Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ଦେଶରେ ଆଉ ୨ହଜାର ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଆଉ ୨ହଜାର ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ

2022-04-26 09:58:58
13915
Share:
Facebook
Twitter
E-Mail
WhatsApp
Telegram
ଦେଶରେ ଆଉ ୨ହଜାର ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୨ହଜାର ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୧ହଜାର ୯୭୦ଜଣ ସଂକ୍ରମିତ ସୁସ୍ଥ ‌ହୋଇଛନ୍ତି । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୬୩୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଦୈନିକ ପଜିଟିଭିଟି ହାର ୦.୫୫%କୁ ବୃଦ୍ଧି ପାଇଛି । ଏଯାଏ ଦେଶରେ କରୋନାରୁ ମୋଟ୍‌ ୪,୨୫,୩୩,୩୧୧ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୩,୬୨୨ ଜଣଙ୍କ ମୃତ୍ୟୁ ହୋଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14959
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14716
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15201
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14756
    May 26, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15110
    May 27, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13637
    May 26, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13649
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14661
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13507
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15110
    May 27, 2026
  • ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14756
    May 26, 2026
  • ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13649
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16883
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17933
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14716
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14649
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15746
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15036
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14447
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15425
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15168
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15657
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13507
    May 26, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14716
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13490
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In