Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ...

  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

  • ଚରିତ୍ର ଗଠନ, ଦେଶପ୍ରେମ ଓ ...

  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ...

  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

ଖେଳ ଖବର
Home ›› ଖେଳ ଖବର ››ଖେଲୋ ଇଣ୍ଡିଆ ଗେମ୍‍ସ: ଭାରୋତ୍ତୋଳନରେ କିଟ ଛାତ୍ରୀ ସ୍ନେହାଙ୍କୁ ସ୍ୱର୍ଣ୍ଣ

ଖେଲୋ ଇଣ୍ଡିଆ ଗେମ୍‍ସ: ଭାରୋତ୍ତୋଳନରେ କିଟ ଛାତ୍ରୀ ସ୍ନେହାଙ୍କୁ ସ୍ୱର୍ଣ୍ଣ

2022-04-25 07:02:13
21626
Share:
Facebook
Twitter
E-Mail
WhatsApp
Telegram
ଖେଲୋ ଇଣ୍ଡିଆ ଗେମ୍‍ସ: ଭାରୋତ୍ତୋଳନରେ କିଟ ଛାତ୍ରୀ ସ୍ନେହାଙ୍କୁ ସ୍ୱର୍ଣ୍ଣ
ଖେଲୋ ଇଣ୍ଡିଆ ଗେମ୍‍ସ: ଭାରୋତ୍ତୋଳନରେ କିଟ ଛାତ୍ରୀ ସ୍ନେହାଙ୍କୁ ସ୍ୱର୍ଣ୍ଣ
ବାଙ୍ଗାଲୋରଠାରେ ଚାଲୁଥିବା ଦ୍ୱିତୀୟ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାରେ କିଟ ଛାତ୍ରୀ ସ୍ନେହା ସୋରେନ୍‍ କମାଲ ପ୍ରଦର୍ଶନ କରିଛନ୍ତି। ୪୯କେଜି ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ୱର୍ଣ୍ଣ ପଦକ ହାସଲ କରି ସ୍ନେହା କିଟ, କିସ ତଥା ସମଗ୍ର ଓଡ଼ିଶାକୁ ଗୌରବ ଆଣିପାରିଛନ୍ତି। ଏହା ସହିତ ସ୍ନେହା ସ୍ନାଚ୍‍ ଇଭେଣ୍ଟରେ ୬୯ କେଜି ଭାରୋତ୍ତୋଳନ କରିଥିବା ବେଳେ କ୍ଲିନ୍‍ ଓ ଜର୍କ ଇଭେଣ୍ଟରେ ୯୨ କେଜି ସହ ମୋଟ ୧୬୧ କେଜି ଭାରୋତ୍ତୋଳନ କରିଥିଲେ। ଏହା ପୂର୍ବରୁ ସ୍ନେହା ଗୁଣ୍ଟୁରଠାରେ ସର୍ବଭାରତୀୟ କ୍ରୀଡ଼ା ପ୍ରତିଯେଗିତାରେ ଅଂଶଗ୍ରହଣ କରି ରେକର୍ଡ ସହ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ବେଳେ ନିକଟରେ କିଟ୍‍ ଷ୍ଟାଡ଼ିଅମରେ ଅନୁଷ୍ଠିତ ହୋଇଯାଇଥିବା ଜାତୀୟ ଭାରୋତ୍ତୋଳନ ଚାମ୍ପିଅନ୍‍ସିପର ମହିଳା ବିଭାଗରେ ମଧ୍ୟ ସ୍ନେହା କାଂସ୍ୟ ପଦକ ହାସଲ କରି ତାଙ୍କ ପ୍ରତିଭାର ପରିଚୟ ସୃଷ୍ଟି କରିପାରିଥିଲେ। ଦ୍ୱିତୀୟ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାରେ ସ୍ନେହାଙ୍କ ସଫଳତା ପାଇଁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।'

Powered by Froala Editor

Tags khelo India

Related articles Odisha News Lens 4.1

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...
    ବାଣିଜ୍ୟ

    ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...

    13809
    Nov 14, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13696
    Nov 15, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14694
    Nov 14, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14429
    Nov 15, 2026
  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13687
    Nov 15, 2026
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14871
    Nov 14, 2026
  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG
    ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14325
    Nov 15, 2026
  • ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ
    ଦେଶ-ଦେଶାନ୍ତର

    ବ୍ରିଟିଶ ନାଗରିକତା ପାଇଲେ ଲଳିତ ମୋଦୀ

    14311
    Nov 15, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15501
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14325
    Nov 15, 2026
  • ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13696
    Nov 15, 2026
  • ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14694
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17282
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17984
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17940
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18354
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14551
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14287
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15638
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14426
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14501
    Nov 05, 2026

ବାଣିଜ୍ୟ

ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍


ପୂର୍ବାଞ୍ଚଳର ଆଧ୍ୟାତ୍ମିକ ଜ୍ଞାନ ଓ ଆଧୁନିକ ଶିକ୍ଷାର ସମନ୍ୱୟରେ ଏକ ପରିବର୍ତ୍ତନଶୀଳ ‘ହାଓ ଟୁ ଲିଭ୍’ ପାଠ୍ୟକ୍ରମ; ଜ୍ଞାନୀ, ଦକ୍ଷ, ଆଲୋକପ୍ରାପ୍ତ ଓ ଦାୟିତ୍ୱବାନ ବିଶ୍ୱ ନାଗରିକ ଗଢ଼ିବା ଲକ୍ଷ୍ୟ

କେନ୍ଦୁଝର : ଏହି ଶିଶୁ ଦିବସ ଅବସରରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ (UGIS) ...

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15333
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14370
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15590
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14170
    Nov 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14871
    Nov 14, 2026
  • ଏକ୍ସପ୍ରେସ୍ ରେ ନିଆଁ, ଯାତ୍ରୀମାନେ ଭୟଭୀତ

    13687
    Nov 15, 2026
  • ମୁମ୍ବାଇରେ କିଲୋ ପିଛା ୧ ଟଙ୍କା ୫୦ ପଇସା ବଢ଼ିଲା CNG

    14325
    Nov 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In