Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ...

  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ ...

  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ ...

  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ...

  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ...

  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ...

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

Home ›› ››ସ୍କୁଲ ଜିପ୍‌ ଦୁର୍ଘଟଣା; ୨ଶିଶୁ ମୃତ

ସ୍କୁଲ ଜିପ୍‌ ଦୁର୍ଘଟଣା; ୨ଶିଶୁ ମୃତ

2022-04-29 06:54:32
15349
Share:
Facebook
Twitter
E-Mail
WhatsApp
Telegram
ସ୍କୁଲ ଜିପ୍‌ ଦୁର୍ଘଟଣା; ୨ଶିଶୁ ମୃତ

ଧର୍ମଶାଳା: ହିମାଚଳ ପ୍ରଦେଶର ଚାମ୍ବାରେ ଏକ ସ୍କୁଲ ଜିପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୨ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭରଙ୍କ ସମେତ ୭ଜଣ ଶିଶୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ ଗତକାଲି ଚାମ୍ବାରେ ଏହି ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ଜଣେ ଶିଶୁର ମୃତ୍ୟୁ ହୋଇଥିଲା । ଅନ୍ୟ ସମସ୍ତ ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଆଜି ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ ଶିଶୁଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଡ୍ରାଇଭର ସହ ଅନ୍ୟ ଚାରିଜଣ ପିଲା ଟାଣ୍ଡା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସମସ୍ତ ଆହତ ଶିଶୁଙ୍କ ଅବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

Powered by Froala Editor

Tags Accident

Related articles Odisha News Lens 4.1

  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା
    ଦେଶ-ଦେଶାନ୍ତର

    ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14618
    Apr 04, 2026
  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ
    ଦେଶ-ଦେଶାନ୍ତର

    ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15048
    Apr 05, 2026
  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ
    ରାଜନୀତି

    ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    13895
    Apr 04, 2026
  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ
    ଦେଶ-ଦେଶାନ୍ତର

    ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ

    13939
    Apr 04, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା
    ବିଶେଷ

    ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13718
    Apr 04, 2026
  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ
    ଦେଶ-ଦେଶାନ୍ତର

    ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

    13898
    Apr 04, 2026
  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

    13774
    Apr 04, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14472
    Apr 05, 2026
  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ
    ଦେଶ-ଦେଶାନ୍ତର

    ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14039
    Apr 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15048
    Apr 05, 2026
  • ଦେଶ-ଦେଶାନ୍ତର

    ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14039
    Apr 05, 2026
  • ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14472
    Apr 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17399
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17459
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17810
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16286
    Apr 03, 2021

ବିଶେଷ

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13718
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15407
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14615
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16014
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15501
    Mar 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15312
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15042
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15547
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13842
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    13895
    Apr 04, 2026
  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14618
    Apr 04, 2026
  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ

    13981
    Apr 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In