Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୯୮୮୯ ଜଣ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୯୮୮୯ ଜଣ ପଜିଟିଭ୍ ଚିହ୍ନଟ

2021-05-05 05:04:56
13642
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୯୮୮୯ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ  ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୯ ହଜାର ୮୮୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୩୫୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୮୯ ହଜାର ୬୪୧ ଜଣ କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୩୧ ଜଣ, ସୁନ୍ଦରଗଡ଼ରୁ ୧୧୩୭ ଜଣ, କଟକରୁ ୭୯୦ ଜଣ, ବରଗଡ଼ରୁ ୪୮୩ ଜଣ, ସମ୍ବଲପୁରରୁ ୪୭୦ ଜଣ, ଅନୁଗୁଳରୁ ୪୪୩ ଜଣ,ପୁରୀରୁ ୪୩୬ ଜଣ, କଳାହାଣ୍ଡି ଓ ନବରଙ୍ଗପୁରର ଜିଲ୍ଲାରୁ ୪୧୪ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୩୮୬ ଜଣ, ନୂଆପଡ଼ାରୁ ୩୩୫ ଜଣ,ବଲାଙ୍ଗୀରୁ ୩୨୬ ଜଣ, ଗଞ୍ଜାମରୁ ୩୧୦ ଜଣ, ଯାଜପୁରରୁ ୨୮୨ ଜଣ, ମୟୂଭଞ୍ଜରୁ ୨୪୩ ଜଣ,ନୟାଗଡ଼ାରୁ ୨୨୩ ଜଣ,କେନ୍ଦୁଝରୁ ୧୯୫ ଜଣ, ସୋନପୁରରୁ ୧୫୮ ଜଣ,ଜଗତସିଂହପୁରରୁ ୧୫୬ ଜଣ,ବାଲେଶ୍ବରୁ ୧୫୧ ଜଣ, କେନ୍ଦ୍ରାପଡ଼ାରୁ ୧୩୩ ଜଣ, ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାରୁ ୧୨୯ ଜଣ ଲେଖାଏଁ ,ଗଜପତିରୁ ୧୧୭ ଜଣ, ଢ଼େଙ୍କାନାଳରୁ ୯୦ ଜଣ, କୋରରାପୁଟରୁ ୯୪ ଜଣ, ମାଲକାନଗିରିରୁ ୮୬ ଜଣ,ଦେବଗଡ଼ରୁ ୭୫ ଜଣ, ଭଦ୍ରକ ଓ କନ୍ଧମାଳର ଜିଲ୍ଲାରୁ ୫୨ ଜଣ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୨୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୮୯ ହଜାର ୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୭ ହଜାର ୨୫୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଲକ୍ଷ ୧୦ ହଜାର ୨୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Powered by Froala Editor

Tags Corona

Related articles Odisha News Lens 4.1

  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14771
    Oct 19, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    15125
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14405
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13965
    Oct 18, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    15107
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15452
    Oct 19, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15091
    Oct 19, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14353
    Oct 18, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13927
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13965
    Oct 18, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14405
    Oct 17, 2026
  • ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    15125
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17194
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17888
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17834
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14353
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15364
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14701
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14800
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15803
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14622
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13988
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15816
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଖି ଭ୍ରୁଲତାରେ ଦାନ୍ତ

    14771
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15452
    Oct 19, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14353
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In