Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 26, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେହି ଭୋକିଲା ନରୁହନ୍ତୁ କହି ମନ୍ଦିରକୁ ଲକ୍ଷେ ଟଙ୍କା ଦାନ କଲେ ଭିକାରୀ

କେହି ଭୋକିଲା ନରୁହନ୍ତୁ କହି ମନ୍ଦିରକୁ ଲକ୍ଷେ ଟଙ୍କା ଦାନ କଲେ ଭିକାରୀ

2022-04-24 16:37:32
15378
Share:
Facebook
Twitter
E-Mail
WhatsApp
Telegram
କେହି ଭୋକିଲା ନରୁହନ୍ତୁ କହି ମନ୍ଦିରକୁ ଲକ୍ଷେ ଟଙ୍କା ଦାନ କଲେ ଭିକାରୀ

୮୦ ବର୍ଷିୟ ଜଣେ ବୃଦ୍ଧା ଭିକାରୀ ଅଶ୍ୱଥମ୍ମା ପୋଲାଇ ମାଙ୍ଗାଲୁରୁର ରାଜରାଜେଶ୍ୱରୀ ମନ୍ଦିରକୁ ଲକ୍ଷେ ଟଙ୍କା ଦାନ କରିଛନ୍ତି।  କେହି ଯେପରି ଭୋକିଲା ନ ରୁହନ୍ତୁ ଏହା କାମନା କରି ନିଜ ପାଖରେ ସାଇତିଥିବା ଟଙ୍କାକୁ ଦାନ କରିଦେଇଥିବା କହିଛନ୍ତି ଏହି ଭିକାରୀ ଜଣଙ୍କ । ସେ ଦକ୍ଷୀଣ କନ୍ନଡ ଓ ଉଡୁପୀ ଜିଲ୍ଲାରେ ଥିବା ମନ୍ଦିର ଆଗରେ ବସି ଭକ୍ତମାନଙ୍କ ଠାରୁ ପାଇଥିବା ଭିକ୍ଷାକୁ ସେ ଦାନ କରିଦେଇଛନ୍ତି । କେବଳ ଏତିକି ନୁହେଁ ମହିଳା ଜଣଙ୍କ ପୂର୍ବରୁ ମଧ୍ୟ ବିଭିନ୍ନ ମନ୍ଦିରକୁ ପ୍ରାୟ ୧୬ ଲକ୍ଷ ଟଙ୍କା ଦାନ କରିଛନ୍ତି ।

କର୍ଣ୍ଣାଟକର ଉଡୁପି ଜିଲ୍ଲା କୁଣ୍ଡାପୁର ତାଲୁକର କାଞ୍ଚାଗୋଡୁ ଗ୍ରାମର ଅଶ୍ୱଥମ୍ମା ତାଙ୍କ ସ୍ୱାମୀଙ୍କ ଦେହାନ୍ତ ପରେ ଗତ ୧୮ ବର୍ଷ ଧରି ବିଭିନ୍ନ ମନ୍ଦିର ନିକଟରେ ଭିକ୍ଷା ମାଗୁଥିଲେ। ଯେତେବେଳେ ତାଙ୍କ ପିଲାମାନେ ମରିଗଲେ ସେତେବେଳେ ବୃଦ୍ଧା ଅନ୍ୟ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ତାଙ୍କ ପାଖରେ କାମ ନ ଥିବାରୁ ସେ ଭିକ ମାଗିବାକୁ ବାଧ୍ୟ ହୋଇଥିଲେ । କିନ୍ତୁ ସେ ତାଙ୍କ ବ୍ୟକ୍ତିଗତ ଖର୍ଚ୍ଚ ପାଇଁ ଭିକ୍ଷା ଅର୍ଥର କିଛି ଅଳ୍ପ ଅଂଶ ବ୍ୟବହାର କରିଥିଲେ। ଅନ୍ୟ ସବୁ ଟଙ୍କା ଏକ ବ୍ୟାଙ୍କରେ ଜମା କରିଥିଲେ। ଏହାକୁ ସେ ଏବେ ମନ୍ଦିରକୁ ଦାନ ଦେଇଛନ୍ତି।

ସୂଚନା ଅନୁସାରେ, ମହିଳା ଜଣକ ପୋଲାଲି ମନ୍ଦିର ସାମ୍ନାରେ ହେଉଥିବା ବାର୍ଷିକ ଯାତ୍ରା ମହୋତ୍ସବ ସମୟରେ ପ୍ରାୟ ଏକ ମାସ ଭିକ ମାଗିଥିଲେ। ଯେଉଁଥିରୁ ତାଙ୍କୁ ପ୍ରାୟ ଲକ୍ଷେ ଟଙ୍କା ମିଳିଥିଲା। ଏହି ଟଙ୍କାକୁ ଶୁକ୍ରବାର ସେ ମନ୍ଦିରକୁ ସାମୁହିକ ଭୋଜନ କାର୍ଯ୍ୟକ୍ରମ ପାଇଁ ଦାନ କରିଛନ୍ତି।

Powered by Froala Editor

Tags 1 lakh

Related articles Odisha News Lens 4.1

  •  ପ୍ରେମରେ ପ୍ରତାରିତ ହୋଇ ୨୧ ଥର ଗୁଜରାଟ ସରକାରଙ୍କୁ ବୋମା ଧମକ, ଯୁବତୀ ଗିରଫ
    ଦେଶ-ଦେଶାନ୍ତର

    ପ୍ରେମରେ ପ୍ରତାରିତ ହୋଇ ୨୧ ଥର ଗୁଜରାଟ ସରକାରଙ୍କୁ ବୋମା ଧମକ, ଯୁବତୀ ଗିରଫ

    14657
    Jun 25, 2025
  •  ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି
    ଦେଶ-ଦେଶାନ୍ତର

    ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14586
    Jun 26, 2025
  • କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌
    ମନୋରଞ୍ଜନ

    କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌

    13507
    Jun 25, 2025
  • ଯିବା ପୂର୍ବରୁ ଶୁଭାଂଶୁ ଦେଲେ ଇମୋସନାଲ ବାର୍ତ୍ତା, ଶୁଭ ମନାସିଲେ ପରିବାର
    ଦେଶ-ଦେଶାନ୍ତର

    ଯିବା ପୂର୍ବରୁ ଶୁଭାଂଶୁ ଦେଲେ ଇମୋସନାଲ ବାର୍ତ୍ତା, ଶୁଭ ମନାସିଲେ ପରିବାର

    14565
    Jun 25, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ ...
    ବାଣିଜ୍ୟ

    ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ ...

    15151
    Jun 25, 2025
  • ୨୦୨୬ରୁ ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ
    ଦେଶ-ଦେଶାନ୍ତର

    ୨୦୨୬ରୁ ବର୍ଷକୁ ଦୁଇଥର ସିବିଏସଇ ଦଶମ ଶ୍ରେଣୀ ବୋର୍ଡ

    14749
    Jun 25, 2025
  • ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ
    ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14385
    Jun 25, 2025
  •  ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?
    ବିଶେଷ

    ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15475
    Jun 26, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ
    ବିଶେଷ

    ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13749
    Jun 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14586
    Jun 26, 2025
  • ଦେଶ-ଦେଶାନ୍ତର

    ପ୍ରେମରେ ପ୍ରତାରିତ ହୋଇ ୨୧ ଥର ଗୁଜରାଟ ସରକାରଙ୍କୁ ବୋମା ଧମକ, ଯୁବତୀ ଗିରଫ

    14657
    Jun 25, 2025
  • ମନୋରଞ୍ଜନ

    କ୍ରିକେଟ୍ ଟିମ୍ କିଣିଲେ ସଲମାନ୍‌

    13507
    Jun 25, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16590
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16708
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17020
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15510
    Apr 03, 2021

ବିଶେଷ

  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13749
    Jun 26, 2025
  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15475
    Jun 26, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14713
    Jun 25, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    15258
    Jun 25, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15344
    Jun 24, 2025

ବାଣିଜ୍ୟ

ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

ଭୁବନେଶ୍ୱର - ୬୦ ବର୍ଷରୁ ଅଧିକ ଇତିହାସ ଥିବା ଭାରତର ଅନ୍ୟତମ ସର୍ବାଧିକ ଖ୍ୟାତିସମ୍ପନ୍ନ ହେୟାର କଲର (କେଶ ରଙ୍ଗ) ବ୍ରାଣ୍ଡ୍‌ ଭାସମଲ୍‌ ପ୍ରାକୃତିକ ହେନାର ଚିରନ୍ତନ ପରମ୍ପରାରେ ମୂଳ ରଖୁଥିବା ତାହାର ଆଧୁ ...

  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15531
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15001
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14822
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14825
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14586
    Jun 26, 2025
  • ପ୍ରେମରେ ପ୍ରତାରିତ ହୋଇ ୨୧ ଥର ଗୁଜରାଟ ସରକାରଙ୍କୁ ବୋମା ଧମକ, ଯୁବତୀ ଗିରଫ

    14657
    Jun 25, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15151
    Jun 25, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In