Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

ରାଜ୍ୟ
Home ›› ରାଜ୍ୟ ››ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

2022-04-27 06:22:32
13671
Share:
Facebook
Twitter
E-Mail
WhatsApp
Telegram
ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା


ଭୁବନେଶ୍ବର: ଜଳସଂପଦ ବିଭାଗର ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୨୦୨୪ ସୁଦ୍ଧା ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ୟ୍ୟକାରୀ ହେବା ନେଇ ନିଷ୍ପତ୍ତି ହୋଇଛି । ଏନେଇ ଜଳସମ୍ପଦ ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଛନ୍ତି । ସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ରୂପାନ୍ତର ଆଣିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ  ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଜଳସଂପଦ ବିଭାଗ ପକ୍ଷରୁ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର ପରିବର୍ତ୍ତନଶୀଳ ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଛନ୍ତି । ଏହି ଉପସ୍ଥାପନା ଅନୁଯାୟୀ ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ୟ୍ୟକାରୀ ହେବ। ଏଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ୟ୍ୟକାରୀ ହେବ । ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତି ବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ବବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି ।ଏହାଦ୍ବାରା ଓଡିଶାର ଜଳସଂପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ । ଜଳସେଚନ ପ୍ରକଳ୍ପ ଗୁଡିକର କାର୍ୟ୍ୟକାରିତା କ୍ଷେତ୍ରରେ ୫-ଟି କାର୍ୟ୍ୟକ୍ରମର ସଫଳ ପ୍ରୟୋଗ କରି ବହୁ ଦିନର ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ଜଳସଂପଦ ବିଭାଗକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ବିଭାଗୀୟ ଇଂଜିନିୟର ମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଅନ୍ୟସବୁ ବିଭାଗ ଏହିପରି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ୟ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବଲାଂଗୀର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଚାଲିଥିବା ଜଳସେଚନ ପ୍ରକଳ୍ପ ଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ବରାନ୍ବିତ କରାଯାଇଛି, ସେ ସଂପର୍କରେ ଜିଲ୍ଲାପାଳ ମାନେ ସୂଚନା ଦେଇଛନ୍ତି । ଆଲୋଚନା ପର୍ୟ୍ୟାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ବରାନ୍ବିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଛନ୍ତି ।

ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସୂଚନା ଦିଆଯାଇଛି ।  ଇଂଜିନିୟରିଂ ଜ୍ଞାନକୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ୟ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ ୱାର୍କ, ଦାୟିତ୍ବବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସଂପର୍କରେ ଉପସ୍ଥାପନା ରଖାଯାଇଛି ।ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ ଟି ସଚିବ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଇଆସିଛନ୍ତି । ସ୍ବଚ୍ଛତାର ସହ ବିଭିନ୍ନ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି । ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଜଳସେଚନ ପ୍ରକଳ୍ପଗୁଡିକ ଯେଭଳି ଭାବରେ ଅଗ୍ରଗତି କରୁଛି, ଆଗାମୀ ୨-୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲ୍ଲା ଭାବରେ ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଛନ୍ତି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14913
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15207
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14477
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13535
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15593
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14871
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14323
    Sep 30, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14487
    Sep 29, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14654
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14477
    Sep 30, 2026
  • ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14871
    Sep 30, 2026
  • ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15207
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17137
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18208
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15026
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13994
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15733
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15299
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14675
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14275
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14336
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15952
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14487
    Sep 29, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14654
    Sep 30, 2026
  • ଭାରତରେ ‘Apple Pay’ ପ୍ରବେଶ

    14477
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In