Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜୀବନ ସାରା ୱାର୍କ ଫ୍ରମ୍ ହୋମ୍ ପାଇଁ ଏହି କମ୍ପାନୀ ଦେଲା ପ୍ରସ୍ତାବ: କଟିବନି ଦରମା, ମିଳିବ ସବୁ ସୁବିଧା

ଜୀବନ ସାରା ୱାର୍କ ଫ୍ରମ୍ ହୋମ୍ ପାଇଁ ଏହି କମ୍ପାନୀ ଦେଲା ପ୍ରସ୍ତାବ: କଟିବନି ଦରମା, ମିଳିବ ସବୁ ସୁବିଧା

2022-05-03 06:10:50
15892
Share:
Facebook
Twitter
E-Mail
WhatsApp
Telegram
ଜୀବନ ସାରା ୱାର୍କ ଫ୍ରମ୍ ହୋମ୍ ପାଇଁ ଏହି କମ୍ପାନୀ ଦେଲା ପ୍ରସ୍ତାବ: କଟିବନି ଦରମା, ମିଳିବ ସବୁ ସୁବିଧା

ୱାଶିଂଟନ୍‌: କରୋନା ମହାମାରୀ ପାଇଁ ବିଶ୍ୱର ଅଧିକାଂଶ କମ୍ପାନୀ ୱାର୍କ ଫ୍ରମ୍ ହୋମ୍ ବ୍ୟବସ୍ଥା ଲାଗୁ କରିଥିଲେ । ଦୀର୍ଘ ଦୁଇ ବର୍ଷ ଧରି କର୍ମଚାରୀମାନେ ଘରେ ରହି କାମ କରି ଆସୁଛନ୍ତି । ଏବେ ପରିସ୍ଥିତିରେ ସୁଧାର ଆସିଛି । କିଛି କମ୍ପାନୀ ନିୟମରେ ପରିବର୍ତ୍ତନ କଲେଣି । କର୍ମଚାରୀମାନଙ୍କୁ ଘରେ କାମ କରିବା ବଦଳରେ ଅଫିସ୍ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାହାକୁ ନେଇ କିଛି କର୍ମଚାରୀ ଚିନ୍ତାରେ ପଡ଼ିଛନ୍ତି । ବାଧ୍ୟ ହୋଇ ସେମାନେ ଅଫିସ୍ ଯାଉଛନ୍ତି । ହେଲେ ବର୍ତ୍ତମାନ ବି ସେମାନଙ୍କ ମନରୁ ଯାଇନି ଭୂତାଣୁ ଡର । ଏଥିପାଇଁ ସେମାନେ ଚିନ୍ତିତ ଅଛନ୍ତି । ହେଲେ ଏଭଳି ପରିସ୍ଥିତିରେ ଆମେରିକାର ଏକ କମ୍ପାନୀ ଜୀବନ ସାରା ଘରେ ରହି କାମ କରିବାକୁ ପ୍ରସ୍ତାବ ଦେଇଛି । ଏହି କମ୍ପାନୀ ନାମ ହେଉଛି Airbnb Inc । କେବଳ ସେତିକି ନୁହେଁ କମ୍ପାନୀ ମଧ୍ୟ ସ୍ପଷ୍ଟ କରିଛି ଯେ ଯେଉଁମାନେ ୱାର୍କ ଫ୍ରମ୍ ହୋମ୍ କରିବେ ସେମାନଙ୍କ ଦରମା କଟା ଯିବନି । ସବୁ ପ୍ରକାର ସୁବିଧା ମଧ୍ୟ ଯୋଗାଇ ଦିଆଯିବ ।   ଏହି ଘୋଷଣା ପରେ ଏବେ କର୍ମଚାରୀଙ୍କ ମଧ୍ୟରେ ଖୁସିର ଏହରି ଖେଳି ଯାଇଛି ।

ଏହା ଏକ ଆମେରିକୀୟ କମ୍ପାନୀ । ଏହି କମ୍ପାନୀ ଲଜିଂ, ହୋମଷ୍ଟେ ଏବଂ ପର୍ଯ୍ୟଟନ କ୍ଷେତ୍ର ପାଇଁ କାମ କରୁଛି । ୱାର୍କ ଫ୍ରମ୍ ହୋମ୍ ବ୍ୟବସ୍ଥା ଭାରତ ସହ ବିଶ୍ୱର ୧୭୦ଟି ଦେଶର ଲୋକଙ୍କ ପାଇଁ ରହିଛି । କମ୍ପାନୀ ପକ୍ଷରୁ କୁହାଯାଇଛି ଯେ ଆପଣମାନେ ବିଶ୍ୱର ଯେ କୌଣସି ସ୍ଥାନରେ ରହି କାମ କରିପାରିବେ । ଏଥିପାଇଁ କୌଣସି ପ୍ରତିବନ୍ଧକ ନାହିଁ । ଯଦି ଚାହିଁବେ ତେବେ ଆପଣ ଯେକୌଣସି ଦେଶର ଶସ୍ତା ସହରରେ ମଧ୍ୟ ରହି କାମକରିପାରିବେ । କମ୍ପାନୀର ସିଇଓ ତଥା କୋଫାଉଣ୍ଡର ବ୍ରାଏନ୍ ଚେସ୍କି କର୍ମଚାରୀଙ୍କ ନିକଟକୁ ପଠାଇଥିବା ଏକ ଇ-ମେଲ୍‌ରେ ଏହି ନୂଆ ପଲିସି ବିଷୟରେ କହିଛନ୍ତି । ସେ କହିଛନ୍ତି ଯେ ଏହାଦ୍ୱାରା କମ୍ପାନୀ ପ୍ରତିଭାବାନ ଲୋକଙ୍କୁ ନିଯୁକ୍ତି ଦେବା ସହ କାମ କରୁଥିବା ଉଦ୍ୟମୀଙ୍କୁ ହରାଇବ ନାହିଁ ।

Airbnb Inc କମ୍ପାନୀରେ ପ୍ରାୟ ୬ ହଜାର କର୍ମଚାରୀ କାମ କରୁଛନ୍ତି । ଏମାନଙ୍କ ମଧ୍ୟରୁ ୩ ହଜାର କର୍ମଚାରୀ ଆମେରିକାର ଥିବାବେଳେ ଅନ୍ୟମାନେ ଅନ୍ୟ ଦେଶର ରହିଛନ୍ତି । ୨୦୨୧ ମସିହାରେ କମ୍ପାନୀର ଲାଭ ୨୫ ପ୍ରତିଶତ ବୃଦ୍ଧି ଘଟିଥିଲା ।

Powered by Froala Editor

Tags life time work from home offer

Related articles Odisha News Lens 4.1

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13372
    Mar 07, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14860
    Mar 06, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14151
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14093
    Mar 06, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13615
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14060
    Mar 07, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15173
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14695
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15193
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14093
    Mar 06, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15193
    Mar 05, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13428
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14060
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14695
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15162
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14370
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15069
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13615
    Mar 07, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15193
    Mar 05, 2026
  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14151
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In