Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

ବାଣିଜ୍ୟ
Home ›› ବାଣିଜ୍ୟ ››ସୁନା ଆମଦାନି ୪୭୧ ପ୍ରତିଶତ ବୃଦ୍ଧି

ସୁନା ଆମଦାନି ୪୭୧ ପ୍ରତିଶତ ବୃଦ୍ଧି

2021-04-04 06:53:55
15067
Share:
Facebook
Twitter
E-Mail
WhatsApp
Telegram
ସୁନା ଆମଦାନି ୪୭୧ ପ୍ରତିଶତ ବୃଦ୍ଧି
ନୂଆଦିଲ୍ଲୀ: କରୋନା ମହାମାରୀ ସତ୍ତ୍ୱେ ଦେଶରେ ସୁନା ଚାହିଦା କିଛି କମ୍ ନାହିଁ । ଦର କମ ରହିବା ଦ୍ୱାରା ମାର୍ଚ୍ଚ ମାସରେ ଦେଶର ସୁନା ଆମଦାନି ୪୭୧ ପ୍ରତିଶତ ବୃଦ୍ଧି ଘଟି ୧୬୦ ଟନରେ ପହଞ୍ଚିଛି । ଫେବ୍ରୁଆରିରେ ସରକାର ଆମଦାନି ଶୁଳ୍କକୁ ୧୨.୫ ପ୍ରତିଶତରୁ ହ୍ରାସ କରି ୧୦.୭୫ ପ୍ରତିଶତ କରିବା ଦ୍ୱାରା ଏହାର ପ୍ରଭାବ ଆମଦାନି ଉପରେ ମଧ୍ୟ ପଡ଼ିଛି । ଭାରତ ହେଉଛି ବିଶ୍ୱର ଦ୍ୱିତୀୟ ବୃହତ ସୁନା ବ୍ୟବହାରକାରୀ ଦେଶ । ତେବେ ଗତବର୍ଷ ଅଗଷ୍ଟରେ ସୁନା ଦର ୨୦୭୨ ଡଲାର ଥିବା ବେଳେ ଇତି ମଧ୍ୟରେ ଏଥିରେ ୧୭ ପ୍ରତିଶତ ହ୍ରାସ ଘଟିଛି । ସୁନା ଆମଦାନି ବୃଦ୍ଧି ହେବା ଫଳରେ ଭାରତର ବାଣିଜ୍ୟ ନିଅଣ୍ଟ ବଢ଼ିପାରେ ଏବଂ ଟଙ୍କା ବିନିମୟ ମୂଲ୍ୟ ଉପରେ ମଧ୍ୟ ଚାପ ସୃଷ୍ଟି ହୋଇପାରେ । ଚଳିତ ବର୍ଷ ଜାନୁଆରିରୁ ମାର୍ଚ୍ଚ ତ୍ରୟମାସରେ ଭାରତ ମୋଟ ୩୨୧ ଟନ ସୁନା ଆମଦାନି କରିଛି ପୂର୍ବବର୍ଷର ଏହି ଅବଧିରେ ଭାରତ କିନ୍ତୁ ୧୨୪ ଟନ୍ ସୁନା ଆମଦାନି କରିଥିଲା ।
Tags gold

Related articles Odisha News Lens 4.1

  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15722
    Nov 06, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14339
    Nov 05, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13812
    Nov 06, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13477
    Nov 07, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    13918
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15283
    Nov 06, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15123
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13811
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14877
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13477
    Nov 07, 2026
  • ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13425
    Nov 07, 2026
  • ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14877
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13811
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14163
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14895
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15874
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15055
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15283
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14142
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14422
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15722
    Nov 06, 2026
  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13477
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13811
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In