Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ...

  • ବଡ଼ ଖବର: ୩% ବଢିଲା DA

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ...

  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

ଖେଳ ଖବର
Home ›› ଖେଳ ଖବର ››କେଉଁ ୬ଟି ସହରରେ ଟିକା ନେବା ଉପରେ ବିସିସିଆଇର ଗୁରୁତ୍ୱ ଜାଣନ୍ତୁ?

କେଉଁ ୬ଟି ସହରରେ ଟିକା ନେବା ଉପରେ ବିସିସିଆଇର ଗୁରୁତ୍ୱ ଜାଣନ୍ତୁ?

2021-04-04 06:46:17
15574
Share:
Facebook
Twitter
E-Mail
WhatsApp
Telegram
କେଉଁ ୬ଟି ସହରରେ ଟିକା ନେବା ଉପରେ ବିସିସିଆଇର ଗୁରୁତ୍ୱ ଜାଣନ୍ତୁ?
ନୂଆଦିଲ୍ଲୀ: ଆଇପିଏଲ ୬ଟି ସହରରେ ଆୟୋଜିତ ହେବ । ମ୍ୟାଚ ଆୟୋଜନ କରିବାକୁ ଥିବା ରାଜ୍ୟ କ୍ରିକେଟ ଆସୋସିଏସନମାନଙ୍କୁ ତା’ର କର୍ମଚାରୀ ଓ ଗ୍ରାଉଣ୍ଡ ଷ୍ଟାଫଙ୍କ ଟିକାକରଣ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ବିସିସିଆଇ ନିଦେ୍ର୍ଧଶ ଦେଇଛି । ଏହି ୬ଟି ସହର ହେଲା ମୁମ୍ବାଇ, ବାଙ୍ଗାଲୋର, ଚେନ୍ନାଇ, ଦିଲ୍ଲୀ କଲକାତା ଓ ଅହମ୍ମଦାବାଦ । ଦିଲ୍ଲୀ ଏଣ୍ଡ ଡିଷ୍ଟି୍ରକ୍ଟସ କ୍ରିକେଟ ଆସୋସିଏସନ (ଡିଡିସିଏ) ତା’ର କର୍ମଚାରୀଙ୍କୁ କୋଭିଡ-୧୯ ଟିକା ଦେବାର ପ୍ରକି୍ରୟା ଆରମ୍ଭ କରି ଦେଇଛି । ଏପି୍ରଲ ୨୮ ରୁ ମୋ’୮ ମଧ୍ୟରେ ଦିଲ୍ଲୀରେ ୮ଟି ମ୍ୟାଚ ଖେଳାଯିବ । ଆଇପିଏଲ ଆୟୋଜନ ପାଇଁ ତାଙ୍କ କର୍ମଚାରୀଙ୍କୁ କୋଭିଡ ଟିକା ଦେବା ପାଇଁ କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରି ବିଶେଷ ବ୍ୟବସ୍ଥା କରିଛନ୍ତି ଡିଡିସିଏ ସଭାପତି ରୋହନ ଜେଟଲି । ଅନ୍ୟ ରାଜ୍ୟ କ୍ରିକେଟ ଆସୋସିଏସନ ମଧ୍ୟ ଏପରି କରିବାକୁ ବିସିସିଆଇ ନିର୍ଦ୍ଧେଶ ଦେଇଛି । ପୁଣି ମ୍ୟାଚ ଆୟୋଜନ କରିବାକୁ ଥିବା ୬ଟି ରାଜ୍ୟ କ୍ରିକେଟ ଆସୋସିଏସନଙ୍କୁ ଏବେ ଠାରୁ କୋଭିଡ ନିୟମ କଡ଼ାକଡ଼ି ପାଳନ କରିବା ଲାଗି ବିସିସିଆଇ ନିର୍ଦ୍ଧେଶ ଦେଇଛନ୍ତି ।
Tags corona vaccine , bcci , ipl

Related articles Odisha News Lens 4.1

  •  ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ
    ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14368
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13543
    Oct 27, 2026
  • ମନ୍ଦିରରୁ ନବବଧୂକୁ ଉଠାଇନେଲେ
    ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14691
    Oct 27, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13846
    Oct 27, 2026
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...

    13649
    Oct 28, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15191
    Oct 27, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି
    ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15147
    Oct 27, 2026
  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର
    ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15386
    Oct 27, 2026
  •  ବଡ଼ ଖବର: ୩% ବଢିଲା DA
    ଦେଶ-ଦେଶାନ୍ତର

    ବଡ଼ ଖବର: ୩% ବଢିଲା DA

    14440
    Oct 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15386
    Oct 27, 2026
  • ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14691
    Oct 27, 2026
  • ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15191
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17227
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17920
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17869
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18293
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14607
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15973
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14902
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15635
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15792
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15933
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14284
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15129
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14830
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15147
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15191
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13543
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In