Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦିଲ୍ଲୀ ସରକାରଙ୍କ ନିଷ୍ପତ୍ତି : ଅକ୍ଟୋବର ୧ରୁ ସମସ୍ତଙ୍କୁ ମିଳିବନି ବିଦ୍ୟୁତ୍ ସବ୍‌ସିଡି

ଦିଲ୍ଲୀ ସରକାରଙ୍କ ନିଷ୍ପତ୍ତି : ଅକ୍ଟୋବର ୧ରୁ ସମସ୍ତଙ୍କୁ ମିଳିବନି ବିଦ୍ୟୁତ୍ ସବ୍‌ସିଡି

2022-05-05 15:00:02
15142
Share:
Facebook
Twitter
E-Mail
WhatsApp
Telegram
ଦିଲ୍ଲୀ ସରକାରଙ୍କ ନିଷ୍ପତ୍ତି : ଅକ୍ଟୋବର ୧ରୁ ସମସ୍ତଙ୍କୁ ମିଳିବନି ବିଦ୍ୟୁତ୍ ସବ୍‌ସିଡି

ଏବେ ସମସ୍ତଙ୍କୁ ଆଉ ନିଶୁଳ୍କ ବିଦ୍ୟୁତ ଦିଆଯିବନାହିଁ। ଯେଉଁମାନେ ଚାହିଁବେ କେବଳ ସେହିମାନଙ୍କୁ ସୁବିଧା ଉପଲବ୍ଧ ହେବ। ଗୁରୁବାର ରାଜଧାନୀ ଦିଲ୍ଲୀରେ ମାଗଣା ବିଜୁଳିକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହି ବଡ଼ ଘୋଷଣା କରିଛନ୍ତି।  

ଅକ୍ଟୋବର ୧ରୁ ଏଥିରେ ପରିବର୍ତ୍ତନ କରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଅକ୍ଟୋବର ୧ରୁ ଯେଉଁମାନଙ୍କୁ ଆବଶ୍ୟକ କେବଳ ସେହିମାନଙ୍କୁ ବିଦ୍ୟୁତ୍ ସବସିଡି ମିଳିବ। ୨୦୧୫ ମସିହାରେ ଅନୁଷ୍ଠିତ ଆନ୍ତର୍ଜାତୀୟ ଶକ୍ତି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସବସିଡି ଛାଡ଼ ଅଭିଯାନ ଆରମ୍ଭ କରିଥିଲେ। ସେହି ଦିନଠାରୁ କିଛି ଲୋକ ନିଜଆଡୁ ସବସିଡି ନେବା ବନ୍ଦ କରିଦେଇଥିଲେ। ଏବେ ମୋଦୀଙ୍କ ଏହି ମଡେଲଙ୍କୁ କେଜ୍ରିୱାଲ ଆପଣାଇଥିବା କୁହାଯାଉଛି।

କେଜ୍ରିୱାଲ କହିଛନ୍ତି ଯେ, ଅକ୍ଟୋବର ୧ ପରଠାରୁ ଦିଲ୍ଲୀରେ ବିଦ୍ୟୁତ୍ ସବସିଡି ଇଚ୍ଛାଧୀନ ହେବ। ଯଦି କୌଣସି ଉପଭୋକ୍ତା ବିଦ୍ୟୁତ୍ ସବସିଡି ଚାହୁଁଛନ୍ତି, ତେବେ ସେମା‌ନଙ୍କୁ ସବସିଡିଯୁକ୍ତ ମାଗଣା କିମ୍ବା ରିହାତି ଦରରେ ବିଦ୍ୟୁତ୍ ଯୋଗାଇ ଦିଆଯିବ। କିନ୍ତୁ ଯଦି କେହି ନିଜକୁ ଦକ୍ଷ ବୋଲି ଭାବନ୍ତି, ତେବେ ସେମାନେ ଦିଲ୍ଲୀ ସରକାରଙ୍କୁ ବିଦ୍ୟୁତ୍ ସବସିଡି ଚାହୁଁ ନଥିବା କହି ସାଧାରଣ ଦରରେ ବିଦ୍ୟୁତ୍ ବ୍ୟବହାର କରିପାରିବେ।

ଉଲ୍ଲେଖ ଯୋଗ୍ୟ ଯେ, ଦିଲ୍ଲୀରେ ଉପଭୋକ୍ତାଙ୍କୁ ପ୍ରଥମ ୨୦୦ ୟୁନିଟ୍ ବିଦ୍ୟୁତ ଲାଗି ଏପର୍ଯ୍ୟନ୍ତ ଶୁନ୍ୟ ବିଲ ପ୍ରଦାନ କରାଯାଉଛି। ୨୦୧ରୁ ପରବର୍ତ୍ତି ପ୍ରତି ୟୁନିଟ୍ ଲାଗି ବିଜୁଳି ଶୁଳ୍କ ଆଦାୟ ହେଉଛି। ୨୦୧ରୁ ୪୦୦ ୟୁନିଟ୍ ବିଦ୍ୟୁରେ ୮୦୦ ଟଙ୍କା ସବସିଡି ମିଳୁଛି।

ଏବେ ସରକାର ରାଜଧାନୀରେ ଲୋକେ ବିଦ୍ୟୁତ ସବସିଡି ଚାହାନ୍ତି କି ଏ ବାବଦେ ସେମାନଙ୍କ ରାୟ ନେବା ପରେ ପରବର୍ତ୍ତି ପଦକ୍ଷେପ ନିଆଯିବ। ଯେଉଁମାନେ ସବସିଡି ଛାଡିବେ ସେମାନଙ୍କ ସୁବିଧା ହଟାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯୁବ ବର୍ଗଙ୍କୁ ଏଥିରୁ ବେଶ ଲାଭ ମିଳିପାରିବ ବୋଲି କେଜ୍ରିୱାଲ କହିଛନ୍ତି। କେଜ୍ରିୱାଲଙ୍କ କ୍ୟାବିନେଟ୍ ଅନୁମୋଦନ ଅନୁସାରେ ଏବେ ରାଜଧାନୀ ଦିଲ୍ଲୀରେ କେବଳ ଆବଶ୍ୟକ କରୁଥିବା ଲୋକଙ୍କୁ ସବସିଡି ପ୍ରଦାନ ଲାଗି ମଞ୍ଜୁର କରିଛନ୍ତି।

Powered by Froala Editor

Tags electricity

Related articles Odisha News Lens 4.1

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    14962
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13319
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14698
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14491
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15224
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14623
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14062
    Jun 15, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14442
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14329
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14623
    Jun 16, 2026
  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13319
    Jun 16, 2026
  • ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14442
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14491
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14198
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15028
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13630
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15513
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14854
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14442
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14623
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13319
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In