Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

Home ›› ››ହିଂସାକାଣ୍ଡ ପରେ ଯୋଗୀଙ୍କ ନିଷ୍ପତ୍ତି : ଶୋଭାଯାତ୍ରା ପାଇଁ ନେବାକୁ ପଡିବ ଅନୁମତି

ହିଂସାକାଣ୍ଡ ପରେ ଯୋଗୀଙ୍କ ନିଷ୍ପତ୍ତି : ଶୋଭାଯାତ୍ରା ପାଇଁ ନେବାକୁ ପଡିବ ଅନୁମତି

2022-04-19 15:42:59
15151
Share:
Facebook
Twitter
E-Mail
WhatsApp
Telegram
ହିଂସାକାଣ୍ଡ ପରେ ଯୋଗୀଙ୍କ ନିଷ୍ପତ୍ତି : ଶୋଭାଯାତ୍ରା ପାଇଁ ନେବାକୁ ପଡିବ ଅନୁମତି

ଧାର୍ମିକ ଶୋଭାଯାତ୍ରା ବେଳେ ଦେଶର ବିଭିନ୍ନ ପ୍ରାନ୍ତରେ ହିଂସାକାଣ୍ଡ ଘଟୁଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାତିରେ ଗୋଟିଏ ଜରୁରୀ ବୈଠକ କରିଥିଲେ। ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଏହାପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଧାର୍ମିକ ଶୋଭାଯାତ୍ରା ସମ୍ପର୍କରେ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି।

ନୂଆ ନିର୍ଦ୍ଦେଶ ମୁତାବକ କୌଣସି ଶୋଭାଯାତ୍ରା ପାଇଁ ବର୍ତ୍ତମାନ ଆୟୋଜକମାନଙ୍କୁ ଏଥିପାଇଁ ପ୍ରଥମେ ଅନୁମତି ନେବାକୁ ପଡିବ । ଏହା ସହିତ ଆୟୋଜକମାନଙ୍କୁ ମଧ୍ୟ ଶୋଭାଯାତ୍ରା ସମୟରେ ଶାନ୍ତି ଏବଂ ସୌହାର୍ଦ୍ୟ ରକ୍ଷା କରିବା ପାଇଁ ଏକ ଆଫିଡେଭିଟ୍ ଦେବାକୁ ପଡିବ । ଯଦି କେହି ନିୟମ ଉଲ୍ଲଂଘନ କରନ୍ତି, ତା’ହେଲେ ତାଙ୍କ ବିରୋଧରେ ଠୋସ୍ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ ବୋଲି ଯୋଗୀ କହିଛନ୍ତି ।

ଅନ୍ୟପକ୍ଷରେ ମେ’ ୪ ତାରିଖ ଯାଏ ସମସ୍ତ ପୁଲିସ୍‌ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି। ସେହିପରି ଛୁଟିରେ ଥିବା କର୍ମଚାରୀଙ୍କୁ ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମସ୍ତ ପୁଲିସ୍ ଷ୍ଟେସନର ଅଧିକାରୀଙ୍କ ଠାରୁ ଆରମ୍ଭ କରି ଏଡିଜି ପାହ୍ୟାର ଅଫିସରମାନଙ୍କ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। ସମସ୍ତ ଅଧିକାରୀ ଶାନ୍ତି ବଜାୟୀ ରଖିବା ପାଇଁ ଧାର୍ମିକ ନେତାମାନଙ୍କ ସହ ନିୟମିତ ଭାବେ ଆଲୋଚନା କରିବେ। କେହି ଯେମିତି ହିଂସା ସୃଷ୍ଟି ନ କରିବେ, ତା’କୁ ନିଶ୍ଚିତ କରିବାକୁ ସେ ଅଧିକାରୀମାନଙ୍କୁ କହିଛନ୍ତି। ଆସନ୍ତାମାସରେ ଇଦ୍‌ ଓ ଅକ୍ଷୟ ତୃତୀୟା ପ୍ରାୟ ସମାନ ତାରିଖରେ ପଢ଼ିବାର ଯଥେଷ୍ଟ ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି।

Powered by Froala Editor

Tags jogi

Related articles Odisha News Lens 4.1

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14534
    Jun 24, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14846
    Jun 24, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14007
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15130
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15639
    Jun 22, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15155
    Jun 24, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14896
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15768
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14044
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15639
    Jun 22, 2026
  • ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15768
    Jun 23, 2026
  • ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15130
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14846
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15017
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14883
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15618
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14481
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14873
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15488
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15238
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14846
    Jun 24, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15155
    Jun 24, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13709
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In