Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ...

  • ଥିଏଟରକୁ ଆସିପାରେ ‘ସନା’

  • ଦୋଳି ଫାଶରେ ଚାଲିଗଲା ଜୀବନ

  • ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ...

  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

  • ତାମିଲନାଡୁରେ ଟିଭିକେ ମ୍ୟାଜିକ୍, ୧୦୦ ...

  • ଏଥର ପଶ୍ଚିମବଙ୍ଗରେ ଚାଲିବ ମୋଦୀ ରାଜ

  • ଟିଏମସିକୁ ପଛରେ ପକାଇ ପଶ୍ଚିମବଙ୍ଗରେ ...

  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ...

  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ...

Home ›› ››ଜାତୀୟ ପାଠ୍ୟକ୍ରମ ରୂପରେଖର ଆଧିକାରିକ ନିର୍ଦ୍ଦେଶ ପତ୍ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ଜାତୀୟ ପାଠ୍ୟକ୍ରମ ରୂପରେଖର ଆଧିକାରିକ ନିର୍ଦ୍ଦେଶ ପତ୍ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

2022-04-30 06:51:44
14009
Share:
Facebook
Twitter
E-Mail
WhatsApp
Telegram
ଜାତୀୟ ପାଠ୍ୟକ୍ରମ ରୂପରେଖର ଆଧିକାରିକ ନିର୍ଦ୍ଦେଶ ପତ୍ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

- ଜାତୀୟ ଶିକ୍ଷା ନୀତିର କଳ୍ପନା ଏବଂ ଯଥାର୍ଥତାକୁ ବାସ୍ତବ ରୂପ ଦେବା ପାଇଁ ଉଦ୍ୟମ
- ଜାତୀୟ ଶିକ୍ଷା ନୀତି ସିଦ୍ଧାନ୍ତ ହେଲେ ଜାତୀୟ ପାଠ୍ୟକ୍ରମ ରୂପରେଖ ହେଉଛି ପଥ ପ୍ରଦର୍ଶକ ଏବଂ ଆଧିକାରିକ ନିର୍ଦ୍ଦେଶ ପତ୍ର ହେଉଛି ଏହାର ସମ୍ବିଧାନ
- ଆଧିକାରିକ ନିର୍ଦ୍ଦେଶ ପତ୍ର ଆବଶ୍ୟକୀୟ ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ବିଉପନିବେଶୀକରଣ କରିବାରେ ଏକ ବିଶେଷ ପଦକ୍ଷେପ
- ଜାତୀୟ ପାଠ୍ୟକ୍ରମ ରୂପରେଖ ପାଇଁ ଦେଶର ନାଗରିକଙ୍କ ମତାମତ ନେବା ଭଳି ଏକ ଆପ୍ ବିକଶିତ କରିବାକୁ ପରାମର୍ଶ

ବେଙ୍ଗାଲୁରୁ/ଭୁବନେଶ୍ୱର - କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଭାରତୀୟ ବିଜ୍ଞାନ ସଂସ୍ଥା (ଆଇଆଇଏସସି), ବେଙ୍ଗାଲୁର ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜାତୀୟ ଶିକ୍ଷା ନୀତିର କଳ୍ପନା ଏବଂ ଯଥାର୍ଥତାକୁ ବାସ୍ତବ ରୂପ ଦେବା ପାଇଁ ପଥ ପରିଷ୍କାର କରୁଥିବା ଜାତୀୟ ପାଠ୍ୟକ୍ରମ ରୂପରେଖ (ଏନସିଏଫ୍‌)ର ଆଧିକାରିକ ନିର୍ଦ୍ଦେଶ ପତ୍ରର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତୀୟ ବିଜ୍ଞାନ ସଂସ୍ଥା, ବେଙ୍ଗାଲୁରୁ ସହ ଜଡ଼ିତ ସିଭି ରମଣ, ଡ଼. ହୋମି ଭାବା, ବିକ୍ରମ ସାରାଭାଇ, ଡ଼ା. ଏପିଜେ ଅବଦୁଲ କଲାମଙ୍କ ଭଳି ଅନେକ ପ୍ରତିଭାବାନ ବ୍ୟକ୍ତି ଦେଶର ଭାଗ୍ୟ ପରିବର୍ତନ କରିଛନ୍ତି । ଏଭଳି ଏକ ସ୍ଥାନରେ ଆମର ଭବିଷ୍ୟତର ଦସ୍ତାବିଜକୁ ଶୁଭାରମ୍ଭ କରିବା ଗୌରବର ବିଷୟ । ଯଦି ଜାତୀୟ ଶିକ୍ଷା ନୀତି ହେଉଛି ସିଦ୍ଧାନ୍ତ ତେବେ ଜାତୀୟ ପାଠ୍ୟକ୍ରମ ରୂପରେଖ ବା ଏନସିଏଫ ହେଉଛି ପଥ ପ୍ରଦର୍ଶକ ଏବଂ ଆଜି ଉନ୍ମୋଚିତ ହୋଇଥିବା ଆଧିକାରିକ ନିର୍ଦ୍ଦେଶ ପତ୍ର ହେଉଛି ଏହାର ସମ୍ବିଧାନ ଯାହା ଆମ ଭବିଷ୍ୟତର ସଭ୍ୟତା ଉପରେ ସକରାତ୍ମକ ପ୍ରଭାବ ପକାଇବ । ଏହି ଆଧିକାରିକ ନିର୍ଦ୍ଦେଶାବଳି ଜାତୀୟ ପାଠ୍ୟକ୍ରମ ରୂପରେଖକୁ ବିକଶିତ କରିବାରେ ସାହାଯ୍ୟ କରିବ । ଶିଶୁଙ୍କ ସାମଗ୍ରିକ ବିକାଶ କରିବା ଦକ୍ଷତା ଉପରେ ଗୁରୁତ୍ୱ ଦେବ । ସେହିପରି ଶିକ୍ଷକଙ୍କ କ୍ଷେତ୍ରରେ ଥିବା ଗୁରୁତ୍ୱପୂର୍ଣ୍ଣ ଭୂମିକା, ମାତୃଭାଷାରେ ଶିକ୍ଷାଲାଭ ଏବଂ ସଂସ୍କୃତିର ମୂଳଦୁଆ ଉପରେ ଗୁରୁତ୍ୱ ଦେବ ।

ଏହି ଆଧିକାରିକ ନିର୍ଦ୍ଦେଶ ପତ୍ର ଆବଶ୍ୟକୀୟ ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ବିଉପନିବେଶୀକରଣ କରିବାରେ ଏକ ବିଶେଷ ପଦକ୍ଷେପ । ଜାତୀୟ ପାଠ୍ୟକ୍ରମ ରୂପରେଖ ସର୍ବସମ୍ମତ ଏବଂ ବୈଜ୍ଞାନିକ ଫ୍ରେମୱାର୍କ ; ଯାହା ପ୍ରତ୍ୟେକ ଭାରତୀୟଙ୍କ ଆକାଂକ୍ଷାକୁ ପୂରଣ କରିବ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ କ୍ରିଟିକାଲ ଥିଙ୍କିଂକୁ ବିକଶିତ କରିବା ପାଇଁ ରାଷ୍ଟ୍ରୀୟ ଶିକ୍ଷା ନୀତି ମାତୃଭାଷା ଏବଂ ଆଂଚଳିକ ଭାଷାରେ ଶିକ୍ଷା ଲାଭ କରିବାକୁ ଗୁରୁତ୍ୱ ଦେଉଅଛି । ସମସ୍ତ ଭାରତୀୟ ଭାଷାକୁ ପ୍ରୋତ୍ସାହନ ଦେବା ପାଇଁ ଆମକୁ ଏକ ଇକୋସିଷ୍ଟମ ତିଆରି କରିବାକୁ ପଡ଼ିବ । ଜାତୀୟ ପାଠ୍ୟକ୍ରମ ରୂପରେଖକୁ ବିକଶିତ କରିବା ନିରନ୍ତର ପ୍ରକ୍ରିୟା ଏବଂ ଏହା ସମାଜର ଦସ୍ତାବିଜ । ରାଷ୍ଟ୍ରୀୟ ଶିକ୍ଷା ନୀତି ଉପରେ ଆଧାରିତ ଏହି ଡକ୍ୟୁମେଂଟ୍ ବିଶ୍ୱର ପ୍ରଗତିଶୀଳ ଅର୍ଥନୀତି ପାଇଁ ଏକ ବେଂଚ୍ ମାର୍କ ସ୍ଥାପନ କରିବ । ଏକ ଗତିଶୀଳ ଓ ପ୍ରଗତିଶୀଳ ନୀତି ବିକଶିତ କରିବା, ଜାତୀୟ ପାଠ୍ୟକ୍ରମ ରୂପରେଖ ପାଇଁ ଦେଶର ନାଗରିକଙ୍କ ମତାମତ କିପରି ଦେବେ ସେ ନେଇ ଏକ ଆପ୍ ବିକଶିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଆଧିକାରିକ ନିର୍ଦ୍ଦେଶ ପତ୍ର ଦ୍ୱାରା ଜାତୀୟ ପାଠ୍ୟକ୍ରମର ରୂପରେଖ ଏନସିଏଫ୍ ବିକଶିତ କରାଯିବ । ଏନସିଏଫକୁ ଏକ ସହଯୋଗୀ ଏବଂ ପରାମର୍ଶ ପ୍ରକ୍ରିୟା ମାଧ୍ୟମରେ ପ୍ରସ୍ତୁତ କରାଯାଉଛି, ଯାହା ଜିଲ୍ଲାରୁ ଆରମ୍ଭ ହୋଇ ରାଜ୍ୟ ସ୍ତର ଏବଂ ପୁନଶ୍ଚ ଜାତୀୟ ସ୍ତର ପର୍ଯ୍ୟନ୍ତ ହେବ । ଜାତୀୟ ପାଠ୍ୟକ୍ରମର ରୂପରେଖର ବିକାଶ ପାଇଁ ସ୍ଥିତି ପତ୍ରର ଗାଇଡଲାଇନ୍ ଏହି ଆଧିକାରିକ ନିର୍ଦ୍ଦେଶ ପତ୍ରର ଏକ ଅଭିନ୍ନ ଅଙ୍ଗ ଅଟେ ।

ଏହି ଅବସରରେ ଜାତୀୟ ପାଠ୍ୟକ୍ରମ ରୂପରେଖର ଜାତୀୟ ସଂଚାଳନ ସମିତିର ଅଧ୍ୟକ୍ଷ ଡା. କେ. କସ୍ତୁରିରଙ୍ଗନ, କର୍ଣ୍ଣାଟକର ଉଚ୍ଚ ଶିକ୍ଷା ମନ୍ତ୍ରୀ ଡା. ଅଶ୍ୱଥନାରାୟଣ ସି.ଏନ., କର୍ଣ୍ଣାଟକର ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ମନ୍ତ୍ରୀ ଡା. ବି.ସି. ନାଗେଶ, ସ୍କୁଲ୍ ଶିକ୍ଷା ଏବଂ ସାକ୍ଷରତା ବିଭାଗ, ଶିକ୍ଷା ମନ୍ତ୍ରଣାଳୟର ସଚିବ ଶ୍ରୀମତୀ ଅନିତା କରୱାଲ୍ ଏବଂ ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ର ନିର୍ଦ୍ଦେଶକ ପ୍ରଫେସର ଡି.ପି. ସକଲାନି ପ୍ରମୁଖ ଉପସ୍ଥିତ ରହିଥିଲେ ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ
    ଦେଶ-ଦେଶାନ୍ତର

    ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ

    14337
    May 04, 2026
  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା
    ଦେଶ-ଦେଶାନ୍ତର

    ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

    14499
    May 04, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା
    ବିଶେଷ

    ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14809
    May 03, 2026
  • ଦୋଳି ଫାଶରେ ଚାଲିଗଲା ଜୀବନ
    ଜିଲ୍ଲା ପରିକ୍ରମା

    ଦୋଳି ଫାଶରେ ଚାଲିଗଲା ଜୀବନ

    15283
    May 04, 2026
  •  ଟିଏମସିକୁ ପଛରେ ପକାଇ ପଶ୍ଚିମବଙ୍ଗରେ ମ୍ୟାଜିକ୍ ନମ୍ବର ଟପିଲା ବିଜେପି
    ଦେଶ-ଦେଶାନ୍ତର

    ଟିଏମସିକୁ ପଛରେ ପକାଇ ପଶ୍ଚିମବଙ୍ଗରେ ମ୍ୟାଜିକ୍ ନମ୍ବର ଟପିଲା ବିଜେପି

    13957
    May 04, 2026
  • ଥିଏଟରକୁ ଆସିପାରେ ‘ସନା’
    ମନୋରଞ୍ଜନ

    ଥିଏଟରକୁ ଆସିପାରେ ‘ସନା’

    14048
    May 04, 2026
  •  ଏଥର ପଶ୍ଚିମବଙ୍ଗରେ ଚାଲିବ ମୋଦୀ ରାଜ
    ଦେଶ-ଦେଶାନ୍ତର

    ଏଥର ପଶ୍ଚିମବଙ୍ଗରେ ଚାଲିବ ମୋଦୀ ରାଜ

    13609
    May 04, 2026
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା
    ଜିଲ୍ଲା ପରିକ୍ରମା

    ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14433
    May 03, 2026
  • ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ
    ଜିଲ୍ଲା ପରିକ୍ରମା

    ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ

    15376
    May 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଦୋଳି ଫାଶରେ ଚାଲିଗଲା ଜୀବନ

    15283
    May 04, 2026
  • ଦେଶ-ଦେଶାନ୍ତର

    ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ

    14337
    May 04, 2026
  • ଦେଶ-ଦେଶାନ୍ତର

    ଏଥର ପଶ୍ଚିମବଙ୍ଗରେ ଚାଲିବ ମୋଦୀ ରାଜ

    13609
    May 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17455
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17506
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17861
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16335
    Apr 03, 2021

ବିଶେଷ

  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14809
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13809
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14030
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14221
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16087
    Apr 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15374
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15109
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15605
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13918
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

    14499
    May 04, 2026
  • ୪୦୦ ଲୋକଙ୍କୁ ଖାଇବାକୁ ଦେଇ ଶୁଦ୍ଧି ହେବେ ଜିତୁ ମୁଣ୍ଡା

    14433
    May 03, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14809
    May 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In