Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

Home ›› ››ରାଜ୍ୟରେ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ ଚିହ୍ନଟ

2021-05-06 05:17:41
14881
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ ଚିହ୍ନଟ


ଭୁବନେଶ୍ବର:  ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୦ ହଜାର ୫୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୫୯୪୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୫୭୬ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୧୬୨ ଜଣ କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଭଳି ଜିଲ୍ଲାରେ ସବୁଠୁ ଭୟାନକ ସ୍ଥିତି ରହିଛି । ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୪୭୭ ଜଣ, ସୁନ୍ଦରଗଡ଼ରୁ ୧୧୮୬ ଜଣ, କଟକରୁ ୯୬୩ ଜଣ,କଳାହାଣ୍ଡିରୁ ୫୭୧ ଜଣ,ବରଗଡ଼ରୁ ୫୪୩ ଜଣ, ସମ୍ବଲପୁରରୁ ୪୬୦ ଜଣ, ନବରଙ୍ଗପୁରରୁ ୪୦୪ ଜଣ, ଅନୁଗୁଳରୁ ୩୮୮ ଜଣ, ଯାଜପୁରରୁ ୩୭୩ ଜଣ,ପୁରୀରୁ ୩୧୯ ଜଣ, ଝାରସୁଗୁଡ଼ାରୁ ୩୧୪ ଜଣ, ନୂଆପଡ଼ାରୁ ୩୦୪ ଜଣ, ମୟୂରଭଞ୍ଜରୁ ୨୮୮ ଜଣ, ନୟାଗଡ଼ରୁ ୨୨୪ ଜଣ,ବୌଦ୍ଧରୁ ୨୫୦ ଜଣ, କେନ୍ଦୁଝରରୁ ୧୯୪ ଜଣ, ଜଗତସିଂହପୁରରୁ ୨୧୭ ଜଣ, କୋରାପୁଟରୁ ୧୮୨ ଜଣ, ଗଞ୍ଜାମରୁ ୧୬୯ ଜଣ, ଭଦ୍ରକରୁ ୧୫୮ ଜଣ, ରାୟଗଡ଼ାରୁ ୧୪୦ ଜଣ, ଗଜପତିରୁ ୧୩୩ ଜଣ,କେନ୍ଦ୍ରାପଡ଼ାରୁ ୧୨୧ ଜଣ, ସୋନପୁରରୁ ୧୧୨ ଜଣ, ଭଦ୍ରକରୁ ୯୭ ଜଣ,ଦେବଗଡ଼ ଓ ଢ଼େଙ୍କାନାଳରୁ ୮୮ ଜଣ ଲେଖାଏଁ, ମାଲକାନଗିିରିରୁ ୮୩ ଜଣ,କନ୍ଧମାଳରୁ ୭୨ ଜଣ ଏବଂ ଷ୍ଟେଟ୍ ପୋଲ୍‌ରୁ ୨୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫ ଲକ୍ଷ ୧୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୧ ହଜାର ୫୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Powered by Froala Editor

Tags Corona

Related articles Odisha News Lens 4.1

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15742
    Jun 04, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13452
    Jun 05, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ
    ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14928
    Jun 05, 2026
  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13634
    Jun 05, 2026
  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14607
    Jun 04, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14720
    Jun 05, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13770
    Jun 04, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13407
    Jun 05, 2026
  • ତୃତୀୟ ବିବାହ କରିବେ ଅମିର ଖାନ୍
    ଦେଶ-ଦେଶାନ୍ତର

    ତୃତୀୟ ବିବାହ କରିବେ ଅମିର ଖାନ୍

    13573
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14720
    Jun 05, 2026
  • ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14928
    Jun 05, 2026
  • ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13407
    Jun 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16906
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17963
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13452
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14835
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14702
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15244
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15312
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14018
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13407
    Jun 05, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13770
    Jun 04, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    14928
    Jun 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In