Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

  • ମମତା ବାନାର୍ଜୀଙ୍କ ଘରେ CID ଟିମ୍

  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

Home ›› ››ନୂଆ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କ ଦାୟିତ୍ୱ ଗ୍ରହଣ

ନୂଆ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କ ଦାୟିତ୍ୱ ଗ୍ରହଣ

2022-04-30 13:41:22
16035
Share:
Facebook
Twitter
E-Mail
WhatsApp
Telegram
ନୂଆ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କ ଦାୟିତ୍ୱ ଗ୍ରହଣ

ଦେଶର ୨୯ତମ ସ୍ଥଳ ସେନା ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେନେରାଲ ମନୋଜ ପାଣ୍ଡେ। ସ୍ଥଳ ସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଜେନେରାଲ ଏମଏମ ନରଭାଣେଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ଜେନେରାଲ ପାଣ୍ଡେ ଦେଶର ସେନାଧ୍ୟକ୍ଷ ଭାବେ କାମ ଆରମ୍ଭ କରିଛନ୍ତି। ଜେନେରାଲ ନରଭାଣେଙ୍କ ଠାରୁ ହିଁ ସେ ସ୍ଥଳ ସେନା ମୁଖ୍ୟ ପଦର ଦାୟିତ୍ୱ ଗ୍ରହଣ କରିଛନ୍ତି।

୧୯୬୨ ମସିହା ମେ ୬ ତାରିଖରେ ଜନ୍ମିତ ଜେନେରାଲ୍‌ ପାଣ୍ଡେ ୨ ବର୍ଷରୁ ଅଧିକକାଳ ପଦବୀରେ ରହିବେ। ନିୟମ ଅନୁସାରେ, ‘ସର୍ଭିସ୍‌ ଚିଫ୍‌’ମାନଙ୍କ କାର୍ଯ୍ୟକାଳ ସାଧାରଣତଃ ୩ ବର୍ଷ। କିନ୍ତୁ, ତାହା ପୂର୍ବରୁ ଯଦି ତାଙ୍କୁ ୬୨ ବର୍ଷ ପୂରି ଯାଉଥିବ, ସେ ଅବସର ଗ୍ରହଣ କରିବେ। ଦୀର୍ଘ ୩୭ ବର୍ଷ ହେଲା ଭାରତୀୟ ସେନାରେ କାର୍ଯ୍ୟରତ ଥିବା ଜେନେରାଲ ପାଣ୍ଡେ ଅପରେସନ ପରାକ୍ରମ ଓ ଅପରେସନ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ଦୀର୍ଘ ୩୯ ବର୍ଷ ହେଲାଣି ଭାରତୀୟ ସେନା ସହ ଜଡ଼ିତ ହୋଇ ରହିଛନ୍ତି। ଫେବୃଆରୀ ୧ ତାରିଖରେ ତାଙ୍କୁ ସ୍ଥଳ ସେନାର ଉପ ମୁଖ୍ୟ ଭାବେ ନିଯୁକ୍ତି ଦିଆଯାଇଥିଲା।

ଭାରତୀୟ ସେନାର ଶୀର୍ଷ ପଦବୀରେ ନିଯୁକ୍ତି ପାଇବାରେ ଜେନେରାଲ୍‌ ପାଣ୍ଡେ ହେଉଛନ୍ତି ‘କର୍ପସ୍‌ ଅଫ୍‌ ଇଞ୍ଜିନିୟର୍ସ’ ବା ‘ସାପର୍ସ’ର ପ୍ରଥମ ଅଧିକାରୀ। ପୂର୍ବରୁ ‘ସାପର୍ସ’ର ଅଧିକାରୀମାନେ କମାଣ୍ଡର୍‌ ଓ ଉପ-ମୁଖ୍ୟ ଭାବେ ନିଯୁକ୍ତି ପାଇଥିଲେ ସୁଦ୍ଧା କଦାପି ସେନା ମୁଖ୍ୟ ଭାବେ ନିଯୁକ୍ତ ହୋଇ ନ ଥିଲେ।

Powered by Froala Editor

Tags manoj pande

Related articles Odisha News Lens 4.1

  • ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର
    ଦେଶ-ଦେଶାନ୍ତର

    ଉଜ୍ଜ୍ବଳା ଯୋଜନା: ଏବେ ମିଳିବ ୪ ସିଲିଣ୍ଡର

    15046
    Jun 09, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13646
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14328
    Jun 10, 2026
  • ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ
    ଦେଶ-ଦେଶାନ୍ତର

    ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ଏହି ରାଜ୍ୟରେ ପ୍ରବଳ ବର୍ଷିବ

    15724
    Jun 09, 2026
  • ମମତା ବାନାର୍ଜୀଙ୍କ ଘରେ CID ଟିମ୍
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଘରେ CID ଟିମ୍

    14679
    Jun 09, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13256
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15008
    Jun 09, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14165
    Jun 09, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13275
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14165
    Jun 09, 2026
  • ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13646
    Jun 10, 2026
  • ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14328
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13275
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15172
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14134
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14031
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14959
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13275
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14328
    Jun 10, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14406
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In