Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 22, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

ରାଜ୍ୟ
Home ›› ରାଜ୍ୟ ››ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ ଲକ୍ଷ୍ମଣ

ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ ଲକ୍ଷ୍ମଣ

2022-05-01 14:29:18
14573
Share:
Facebook
Twitter
E-Mail
WhatsApp
Telegram
ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ ଲକ୍ଷ୍ମଣ

ଆଜି ପୁଲିସ ନିକଟରେ ଆତ୍ମସମର୍ପଣ କରିଛି ହାର୍ଡକୋର ମାଓବାଦୀ ଲକ୍ଷ୍ମଣ ସେଣ୍ଡୁ ଓରଫ୍ ଲାଲସୁର। କଳାହାଣ୍ଡି ଏସପି ଶ୍ରବଣ ବିବେକ ଓ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତଙ୍କ ଉପସ୍ଥିତିରେ ସେ ଆତ୍ମସମର୍ପଣ କରିଛି । ସେ ପ୍ରାୟ ୧୫ ବର୍ଷରୁ ଅଧିକ ଦିନ ହେବ ମାଓ ସଂଗଠନ ସହ ଜଡ଼ିତ ଥିଲା। ବଂଶଧାରା ଘୁମୁସର ନାଗାବଳୀ ମାଓ ଡିଭିଜନର ଏରିଆ କମାଣ୍ଡର ଭାବେ ଅଞ୍ଚଳରେ ଭୟ ବିସ୍ତାର କରି ରଖିଥିଲା ।

ଖବର ଅନୁଯାୟୀ, ଲାଲସୁର ଘର ଗଙ୍ଗଲୋର ଥାନା ଛତିଶଗଡ଼ରେ । ଲାଲସୁର ବୟସ ୩୦ ବର୍ଷ ହୋଇଥିବା ବେଳେ ୨୦୦୯ ମସିହାରେ ସେ ମାଓ ସଂଗଠନରେ ଯୋଗ ଦେଇଥିଲା । ସେ ୨ ବର୍ଷ ହେବ ଛତିଶଗଡ଼ରେ ରହିବା ପରେ ୨୦୧୧ରେ ଓଡିଶା ଆସିଥିଲା । ଗତ ୧୧ ବର୍ଷ ଧରି ଓଡିଶାରେ କାମ କରୁଥିଲା । ଏପିରିକି ସେ ଛତିଶଗଡ଼ ଏରିଆ କମିଟିର ସେକ୍ରେଟାରୀ ମଧ୍ୟ ଥିଲା । ପୂର୍ବରୁ ସେ ବିଭିନ୍ନ ମାଓବାଦୀ ସଂଗଠନ ସହ ସକ୍ରିୟ ରହିଥିବା ବେଳେ ତାଉପରେ ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ମଧ୍ୟ ରହିଥିଲା । କଳାହାଣ୍ଡିର ବିଭିନ୍ନ ମାଓବାଦୀ ଘଟଣା ଯେପରି ୨୦୧୬ରେ ମନାସ୍କା, ୨୦୧୭ରେ ଭଟାଙ୍ଗପଦର, ୨୦୧୯ରେ ତୁର୍କେ, ୨୦୧୯ରେ କୋଟଲ ଘାଟି ଏବଂ ୨୦୨୦ରେ ଶୋଷପଦର ଘଟଣାରେ ସମ୍ପୃକ୍ତ ଥିଲା ବୋଲି ଡ଼ିଆଇଜି ସୂଚନା ଦେଇଛନ୍ତି ।

Powered by Froala Editor

Tags laxman

Related articles Odisha News Lens 4.1

  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15016
    Jun 22, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14272
    Jun 22, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ
    ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15131
    Jun 21, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    13908
    Jun 21, 2025
  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ
    ଦେଶ-ଦେଶାନ୍ତର

    ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14388
    Jun 21, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15551
    Jun 22, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15475
    Jun 21, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14762
    Jun 21, 2025
  • ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ
    ଦେଶ-ଦେଶାନ୍ତର

    ସାରା ରାତି ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ

    13918
    Jun 21, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13787
    Jun 22, 2025
  • ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    13908
    Jun 21, 2025
  • ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15016
    Jun 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16704
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15551
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14174
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14742
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15624
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14622
    Jun 18, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14903
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14818
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13789
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14388
    Jun 21, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14272
    Jun 22, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14762
    Jun 21, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In