Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

ରାଜ୍ୟ
Home ›› ରାଜ୍ୟ ››ପୁଣି କରୋନା ଭୟ, ଏମିତି କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ପୁଣି କରୋନା ଭୟ, ଏମିତି କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

2022-04-19 07:42:03
14840
Share:
Facebook
Twitter
E-Mail
WhatsApp
Telegram
ପୁଣି କରୋନା ଭୟ, ଏମିତି କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେବ କରୋନା ସଂକ୍ରମଣ ଓ ମୃତୁ୍ୟ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହେଉଥିଲା । କିନ୍ତୁ ଦେଶରେ ପୁଣି  କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଲାଣି । କରୋନା ଚତୁର୍ଥ ଲହର ଆସିବାର ଆଶଙ୍କା ପ୍ରକାଶ ପାଇଛି । ଦୈନିକ ସଂକ୍ରମଣ ବୃଦ୍ଧିକୁ ନେଇ ଏହି ଆଶଙ୍କା ବଢିଛି ।

ତେବେ କରୋନା କଟକଣାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ  ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟରେ ଏଯାଏ ମାସ୍କ ପିନ୍ଧିବା କଟକଣା ହଟିନାହିଁ । ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ସେ ପରାମର୍ଶ ଦେଇଛନ୍ତି, ବିଶେଷ କରି ଭିଡ ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ଜରୁରୀ ବୋଲି ସେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଦିଲ୍ଲୀ ଓ ଅନ୍ୟ ରାଜ୍ୟରେ ପରିସ୍ଥିତି ଜଟିଳ ରହିଛି କିନ୍ତୁ ଆମ ରାଜ୍ୟ ସ୍ଥିତି ଭଲ ରହିଛି ଓ ରାଜ୍ୟରେ ଦୈନିକ ସଂକ୍ରମଣ ୧୦ରୁ ୨୦ ଭିତରେ ରହୁଛି । ତେଣୁ ଦରକାର ପଡିଲେ ନୂଆ ଷ୍ଟ୍ରାଟେଜି ଲାଗୁ ପାଇଁ ଜିଲ୍ଲାପାଳଙ୍କୁ କୁହାଯାଇଛି । 

ଏହା ସହିତ ବର୍ତ୍ତମାନର ସ୍ଥିତିକୁ କୋଭିଡର ୪ର୍ଥ ଲହର କହିହେବ ନାହିଁ ବୋଲି ସ୍ୱାସ୍ଥ୍ୟ  ନିର୍ଦ୍ଦେଶକ କହିଛନ୍ତି । ଅନ୍ୟପଟେ  ଭାରତର ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ଦ୍ରୁତ ବେଗରେ ବୃଦ୍ଧି ପାଉଥିବାରୁ ଏଠାରେ ତୁଣ୍ଡି ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଜାତୀୟ ରାଜଧାନୀ ଅଂଚଳ (ଏନସିଆର୍) ସହିତ ଲକ୍ଷ୍ନୌ, ଗୌତମବୁଦ୍ଧ ନଗର, ଗାଜିଆବାଦ, ହାପୁର, ମିରଟ୍, ବୁଲନ୍ଦସର ଓ ଭାଗପତ ଅଂଚଳରେ ତୁଣ୍ଡି ପିନ୍ଧିବାମକୁ ପ୍ରଶାସନ ପକ୍ଷରୁ ବାଧ୍ୟତାମୂଳକ କରାଯାିଛି । ସର୍ବସାଧାରଣ ସ୍ଥାନରେ ଲୋକଙ୍କ ପାଇଁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । 

Powered by Froala Editor

Tags Corona

Related articles Odisha News Lens 4.1

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15042
    Nov 06, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15147
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13909
    Nov 05, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14605
    Nov 06, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14589
    Nov 05, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15447
    Nov 06, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14070
    Nov 05, 2026
  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15543
    Nov 05, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13665
    Nov 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13665
    Nov 05, 2026
  • ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14070
    Nov 05, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13909
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17255
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17956
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17898
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18318
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13896
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14863
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15842
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15022
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16213
    Oct 26, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    13940
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14024
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14415
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15858
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14589
    Nov 05, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15042
    Nov 06, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13536
    Nov 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In