Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

ରାଜ୍ୟ
Home ›› ରାଜ୍ୟ ››ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ

ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ

2022-05-01 07:31:35
15849
Share:
Facebook
Twitter
E-Mail
WhatsApp
Telegram
ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ

ଭୁବନେଶ୍ୱର: ବନ୍ଧା ହେଲେ ବିଧାୟକ । ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ । ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଛି । ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କୁ ଭୁବନେଶ୍ୱରସ୍ଥ କ୍ୱାର୍ଟର୍ସରୁ ଗିରଫ କରାଯାଇଛି ।  ଦେବଗଡ଼ ପୁଲିସ ତାଙ୍କୁ ଗିରଫ କରିଛି ।

  ବିଧାୟକ ଓ ତାଙ୍କ ୨ ଜଣ ସହଯୋଗୀଙ୍କୁ ମଧ୍ୟ ଏହି ମାମଲାରେ ଗିରଫ କରାଯାଇଛି ।  ବିଧାୟକଙ୍କ ଗିରଫଦାରୀ ନେଇ  ଦେବଗଡ଼ ଏସଡିପିଓ ସୂଚନା ଦେଇଛନ୍ତି । 

ପ୍ରକାଶ ଯେ,  ଦେବଗଡ଼ର ବିଜେପି ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ସେ ଓ ତାଙ୍କର ୧୦ରୁ ଅଧିକ ସହଯୋଗୀ ମିଶି ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଦେବଗଡ଼ ଥାନାରେ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ବିଡିଓ ତାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ବିଧାୟକ ଶ୍ରୀ ପାଣିଗ୍ରାହୀ ପାଲଟା ଅଭିଯୋଗ କରିବା ସହିତ ଥାନାରେ ଏତଲା ଦେଇଛନ୍ତି।
ବିଡିଓ କୃଷ୍ଣଚନ୍ଦ୍ର ଦଳପତି ତାଙ୍କ ଏତଲାରେ ଦର୍ଶାଇଛନ୍ତି ଯେ ଶନିବାର ସେ ଛେପିଲିପାଲି ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡ଼ି ଗାଁକୁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକ ଯୁଗ୍ମ ତଦନ୍ତରେ ଯାଇଥିଲେ। ତାଙ୍କ ସହିତ ତହସିଲଦାର ପଲ୍ଲବୀ ନାୟକ, ଦେବଗଡ଼ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ, ରାଜସ୍ୱ ନିରୀକ୍ଷକ ଜଲିରାଣୀ ପ୍ରଧାନ ଓ ଛେପିଲିପାଲି ଗ୍ରାମ ରୋଜଗାର ସେବକ ଜଗନ୍ନାଥ ସାହୁ ଉପସ୍ଥିତ ଥିଲେ। ଉକ୍ତ ଗାଁରେ ଥିବା ବେଳେ ଦିନ ସାଢ଼େ ୧୦ଟାରୁ ୧୨ ମଧ୍ୟରେ ତିନୋଟି ନମ୍ବରରୁ ତାଙ୍କ ମୋବାଇଲ୍ ଫୋନ୍‌କୁ କଲ୍ ଆସିଥିଲା। ତାଙ୍କୁ ବିଧାୟକ ଦେଖା କରିବାକୁ ଚାହୁଁଛନ୍ତି ବୋଲି କୁହାଯାଇଥିଲା। ତେବେ ସେ କାମ ସାରି ବିଧାୟକଙ୍କୁ ସାକ୍ଷାତ କରିବେ ବୋଲି କହିଥିଲେ। କିନ୍ତୁ କିଛି ସମୟ ପରେ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ ତାଙ୍କ ସହଯୋଗୀ ପ୍ରତାପ କୁମାର ପଣ୍ଡା, ରୁନା ପଣ୍ଡା, ଅକାଳୁ ଧଳ, କୁମରମଣି ସାହୁ ଓ ଦେବାଶିଷ କର (ବାବୁଲି)ଙ୍କ ସମେତ ୧୦ରୁ ଅଧିକ କର୍ମୀଙ୍କୁ ଧରି ଭାଲିଆଗୁଡ଼ି ଗାଁରେ ପହଞ୍ଚିଥିଲେ।
ସେମାନେ ସେଠାରେ ପହଞ୍ଚିବା ପରେ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ସେମାନେ ତାଙ୍କୁ ଅଶ୍ଲୀଳ ଭାଷାରେ ଗାଳି ଦେଇଥିଲେ। ଏହି ସମୟରେ ପ୍ରତାପ କୁମାର ପଣ୍ଡା ତାଙ୍କୁ ବଳପୂର୍ବକ ଉଠାଇ ନେଇ ବିଧାୟକଙ୍କ ଗାଡ଼ିରେ ଭର୍ତ୍ତି କରିବାକୁ ଉଦ୍ୟମ କରିଥିଲେ। ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ସମେତ ଅନ୍ୟମାନେ ତାଙ୍କ ଠାରୁ ମୋବାଇଲ ଫୋନ୍, ଡାଇରୀ ଓ ଅନ୍ୟାନ୍ୟ ସରକାରୀ କାଗଜପତ୍ର ଲୁଟି ନେଇଥିଲେ। ସେମାନେ ତାଙ୍କୁ ଗାଡ଼ି ମଧ୍ୟକୁ ଘୋଷାଡ଼ି ନେବା ବେଳେ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରୁଥିଲେ। ଏମିତିକି ଜାତିଆଣ ଆକ୍ଷେପ କରିବା ସହିତ ବିଧା, ଗୋଇଠା ଓ ମୁଥା ମାରିଥିଲେ। ସେ ତଳେ ପଡ଼ିଯିବାରୁ ବିଧାୟକଙ୍କ କିଛି ସହଯୋଗୀ ତାଙ୍କୁ ମାରି ଦେବା ଉଦ୍ଦେଶ୍ୟରେ ତାଙ୍କ ଅଣ୍ଡକୋଷକୁ ଗୋଇଠା ମାରିଥିଲେ ବୋଲି ବିଡିଓ ଶ୍ରୀ ଦଳପତି ତାଙ୍କ ଏତଲାରେ ଦର୍ଶାଇଛନ୍ତି।

ବିଡିଓ ଏତଲାରେ ଆହୁରି ଉଲ୍ଲେଖ କରିଛନ୍ତି ଯେ କିଛି ସମୟ ପାଇଁ ସେ ଅଚେତ ହୋଇଯାଇଥିଲେ। ତାଙ୍କ ସହକର୍ମୀମାନେ ତାଙ୍କୁ ଆକ୍ରମଣକାରୀଙ୍କ କବଳରୁ ଉଦ୍ଧାର କରି ଡାକ୍ତରଖାନା ନେଉଥିଲେ। ମାତ୍ର ଅଭିଯୁକ୍ତମାନେ କାଳେ ପୁଣି ଆକ୍ରମଣ କରିବେ, ସେହି ଭୟରେ ସେ ପ୍ରଥମେ ଜିଲ୍ଲାପାଳଙ୍କ ପାଖକୁ ଯାଇ ଘଟଣା ସଂପର୍କରେ ଅବଗତ କରାଇଥିଲେ।

 ବିଧାୟକ ଶ୍ରୀ ପାଣିଗ୍ରାହୀ ମଧ୍ୟ ବିଡିଓଙ୍କ ବିରୋଧରେ ଏତଲା ଦେଇଛନ୍ତି।

Powered by Froala Editor

Tags Deogarh mla arrested

Related articles Odisha News Lens 4.1

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15335
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15040
    Sep 30, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15098
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15548
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14949
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14452
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14402
    Oct 01, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15000
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14765
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14949
    Sep 30, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15548
    Oct 01, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14402
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17139
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17828
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17794
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18210
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15145
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14009
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15748
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15314
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14689
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14380
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14340
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15953
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14437
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15335
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15040
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14402
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In