Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ ଉପରମୁହାଁ ସଂକ୍ରମଣ, ଦିନକରେ ୨୪୫୧ ନୂଆ ସଂକ୍ରମିତ

ଦେଶରେ ଉପରମୁହାଁ ସଂକ୍ରମଣ, ଦିନକରେ ୨୪୫୧ ନୂଆ ସଂକ୍ରମିତ

2022-04-22 06:21:04
15001
Share:
Facebook
Twitter
E-Mail
WhatsApp
Telegram
ଦେଶରେ ଉପରମୁହାଁ ସଂକ୍ରମଣ, ଦିନକରେ ୨୪୫୧ ନୂଆ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହୋଇଛି କୋରୋନା ଗ୍ରାଫ୍ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଲଗାତାର ତିନି ଦିନ ଧରି ପଜିଟିଭ ମାମଲା ୨ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ପୁଣି ୨,୪୫୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି) । ସଂକ୍ରମଣ ବଢିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଦିନକରେ ଦେଶରେ ୫୪ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ ୧,୫୮୯ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୪,୨୪୧କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪,୨୫,୧୬,୦୬୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୨,୧୧୬ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୮,୦୩,୫୫୮ ଡୋଜ୍ ଦିଆଯାଇଛି । ବର୍ତ୍ତମାନ ଦିଲ୍ଲୀ ସମେତ କେତେକ ରାଜ୍ୟରେ ସଂକ୍ରମଣ ବଢିବାରେ ଲାଗିଛି । ଫଳରେ ଏବେ କୋରୋନା କଟକଣା ମଧ୍ୟ କଡାକଡି କରାଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ଲୋକଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।



Powered by Froala Editor

Tags Corona

Related articles Odisha News Lens 4.1

  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14032
    Jun 23, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15116
    Jun 23, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14512
    Jun 24, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14882
    Jun 22, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13695
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15122
    Jun 24, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15625
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13993
    Jun 23, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15756
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13695
    Jun 23, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14512
    Jun 24, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15122
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14832
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15003
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14869
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15616
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14478
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15756
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14832
    Jun 24, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14512
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In