Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ...

  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ...

  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ...

  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଦୁର୍ଘଟଣାରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତା ଆହତ, ଗୋଡ଼ରେ ଲାଗିଛି ଆଘାତ

ଦୁର୍ଘଟଣାରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତା ଆହତ, ଗୋଡ଼ରେ ଲାଗିଛି ଆଘାତ

2022-05-03 06:41:46
16693
Share:
Facebook
Twitter
E-Mail
WhatsApp
Telegram
ଦୁର୍ଘଟଣାରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତା ଆହତ, ଗୋଡ଼ରେ ଲାଗିଛି ଆଘାତ

ମୁମ୍ବାଇ: ଦୁର୍ଘଟଣାର ଆହତ ହୋଇଛନ୍ତି ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତା । ମନ୍ଦିର ଯିବା ବେଳେ କାର୍ ବ୍ରେକ୍ ଫେଲ୍ ହେବାରୁ ସେ ଦୁର୍ଘଟଣାର ଶିକାର ହୋଇଛନ୍ତି ।  ତାଙ୍କ ଗୋଡ଼ରେ ଆଘାତ ଲାଗିଛି । ତେବେ ସୌଭାଗ୍ୟବଶତଃ ଅଳ୍ପକେ ବଡ଼ ଧରଣରୁ ବିପଦରୁ ରକ୍ଷା ପାଇଛନ୍ତି । ଏନେଇ ତନୁଶ୍ରୀ ତାଙ୍କ ଇନ୍‌ଷ୍ଟାଗ୍ରାମ ଆଇଡିରେ ସୂଚନା ଦେଇଛନ୍ତି ।

ତନୁଶ୍ରୀ ତାଙ୍କ ସୋସିଆଲ୍ ମିଡିଆରେ ଆକାଉଣ୍ଟରେ ସୂଚନା ଦେଇ ଲେଖିଛନ୍ତି ଯେ, ଆଜିର ଦିନ ଆଡଭେଚର୍ସ ରହିଲା । ଶେଷରେ ମହାକାଳଙ୍କ ଦର୍ଶନ ପାଇଁ ପହଞ୍ଚିଲି । ମନ୍ଦିର ଯିବା ରାସ୍ତାରେ ଦୁର୍ଘଟଣା ଘଟିଲା । ବ୍ରେକ୍ ଫେଲ୍ ହେବା ଯୋଗୁଁ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ହେଲେ ଭଗବାନଙ୍କ କୃପାରୁ ବଡ଼ ଧରଣରୁ ଅଘଟଣରୁ ବର୍ତ୍ତି ଗଲି । କେବଳ ଗୋଡ଼ରେ ଆଘାତ ଲାଗିଛି । ଏହାର ଫଟୋ ମଧ୍ୟ ସେ ସେୟାର କରିଛନ୍ତି । ମନ୍ଦିର ଭିତର ଫଟୋ ବି ତନୁଶ୍ରୀ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି ।

ତନୁଶ୍ରୀ ୨୦୦୫ରେ ବଲିଉଡରେ ଡେବ୍ୟୁ କରିଥିଲେ । ପ୍ରଥମେ ଆଶିକ୍ ବନାୟା ଆପନେ ଫିଲ୍ମରେ ଇମ୍ରାନ ହାସମିଙ୍କ ସହ ତାଙ୍କୁ ଦେଖିବାକୁ ମିଳିଥିଲା । ପରଦାରେ ଦୁହିଁଙ୍କ ଯୋଡ଼ିକୁ ବି ଦର୍ଶକ ଖୁବ୍ ପସନ୍ଦ କରିଥିଲେ । ଏହାପରେ ତାଙ୍କୁ ଗୋଟିଏ ପରେ ଗୋଟିଏ ଫିଲ୍ମର ଅଫର୍ ମିଳିଚାଲିଲା । ସେ ଢୋଲ, ଭାଗମଭାଗ, ହର୍ଣ୍ଣ ଓକେ ପ୍ଲିଜ୍‌, ରିସ୍କ, ସାସ୍ ବୋହୂ ଏବଂ ସେନ୍ସେକ୍ସ, ଗୁଡ୍ ବୟ ବ୍ୟାଡ୍ ବୟ ଆଦି ଫିଲ୍ମରେ ଜଲ୍‌ୱା ଦେଖାଇ ଥିଲେ । ଶେଷ ଥର ପାଇଁ ୨୦୧୦ରେ ରିଲିଜ୍ ହୋଇଥିବା ଫିଲ୍ମ ‘ଆପାର୍ଟମେଣ୍ଟ ରେଣ୍ଟ ଆଟ୍ ୟୁ’ରେ ତାଙ୍କୁ ଦେଖିବାକୁ ମିଳିଥିଲା । ଏହାପରେ ହଠାତ୍ ସେ ଫିଲ୍ମ ଦୁନିଆରୁ ଦୂରେଇ ଯାଇଥିଲେ । ତାଙ୍କୁ ଆଉ ଦେଖିବାକୁ ମିଳୁନି । ଏହାର ପଛର ରହସ୍ୟ ମଧ୍ୟ କାହାରିକୁ ଜଣାନାହିଁ । ହେଲେ ସେ ନିଜ ପ୍ରିୟ ଦର୍ଶକଙ୍କୁ କେବେ ବି ହାତ ଛଡ଼ା କରିନାହାନ୍ତି । ଏବେ ବି ତନୁଶ୍ରୀ ସୋସିଆଲ୍ ମିଡିଆରେ ବେଶ୍ ସକ୍ରିୟ । ସବୁବେଳେ ଫ୍ୟାନ୍‌ମାନଙ୍କ ସହ ଯୋଡ଼ି ହୋଇ ରହିଛନ୍ତି । ଆଉ ଦୁର୍ଘଟଣା ଘଟିଥିବା ପୋଷ୍ଟ କରିବା ପରେ ବହୁ ଦର୍ଶକ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିବା ଦେଖିବାକୁ ମିଳିଛି ।


Powered by Froala Editor

Tags tanushree dutta

Related articles Odisha News Lens 4.1

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14670
    Nov 19, 2025
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ
    ଦେଶ-ଦେଶାନ୍ତର

    ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

    14070
    Nov 19, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା
    ଦେଶ-ଦେଶାନ୍ତର

    ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13979
    Nov 19, 2025
  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ
    ଦେଶ-ଦେଶାନ୍ତର

    ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13305
    Nov 20, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...
    ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...

    14221
    Nov 20, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14992
    Nov 19, 2025
  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍
    ଦେଶ-ଦେଶାନ୍ତର

    ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍

    13306
    Nov 20, 2025
  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ
    ଦେଶ-ଦେଶାନ୍ତର

    ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ

    15514
    Nov 20, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14633
    Nov 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14992
    Nov 19, 2025
  • ଦେଶ-ଦେଶାନ୍ତର

    ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍

    13306
    Nov 20, 2025
  • ଦେଶ-ଦେଶାନ୍ତର

    ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13305
    Nov 20, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16858
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17299
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15771
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14633
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14615
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16179
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15196
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14470
    Nov 13, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14846
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14726
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14317
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13961
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13305
    Nov 20, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13979
    Nov 19, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14221
    Nov 20, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In