Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ...

  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ...

  • ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ...

  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ ...

  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ...

  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

ରାଜ୍ୟ
Home ›› ରାଜ୍ୟ ››ବିଧାୟକଙ୍କ ଗିରଫ ଘଟଣା: ବିଜେପିକୁ ଏଭଳି କହିଲା ବିଜେଡି

ବିଧାୟକଙ୍କ ଗିରଫ ଘଟଣା: ବିଜେପିକୁ ଏଭଳି କହିଲା ବିଜେଡି

2022-05-02 05:27:39
15195
Share:
Facebook
Twitter
E-Mail
WhatsApp
Telegram
ବିଧାୟକଙ୍କ ଗିରଫ ଘଟଣା: ବିଜେପିକୁ ଏଭଳି କହିଲା ବିଜେଡି


ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରୁଥିବା ନିଜ ଦଳର ଜନପ୍ରତିନିଧିଙ୍କୁ ସୁରକ୍ଷା ଦେବା ଓଡିଶା ବିଜେପିର ଅଭ୍ୟାସରେ ପରିଣତ ହେଲାଣି । କିଛିଦିନ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ତଥା ମୟୂରଭଞ୍ଜ ଲୋକସଭା ସାଂସଦ ବିଶେଶ୍ବର ଟୁଡୁ ଜିଲ୍ଲା ଅଧିକାରୀଙ୍କୁ ଆକ୍ରମଣ କରିଥିଲେ ।  ଦେବଗଡ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଦେବଗଡ ଜିଲ୍ଲା ତିଲେଇବଣି ବିଡିଓଙ୍କୁ ଆକ୍ରମଣ କରିଥିବା ଘଟଣାରୁ ଏହା ସ୍ପଷ୍ଟ ହୋଇଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।

ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଲେଲିନ କହିଛନ୍ତି, ‘ସରକାରୀ କର୍ମଚାରୀଙ୍କୁ ଗାଳିଗୁଲଜ ଓ ଭୟଭୀତ କରିବା ଓଡିଶାର ବିଜେପି ଜନପ୍ରତିନିଧୀଙ୍କ ଅଭ୍ୟାସରେ ପରିଣତ ହୋଇଛି । ଏଭଳି ହିଂସାକୁ ନିନ୍ଦା କରିବା ପରିବର୍ତ୍ତେ ସେମାନଙ୍କୁ ସୁରକ୍ଷା ଦେବା ଓଡିଶା ବିଜେପିର ଏକ ଅଭ୍ୟାସରେ ପରିଣତ ହୋଇଛି । ଯେତେବେଳେ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ଲୋକସଭା ସାଂସଦ ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ, ଆମେ ଆଶା କରିଥିଲୁ ଓଡିଶା ବିଜେପି ଏହାକୁ ନିନ୍ଦା କରିବ । କିନ୍ତୁ ଦୁର୍ଭାଗ୍ୟବଶତଃ ସେମାନେ ଲୋକସଭା ସାଂସଦଙ୍କୁ ସୁରକ୍ଷା ପ୍ରଦାନ କରିବା ସହିତ ଜନସାଧାରଣଙ୍କ ଦୃଷ୍ଟି ଅନ୍ୟଆଡେ ନେବାକୁ ଚେଷ୍ଟା କରିଥିଲେ ।  ଯେତେବେଳେ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ରାଜ୍ୟ ବିଜେପି ତାଙ୍କ ହିଂସାତ୍ମକ ଆଚରଣକୁ ନିନ୍ଦା କରିବା ପରିବର୍ତ୍ତେ ତାଙ୍କୁ ଏବଂ ତାଙ୍କ କାର୍ୟ୍ୟକୁ ସୁରକ୍ଷା ଦେଉଛି ।’

Powered by Froala Editor

Tags Mla arrested case

Related articles Odisha News Lens 4.1

  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା
    ଦେଶ-ଦେଶାନ୍ତର

    ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15440
    Aug 29, 2026
  •  ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...
    ଦେଶ-ଦେଶାନ୍ତର

    ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...

    13768
    Aug 29, 2026
  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି
    ଦେଶ-ଦେଶାନ୍ତର

    ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

    14905
    Aug 29, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ
    ବିଶେଷ

    ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14254
    Aug 30, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ
    ଦେଶ-ଦେଶାନ୍ତର

    ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13943
    Aug 28, 2026
  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14439
    Aug 29, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15625
    Aug 29, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ
    ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15020
    Aug 29, 2026
  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

    14065
    Aug 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15020
    Aug 29, 2026
  • ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14363
    Aug 29, 2026
  • ବିଶେଷ

    ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14254
    Aug 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17060
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17699
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17731
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18129
    Sep 06, 2023

ବିଶେଷ

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14254
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14605
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13943
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15327
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15682
    Aug 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15983
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14021
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14290
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14254
    Aug 30, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15625
    Aug 29, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15020
    Aug 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In