Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ପ୍ରଶ୍ନପତ୍ର ବିଷୟରେ ଗୁଜବ ସୃଷ୍ଟି କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟ ସଚିବ

ପ୍ରଶ୍ନପତ୍ର ବିଷୟରେ ଗୁଜବ ସୃଷ୍ଟି କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟ ସଚିବ

2022-04-23 05:14:29
13732
Share:
Facebook
Twitter
E-Mail
WhatsApp
Telegram
ପ୍ରଶ୍ନପତ୍ର ବିଷୟରେ ଗୁଜବ ସୃଷ୍ଟି କଲେ କାର୍ଯ୍ୟାନୁଷ୍ଠାନ: ମୁଖ୍ୟ ସଚିବ


ଭୁବନେଶ୍ୱର: ଆସନ୍ତା ୨୮ରୁ ଯୁକ୍ତ ଦୁଇ ଓ ୨୯ରୁ ମାଟ୍ରିକ ପରୀକ୍ଷା ନିମନ୍ତେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ପରୀକ୍ଷା ପରିଚାଳନାକୁ ସୁବ୍ୟବସ୍ଥିତ କରିବା ନିମନ୍ତେ ପ୍ରତ୍ୟେକ ସେକ୍ଟର ଦାୟିତ୍ୱରେ ଜଣେ ଲେଖାଏଁ ଅଧିକାରୀଙ୍କୁ ଦାୟିତ୍ୱ ନ୍ୟସ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଚଳିତବର୍ଷ ମାଟ୍ରିକରେ ମୋଟ ୫ଲକ୍ଷ ୮୫ହଜାର ୭୩୦ଜଣ ଓ ଯୁକ୍ତ ଦୁଇରେ ୩ଲକ୍ଷ ୨୧ହଜାର ୫୦୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ନୋଡାଲ ସେଂଟରଗୁଡ଼ିକୁ ପ୍ରଶ୍ନ ଓ ଉତ୍ତର ଖାତା ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।
 ଉଭୟ ଯୁକ୍ତ ଦୁଇ ଓ ମାଟ୍ରିକ ପରୀକ୍ଷା ପରିଚାଳନାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ପରୀକ୍ଷା ପାଇଁ ଆଇନ ଶୃଙ୍ଖଳା ନିମନ୍ତେ ପ୍ରତି ସେକ୍ଟରୱାରି ଆବଶ୍ୟକ ପୁଲିସ ଓ ଗାଡ଼ି ଆଦି ମୁତୟନ କରିବାକୁ ମଧ୍ୟ ମୁଖ୍ୟ ସଚିବ ପରାମର୍ଶ ଦେବା ସହ ସୋସିଆଲ ମିଡିଆରେ ନକଲି ପ୍ରଶ୍ନପତ୍ର ସଂଚାର କରୁଥିବା ବ୍ୟକ୍ତି ଓ ପ୍ରଶ୍ନପତ୍ର ଆଦି ବିଷୟରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ଉପରେ ନଜର ରଖି ଦୃଢ଼ କାର୍ୟ୍ୟାନୁଷ୍ଠାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରଶ୍ନପତ୍ର ନୋଡାଲ କେନ୍ଦ୍ରରେ ସୁରକ୍ଷିତ ରଖିବାଠୁ ଆରମ୍ଭ କରି ପ୍ରଶ୍ନପତ୍ର ଓ ପରୀକ୍ଷା ଖାତାକୁ ପରୀକ୍ଷା କେନ୍ଦ୍ରରେ ପହଂଚାଇବା, ପରୀକ୍ଷା ପରିଚାଳନା, ଉତ୍ତର ଖାତାଗୁଡ଼ିକୁ ମୂଲ୍ୟାୟନ କେନ୍ଦ୍ରକୁ ପରିବହନ ଓ ମୂଲ୍ୟାୟନ ଆଦି ସମସ୍ତ ପର୍ୟ୍ୟାୟକୁ ଶୃଙ୍ଖଳିତ କରିବା କରିବା ଦିଗରେ ପଦକ୍ଷେପ ନେବାକୁ ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ଆଜି ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ସମସ୍ତ ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ସ୍କୁଲକୁ କେତେକ କ୍ଲଷ୍ଟରରେ ପରିଣତ କରି ଜଣେ ଲେଖାଏଁ ଦାୟିତ୍ୱସମ୍ପନ୍ନ ଅଧିକାରୀଙ୍କୁ ପ୍ରତି ସେକ୍ଟରର ସମସ୍ତ ପରୀକ୍ଷା ପରିଚାଳନାରେ ଭାଗ ନେବାକୁ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତିି । 

Powered by Froala Editor

Tags Exam

Related articles Odisha News Lens 4.1

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14810
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14630
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13457
    Sep 10, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14780
    Sep 09, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15265
    Sep 11, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14300
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14940
    Sep 10, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15579
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13637
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13745
    Sep 09, 2026
  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13457
    Sep 10, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14780
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13637
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15742
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14562
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13873
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14678
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13790
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14667
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13637
    Sep 11, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ଜାଣନ୍ତୁ କାହିଁକି?

    14780
    Sep 09, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15265
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In