Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ...

  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ ...

  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ ...

  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ...

  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ...

  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ...

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

Home ›› ››ଆଜି ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତି ସମ୍ମିଳନୀ,ଉଦଘାଟନ୍ କରିବେ ମୋଦି

ଆଜି ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତି ସମ୍ମିଳନୀ,ଉଦଘାଟନ୍ କରିବେ ମୋଦି

2022-04-30 06:05:13
14413
Share:
Facebook
Twitter
E-Mail
WhatsApp
Telegram
ଆଜି ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତି ସମ୍ମିଳନୀ,ଉଦଘାଟନ୍ କରିବେ ମୋଦି

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ବସୁଛି ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତି ସମ୍ମିଳନୀ । ଏହି ସମ୍ମିଳନୀରେ ଯୋଗଦେବେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟର ମୁଖ୍ୟ ବିଚାରପତି । ବିଜ୍ଞାନ ଭବନରେ ଆୟୋଜିତ ଏହି ସମ୍ମିଳନୀକୁ ଉଦଘାଟନ୍ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମ୍ମିଳନୀରେ କୋର୍ଟର ଭିତ୍ତିଭୂମିର ବିକାଶ ଲାଗି ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମଣା ପ୍ରସ୍ତାବ ଦେବେ ବୋଲି ସୂଚନା ମିଳିଛି । ଏହା ସହ ବିଚାର ବିଭାଗରେ ଖାଲିଥିବା ପଦବୀର ପୂରଣ, ପଡ଼ି ରହିଥିବା ମାମଲାର ବିଚାର, ଇ-କୋର୍ଟ, ଆଇନ ସେବାକୁ ତ୍ୱରିତ କରିବା ଆଦି ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବାର କାର୍ୟ୍ୟକ୍ରମ ରହିଛି ।

ପ୍ରାୟ ୬ ବର୍ଷ ପରେ ଏହି ଧରଣର ବୈଠକ ଆୟୋଜିତ ହେବାକୁ ଯାଉଛି । ଶେଷ ଥର ଲାଗି ଗତ ୨୦୧୬ ଏପ୍ରିଲ ୨୪ରେ ଏହି ଧରଣର ସମ୍ମିଳନୀ ଆୟୋଜିତ ହୋଇଥିଲା । ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଆଇନ ମନ୍ତ୍ରୀ ଯୋଗଦେବେ । କିଛି ମାସ ତଳେ ମୁଖ୍ୟ ବିଚାରପତି ଏନଭି ରମଣା ଏକ ଜାତୀୟ ବିଚାର ବିଭାଗୀୟ ଭିତ୍ତିଭୂମି କର୍ତ୍ତୃପକ୍ଷ ବା ଏନଜେଆଇଏଆଇ ପ୍ରତିଷ୍ଠା ଲାଗି ସରକାରଙ୍କ ନିକଟରେ ପ୍ରସ୍ତାବ ଦେଇଥିଲେ । କୋର୍ଟଗୁଡିକର ଭିତ୍ତିଭୂମିର ବିକାଶ ଲାଗି ଏଥିରେ ପ୍ରସ୍ତାବ ରହିଥିଲା । ଏହି ପ୍ରସ୍ତାବ ଅନୁସାରେ ସମ୍ମିଳନୀରେ ଆଲୋଚନା ହେବା ଆଶା ରହିଛି ।

Powered by Froala Editor

Tags Cm chief Justice meeting

Related articles Odisha News Lens 4.1

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା
    ବିଶେଷ

    ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13721
    Apr 04, 2026
  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ
    ଦେଶ-ଦେଶାନ୍ତର

    ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ

    13942
    Apr 04, 2026
  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ
    ଦେଶ-ଦେଶାନ୍ତର

    ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ

    13984
    Apr 04, 2026
  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ
    ଦେଶ-ଦେଶାନ୍ତର

    ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14042
    Apr 05, 2026
  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ
    ରାଜନୀତି

    ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    13898
    Apr 04, 2026
  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ
    ଦେଶ-ଦେଶାନ୍ତର

    ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15051
    Apr 05, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14476
    Apr 05, 2026
  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା
    ଦେଶ-ଦେଶାନ୍ତର

    ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14621
    Apr 04, 2026
  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

    13777
    Apr 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

    13777
    Apr 04, 2026
  • ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14476
    Apr 05, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14621
    Apr 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17399
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17459
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17810
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16286
    Apr 03, 2021

ବିଶେଷ

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13721
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15407
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14615
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16014
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15501
    Mar 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15312
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15042
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15547
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13842
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15051
    Apr 05, 2026
  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14042
    Apr 05, 2026
  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

    13901
    Apr 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In