Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ...

ରାଜ୍ୟ
Home ›› ରାଜ୍ୟ ››୧୦ ରେ ବାତ୍ୟା !

୧୦ ରେ ବାତ୍ୟା !

2022-04-30 04:55:13
15339
Share:
Facebook
Twitter
E-Mail
WhatsApp
Telegram
୧୦ ରେ ବାତ୍ୟା !


ଭୁବନେଶ୍ୱର : ଦାନା ବାନ୍ଧୁଛି ବାତ୍ୟା ।  ଯଦି  ପ୍ରାକ୍‌ ଆକଳନ ଠିକ୍‌ ହୁଏ, ତେବେ ଆସନ୍ତା ମେ’ ୧୦ ତାରିଖବେଳକୁ ଆସିପାରେ ଆଉ ଏକ ଗ୍ରୀଷ୍ମକାଳୀନ ବାତ୍ୟା । ଏହି ଖରାଦିନିଆ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଚିନ୍ତା ବଢ଼ାଇଛି ପ୍ରାକୃତିକ ଦୁର୍ବିପାକର ସହଜ ଠିକଣା ଓଡ଼ିଶା ପାଇଁ ।  ସମ୍ଭାବ୍ୟ ବାତ୍ୟାକୁ ନେଇ ଭିନ୍ନଭିନ୍ନ ଆକଳନ କରିଛନ୍ତି ବିଭିନ୍ନ ପାଣିପାଗ ସଂସ୍ଥା ମଡେଲ । ଅଧିକାଂଶ ମଡେଲ ଅନୁସାରେ ସମ୍ଭାବ୍ୟ ବାତ୍ୟା ଭୀଷଣ (ସିଭିୟର) ରୂପ ନେଇପାରେ । ଏହା ଆସନ୍ତା ୧୦/୧୧ ତାରିଖବେଳକୁ ଉତ୍ତର ଆନ୍ଧ୍ର ଉପକୂଳ ଛୁଇଁବା ସମ୍ଭାବନା ଅଧିକ । କିମ୍ବା ଦକ୍ଷିଣ ଓଡ଼ିଶା ଉପକୂଳରେ ମାଡ଼ ହୋଇପାରେ ।

 କେତେକ ମଡେଲ ଅନୁସାରେ ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗର ସୁନ୍ଦରବନ ଛୁଇଁପାରେ । ଏପରିକି ଏହା ଦିଗ ବଦଳାଇ ବାଂଲାଦେଶ ଆଡ଼କୁ ବି ଯାଇପାରେ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି, ଆସନ୍ତା ୪ ତାରିଖବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା  ଅଛି । ୫ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇପାରେ । ଆଇଏମଡିର ବିସ୍ତାରିତ ପୂର୍ବାନୁମାନ ଅନୁଯାୟୀ ସମ୍ଭାବ୍ୟ ଲଘୁଚାପ ଅବପାତ (ଡିପ୍ରେସନ୍‌) ରୂପ ନେବ ।

 ଲଘୁଚାପ ଓ ବାତ୍ୟା ସୃଷ୍ଟି ନେଇ ବିଭିନ୍ନ ମଡେଲ ଗତ ୩ ଦିନ ହେବ ଭିନ୍ନ ଭିନ୍ନ ଆକଳନ କରିଛନ୍ତି ।  ମେ’ ୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୫ରେ ଦକ୍ଷିଣ-ପୂର୍ବ ବଙ୍ଗେପେସାଗରରେ ଆଣ୍ଡାମାନର ଦକ୍ଷିଣରେ ଲଘୁଚାପ ସୃଷ୍ଟି ହେବ । ଉଭୟ ସମୁଦ୍ର ଓ ବାୟୁମଣ୍ଡଳର ପରିସ୍ଥିତି ଏହାକୁ ଶୀଘ୍ର ଘନୀଭୂତ କରିବା ପାଇଁ ସହାୟକ ହେବ । ଫଳତଃ ମେ’ ୬ରେ ଅବପାତ, ୭ରେ ବାତ୍ୟା ଓ ୮ରେ ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ) ରୂପ ନେଇପାରେ ।   ବର୍ତ୍ତମାନ ମଡେଲ କହୁଛି, ମେ’ ୬ରେ ଗତିପଥ ଉତ୍ତର-ପଶ୍ଚିମ ବା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଆଡ଼କୁ ମୁହାଁଇବ । ଯଦି ଏହା ହୁଏ, ତେବେ ୮ ତାରିଖରୁ ଉପକୂଳ ଓଡ଼ିଶାରେ ପାଗରେ ପରିବର୍ତ୍ତନ ସହିତ କିଛି ବର୍ଷା ଆରମ୍ଭ ହୋଇପାରେ । ୧୦ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବା ସମ୍ଭାବନା ବର୍ତ୍ତମାନ ଅଧିକ ପରିଲକ୍ଷିତ ହେଉଛି । ତେବେ ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନାକୁ ସମ୍ପୂର୍ଣ୍ଣ ଏଡ଼ାଇ ଦିଆଯାଇନପାରେ । ଅନ୍ୟପକ୍ଷରେ ଅଷ୍ଟ୍ରେଲିଆର ଏକ ମଡେଲ୍‌ କହୁଛି, ଏହା ୮ ତାରିଖରେ ବୁଲି ଯାଇ ଦିଗ ବଦଳାଇବା ସମ୍ଭାବନା ଅଛି । ଏମିତି ହେଲେ ସମ୍ଭାବ୍ୟ ବାତ୍ୟା ବାଂଲାଦେଶ ଉପକୂଳ ଆଡ଼କୁ ମୁହାଁଇପାରେ । ଲଘୁଚାପ ସୃଷ୍ଟି ହେବା ପରେ ଠିକ୍‌ ଚିତ୍ର ମିଳିପାରିବ ବୋଲି ଡକ୍ଟର ପଶୁପାଳକ କହିଛନ୍ତି ।

Powered by Froala Editor

Tags Cyclone

Related articles Odisha News Lens 4.1

  • ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ
    ଦେଶ-ଦେଶାନ୍ତର

    ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ

    13393
    Jun 26, 2025
  •  ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି
    ଦେଶ-ଦେଶାନ୍ତର

    ତିଆରି କରୁଛି ପାକିସ୍ତାନ, ଆଇସିବିଏମ୍‌ର ଲକ୍ଷ୍ୟ ଭେଦ ଦୂରତା ୫୫୦୦ କିମି

    14700
    Jun 26, 2025
  • ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ
    ମନୋରଞ୍ଜନ

    ଗାଙ୍ଗୁଲିଙ୍କ ବାୟୋପିକ୍ ପାଇଁ ରାଜକୁମାର ରାଓ ନର୍ଭସ

    14496
    Jun 25, 2025
  •  ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?
    ବିଶେଷ

    ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15582
    Jun 26, 2025
  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ
    ବିଶେଷ

    ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13853
    Jun 26, 2025
  • ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ
    ଦେଶ-ଦେଶାନ୍ତର

    ସ୍ପେଶ ଷ୍ଟେଶନରେ ଶୁଭାଂଶୁଙ୍କୁ ଭବ୍ୟ ସ୍ବାଗତ

    15333
    Jun 26, 2025
  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ...
    ସଂସ୍କୃତି

    ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ...

    15671
    Jun 25, 2025
  • ମା’ ହେବାକୁ ଯାଉଛନ୍ତି ଅଙ୍କିତା
    ମନୋରଞ୍ଜନ

    ମା’ ହେବାକୁ ଯାଉଛନ୍ତି ଅଙ୍କିତା

    14969
    Jun 26, 2025
  • ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌
    ମନୋରଞ୍ଜନ

    ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌

    15150
    Jun 26, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ

    15353
    Jun 26, 2025
  • ମନୋରଞ୍ଜନ

    ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌

    15150
    Jun 26, 2025
  • ଦେଶ-ଦେଶାନ୍ତର

    ଅପରେଶନ ସିନ୍ଦୁର ତଥ୍ୟ ଦେଇଥିଲେ ନୌସେନା କିରାଣି, ଗିରଫ କଲା ଗୁଇନ୍ଦା ବିଭାଗ

    13393
    Jun 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16709
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17021
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15511
    Apr 03, 2021

ବିଶେଷ

  • ଲାଲ କଦଳୀ ଖାଇବା ଦ୍ୱାରା ମିଳିଥାଏ ଅଗଣିତ ସ୍ବାସ୍ଥ୍ୟ ଲାଭ

    13853
    Jun 26, 2025
  • ୨ ପାଖୁଡ଼ା ରସୁଣର ଉପକାରିତା କ'ଣ ଜାଣନ୍ତୁ ?

    15582
    Jun 26, 2025
  • ମାନସିକତାକୁ ସକାରାତ୍ମକ ରଖେ ଯୋଗ

    14823
    Jun 25, 2025
  • ବଦଳାନ୍ତୁ ଆଙ୍ଗୁଠି ଫୁଟାଇବା ଅଭ୍ୟାସ, ନହେଲେ ଭୋଗିବେ ସାଙ୍ଘାତିକ ସମସ୍ୟା

    15371
    Jun 25, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    15362
    Jun 24, 2025

ବାଣିଜ୍ୟ

ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

ଭୁବନେଶ୍ୱର - ୬୦ ବର୍ଷରୁ ଅଧିକ ଇତିହାସ ଥିବା ଭାରତର ଅନ୍ୟତମ ସର୍ବାଧିକ ଖ୍ୟାତିସମ୍ପନ୍ନ ହେୟାର କଲର (କେଶ ରଙ୍ଗ) ବ୍ରାଣ୍ଡ୍‌ ଭାସମଲ୍‌ ପ୍ରାକୃତିକ ହେନାର ଚିରନ୍ତନ ପରମ୍ପରାରେ ମୂଳ ରଖୁଥିବା ତାହାର ଆଧୁ ...

  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15532
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15002
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14823
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14826
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରିଲ୍ସ କରୁ କରୁ ୧୩ ମହଲାରୁ ପଡିଗଲେ ଯୁବତୀ

    15353
    Jun 26, 2025
  • ମା’ ହେବାକୁ ଯାଉଛନ୍ତି ଅଙ୍କିତା

    14969
    Jun 26, 2025
  • ଏଣିକି ଆଉ ଶୁଭିବନି ଅମିତାଭ ବଚ୍ଚନଙ୍କ ସାଇବର କଲର୍‌ ଟ୍ୟୁନ୍‌

    15150
    Jun 26, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In