Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୪ ବର୍ଷର ଶିଶୁକୁ ଦୁଷ୍କର୍ମ: ୨ ଜଣଙ୍କୁ ଫାଶୀ

୪ ବର୍ଷର ଶିଶୁକୁ ଦୁଷ୍କର୍ମ: ୨ ଜଣଙ୍କୁ ଫାଶୀ

2022-04-30 07:10:24
15222
Share:
Facebook
Twitter
E-Mail
WhatsApp
Telegram
୪ ବର୍ଷର ଶିଶୁକୁ ଦୁଷ୍କର୍ମ: ୨ ଜଣଙ୍କୁ ଫାଶୀ


ଜୟପୁର: ରାଜସ୍ଥାନର କୋଟା ଜିଲ୍ଲା ଅନ୍ତର୍ଗତ ୪ ବର୍ଷର ଶିଶୁକୁ ଗଣ ଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଫାଶୀ ଦଣ୍ଡ ଶୁଣାଇଲେ ବୁନ୍ଦି ପୋକ୍ସୋ କୋର୍ଟ । ଏହି ଦୁଇ ଅଭିଯୁକ୍ତ ଏକ ୪ ମାସ ନାବାଳିକାକୁ ଗଣ ଦୁଷ୍କର୍ମ କରିବା ସହ ହତ୍ୟା କରିଥିଲେ । ଏଥିସହ ଦୁଇ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ସହ ୧ ଲକ୍ଷ ୨୦ ହଜାର ଜୋରିମାନା ଦେବା ଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନା ଅନୁସାରେ, ଅଭିଯୁକ୍ତ ଶିଶୁକୁ ଘରୁ ଉଠାଇ ନେଇ ଜଙ୍ଗଲରେ ଗଣ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିଲେ । ଏହି ଦୁଷ୍କର୍ମ ମାମଲାରେ ପୋଲିସ ତିନି ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକ ମଧ୍ୟ ରହିଥିଲା । ବାସୋଲି ଥାନା ଅଧିକାରୀ ରାମଗିଲାସ ଗୁର୍ଜର କହିବା ଅନୁଯାୟୀ, ୨୩ ଡିସେମ୍ବର ୨୦୨୧ରେ ବୁନ୍ଦି ସହର ବାସୋଲି ପୋଲିସ ଷ୍ଟେସନ ଅଞ୍ଚଳର କାଲା କୁଆନ୍ ନିକଟ ଜଙ୍ଗଲରେ ୧୫ ବର୍ଷର ନାବାଳକ ଛେଳି ଚରାଇବାକୁ ଯାଇଥିଲା ।ତେବେ ସେହିଦିନ ଶିଶୁଟିର ମୃତଦେହ ଜଙ୍ଗଲରୁ ସମ୍ପର୍କୀୟମାନେ ରାତି ୮ଟା ସମୟରେ ପାଇଥିଲେ । ଶିଶୁଟି ଦେହରେ ଆଘାତ ଲାଗିଥିବା ଚିହ୍ନ ମଧ୍ୟ ରହିଥିଲା । ଏଭଳି ପରିସ୍ଥିତିରେ ପରିବାର ସଦସ୍ୟ ଭୟଭୀତ ହୋଇ ଶିଶୁକୁ ଦୁଷ୍କର୍ମ ଓ ହତ୍ୟା ନେଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ । ଏତଲା ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରିବା ସହ ତିନି ଜଣଙ୍କୁ ଗିରଫ କରିଥିଲା ।ଏହି ମାମଲାରେ ଶୁଣାଣି କରି କୋର୍ଟ ଅଭିଯୁକ୍ତ ସୁଲତାନ ଏବଂ ଛତୁ ଲାଲଙ୍କୁ କୋର୍ଟ ଫାଶୀ ଦଣ୍ଡ ଶୁଣାଇଛନ୍ତି ।

Powered by Froala Editor

Tags Rape death sentence

Related articles Odisha News Lens 4.1

  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15689
    Jul 12, 2025
  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14712
    Jul 12, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15651
    Jul 12, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15480
    Jul 13, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15804
    Jul 12, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14812
    Jul 13, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15060
    Jul 13, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13878
    Jul 13, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15694
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13878
    Jul 13, 2025
  • ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15066
    Jul 12, 2025
  • ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14812
    Jul 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13878
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14708
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15577
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14567
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14724
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15868
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16409
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15577
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15694
    Jul 12, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15060
    Jul 13, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15066
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In