭାଷା। ସମୟ ଦେଖିବା, ସ୍ମାର୍ଟ ଏବଂ ଷ୍ଟାଇଲିଶ୍‌ ଲୁକ୍‌ ପାଇବା ସହ ଆହୁରି ଅନେକ ଉପଯୋଗିତା ଏହାକୁ କରାଇପାରିଛି ଅଧିକ ଲୋକପ୍ରିୟ।

ନାହିଁ ବ୍ୟାଟେରି କିଣିବା ଟେନ୍‌ସନ୍‌: କେବଳ ଯେ ଏହାକୁ ଅପରେଟ୍‌ କରିବା ବେଶ୍‌ ସହଜ ତା’ ନୁହେଁ, ବରଂ ଏହା ଚାର୍ଜେବଲ୍‌ ହୋଇଥିବାରୁ ବାରମ୍ବାର ବ୍ୟାଟେରି କିଣିବାର ଟେନ୍‌ସନ୍‌ ବି ନାହିଁ। ଏଣୁ ଏହାକୁ ବ୍ୟବହାର କରିବାକୁ ଅନେକେ ଭଲ ପାଉଛନ୍ତି।

ସାଜିଛି ଟ୍ରାକର: ସ୍ବାସ୍ଥ୍ୟ ପ୍ରତି ସଚେତନ ଥିବା ପ୍ରତ୍ୟେକଙ୍କ ପାଇଁ ସ୍ମାର୍ଟ ଓ୍ବାଚ୍‌ ଏକ ବରଦାନ ସଦୃଶ। କାରଣ ଦିନକୁ ଆପଣ କେତେ ଷ୍ଟେପ୍‌ ଚାଲିଲେ, କେତେ କ୍ୟାଲୋରି ବର୍ନ କଲେ, ହାର୍ଟ ରେଟ୍‌ଠାରୁ ଆରମ୍ଭ କରି ବ୍ଲଡ୍‌ପ୍ରେସର ପର୍ୟ୍ୟନ୍ତ ସବୁକିଛି ଏଥିରୁ ଜାଣି ହେଉଛି ଖୁବ୍‌ ସହଜରେ। ତେଣୁ ଜିମ୍‌ ଯାଉଥିବା ଯୁବପିଢ଼ିଙ୍କର ଏହା ପ୍ରତି କ୍ରେଜ୍‌ ଖୁବ୍‌ ଅଧିକ। ଏଥିରେ ଥିବା ଡିଜିଟାଲ୍‌ ହେଲ୍‌ଥ ସେନ୍‌ସର ଦ୍ୱାରା ହୃଦ୍‌ରୋଗର ପୂର୍ବ ସୂଚନା ମଧ୍ୟ ଜାଣି ହୋଇ ପାରୁଥିବାରୁ ଯଥା ସମୟରେ ଚିକିତ୍ସା ସହଜ ହୋଇପାରୁଛି ଏବଂ ରୋଗୀର ଜୀବନ ରକ୍ଷା ହୋଇପାରୁଛି। ଏଥିରେ ରୋଗୀକୁ ମେଡିସିନ୍‌ ଖାଇବାର ସମୟ ସୂଚନା ଦେବାର ମଧ୍ୟ ସୁବିଧା ରହିଛି। କେତେକ ସ୍ମାର୍ଟଓ୍ବାଚ୍‌ରେ ପଡ଼ିଯିବା କ୍ଷଣି ଆମ୍ବୁଲାନ୍ସ ସହ ପରିବାର ଲୋକଙ୍କୁ ସୂଚନା ପହଞ୍ଚାଇବାର ସୁବିଧା ମଧ୍ୟ ଉପଲବ୍ଧ। କେବଳ ଏତିକି ନୁହେଁ, ଏଥିରେ ଯୁବତୀମାନଙ୍କୁ ମାସିକ ଋତୁସ୍ରାବ ସୂଚନା ବା ମେନ୍‌ଷ୍ଟ୍ରୁଆଲ୍‌ ପିରିୟଡ୍‌ ରିମାଇଣ୍ଡର ଦେବା ପାଇଁ ମଧ୍ୟ ସୁବିଧା ରହିଛି।

ଫୋନ୍‌ର ଛୋଟ ରୂପ: ଏଥିରେ ଆପଣ ୧୨ କିମ୍ବା ୨୪ ଘଣ୍ଟିଆ ଟାଇମ୍‌ ସେଟ୍‌ କରିପାରିବେ। ଆଲାର୍ମ ମଧ୍ୟ ସେଟ୍‌ କରିପାରିବେ। ମୋବାଇଲ୍‌ରେ ଆସୁଥିବା କଲ୍‌ ରିସିଭ୍‌ କରିପାରିବେ, ମେସେଜ୍‌, ସୋସିଆଲ୍‌ ମିଡିଆର ବିଭିନ୍ନ ନୋଟିଫିକେଶନ୍‌ ପାଇପାରିବେ ଏବଂ ଇନ୍‌ଷ୍ଟାଣ୍ଟ ରିପ୍ଲାଏ କରିପାରିବେ। ଏଥିରେ ବିଭିନ୍ନ ଆପ୍‌ ମଧ୍ୟ ବ୍ୟବହାର କରିପାରିବେ। କେବଳ ଏତିକି ନୁହେଁ, କେତେକ ସ୍ମାର୍ଟ ଓ୍ବାଚ୍‌ରେ ସ୍ମାର୍ଟ ଆପ୍‌ ବେସ୍‌ଡ ଇ-ପେମେଣ୍ଟ ସିଷ୍ଟମ ମଧ୍ୟ ଉପଲବ୍ଧ। ତେଣୁ ଆପଣ ଏହା ସାହାଯ୍ୟରେ କ୍ୟାଶଲେସ୍‌ ଶପିଂର ବି ଫାଇଦା ଉଠେଇ ପାରିବେ।

ଅନ୍ୟାନ୍ୟ ସୁବିଧା : ହଠାତ୍‌ ଫୋନ୍‌ ନ ମିଳିଲେ ଅବା ହଜିଗଲେ ଆପଣ ‘ଫାଇଣ୍ଡ ଫୋନ୍‌’ ଆପ୍ଲିକେଶନ୍‌ ଦ୍ୱାରା ନିଜ ଫୋନ୍‌କୁ ସହଜରେ ଖୋଜିପାରିବେ। ଏହାଛଡ଼ା ବର୍ତ୍ତମାନ ଆସୁଥିବା ବିଭିନ୍ନ ଲାଟେଷ୍ଟ ସ୍ମାର୍ଟଓ୍ବାଚ୍‌ରେ ଏସି, ଫ୍ୟାନ୍‌, ଲାଇଟ୍‌, ଡୋର୍‌, ମାଇକ୍ରୋଓ୍ବେବ୍‌ ଓଭନ୍‌, ଟିଭି, ଫ୍ରିଜ୍‌ ଭଳି ସ୍ମାର୍ଟ ହୋମ୍‌ ଆପ୍ଲାଏନ୍‌ସେସ୍‌ଗୁଡିକୁ କଣ୍ଟ୍ରୋଲ୍‌ କରିବାର ଅପ୍ସନ ମଧ୍ୟ ଉପଲବ୍ଧ।

ଟପ୍‌ ବ୍ରାଣ୍ଡ: ଗ୍ଲୋବାଲ ସ୍ମାର୍ଟଓ୍ବାଚ୍‌ ମାର୍କେଟ ତରଫରୁ ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ୨୦୨୧ରେ ବିକ୍ରି ହୋଇଥିବା ସମୁଦାୟ ହାତ ଘଣ୍ଟାର ପ୍ରାୟ ୪୦%ରୁ ଊର୍ଦ୍ଧ୍ୱ ହେଉଛି କେବଳ ସ୍ମାର୍ଟ ଓ୍ବାଚ୍‌। ତେବେ ଗ୍ଲୋବାଲ୍‌ ମାର୍କେଟରେ ସବୁଠୁ ଅଧିକ ବିକ୍ରି ହେଉଥିବା ଟପ୍‌ ୯ ସ୍ମାର୍ଟ ଓ୍ବାଚ୍‌ ବ୍ରାଣ୍ଡ ହେଉଛି ଆପଲ୍‌, ସାମ୍‌ସଙ୍ଗ୍‌, ହୁଆଇ, ଇମୁ, ଆମାଜ୍‌ଫିଟ୍‌, ଗାର୍ମିନ୍‌, ଫିଟ୍‌ବିଟ୍‌, ଜାଓମି, ନଏଜ୍‌; ଯାହାମଧ୍ୟରୁ ଆମ ଦେଶରେ ସବୁଠୁ ଅଧିକ ବିକ୍ରି ଏବଂ ଲୋକପ୍ରିୟତା ହାସଲ କରିଛି ନଏଜ୍‌ କମ୍ପାନୀର ସ୍ମାର୍ଟଓ୍ବାଚ୍‌।

Powered by Froala Editor

Tags Smart watch

Related articles Odisha News Lens 4.1

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13913
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14940
    Nov 18, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14389
    Nov 19, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14423
    Nov 19, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14744
    Nov 19, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14738
    Nov 18, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13732
    Nov 19, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13688
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15661
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15661
    Nov 18, 2025
  • ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13688
    Nov 18, 2025
  • ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13732
    Nov 19, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14389
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14370
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16150
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15166
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14441
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14724
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14315
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13688
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14738
    Nov 18, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14744
    Nov 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In